ଜାତୀୟ

ୟୁପି ସୀମାରୁ ଫେରିଲା କଂଗ୍ରେସ ବସ୍‌

ଜୟପୁର,୨୧ା୫ (ପି.ଟି.): ଲକ୍‌ଡାଉନ ଯୋଗୁ ଅଟକି ରହିଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବା ଲାଗି କଂଗ୍ରେସ ଦଳ ପକ୍ଷରୁ ପାଖାପାଖି ୪୦୦ ବସ୍‌ ପଠାଯାଇଥିଲା। ଉତ୍ତରପ୍ରଦେଶ ସରକାର ପ୍ରବେଶ ଅନୁମତି ନ ଦେବାରୁ ବସ୍‌ଗୁଡ଼ିକ ରାଜସ୍ଥାନ-ୟୁପି ସୀମାରୁ ଫେରିଛନ୍ତି। ଏବେ ରାଜନୀତି...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ‘ଆତ୍ମନିର୍ଭର ଭାରତ’ ପ୍ୟାକେଜରେ ପ୍ରବାସୀ ଶ୍ରମିକ ତଥା ବିଭିନ୍ନ...

ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ

ଶ୍ରୀନଗର,୨୧ା୫: ଜମ୍ମୁ-କଶ୍ମୀରର ଶ୍ରୀନଗର ଉପକଣ୍ଠ ପଣ୍ଡାଚ ଅଞ୍ଚଳରେ ବୁଧବାର ଆତଙ୍କବାଦୀଙ୍କ ଗୁଳିମାଡ଼ରେ ବିଏସ୍‌ଏଫ୍‌ର ୨ ଜଣ ଯବାନ ଶହୀଦ ହୋଇଛନ୍ତି। ପିକେଟିଂ କରୁଥିବା ଯବାନଙ୍କ ଉପରକୁ ମୋଟରସାଇକେଲରେ ଆସିଥିବା ଆତଙ୍କବାଦୀ ଗୁଳି ଚଳାଇଥିଲେ। ଆହତ ଦୁଇ ଯବାନଙ୍କୁ ସୌରାସ୍ଥିତ ଏସ୍‌କେଆଇଏମ୍‌ଏସ୍‌...

ବେଙ୍ଗାଲୁରୁରେ ପ୍ରଚଣ୍ଡ ଶବ୍ଦ

ନୂଆଦିଲ୍ଲୀ,୨୧ା୫(ପି.ଟି.): ବୁଧବାର ଅପରାହ୍ଣ ୧ଟା ୨୦ ମିନିଟ୍‌। ସାରା ବେଙ୍ଗାଲୁରୁ ସହରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ଶବ୍ଦ ଶୁଣି ଲୋକେ ଛାନିଆ ହୋଇଗଲେ। କେଉଁଠୁ ଏହି ଶବ୍ଦ ଆସିଲା ଜଣାପଡିଲାନି। ଏହା ଭୂମିକମ୍ପ, ଘଡ଼ଘଡ଼ି ନା ବିମାନ ଶବ୍ଦ କେହି...

ଶ୍ରମ ଆଇନରେ ପରିବର୍ତ୍ତନ : ଘଣ୍ଟାକୁ ଶହେ ବର୍ଷ ପଛକୁ ଘୁଞ୍ଚାଇଦେବ

ନୂଆଦିଲ୍ଲୀ,୨୧ା୫: କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ଓ ଜନବିରୋଧୀ ସ୍ବେଚ୍ଛାଚାରୀ ପଦକ୍ଷେପ ଏବଂ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଶ୍ରମ ଆଇନରେ କରାଯାଇଥିବା ପରିବର୍ତ୍ତନର ପ୍ରତିବାଦରେ ୧୦ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ମେ ୨୨ରେ ଦେଶବ୍ୟାପୀ ବନ୍ଦପାଳନ ପାଇଁ ଆହ୍ବାନ ଦେଇଛନ୍ତି।...

ୟୁପିଏସ୍‌ସି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ...

ଗତ ୨୪ଘଣ୍ଟାରେ ସର୍ବାଧିକ ୫୦୦୦ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ...

ବିଏସ୍‌ଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଯବାନ ଶହୀଦ

ଶ୍ରୀନଗର, ୨୦।୫: ଜମ୍ମୁ-କଶ୍ମୀର ଶ୍ରୀନଗରରେ ବିଏସ୍‌ଏଫ୍‌ ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୨ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶ୍ରୀନଗରର ପଣ୍ଡାଛ ନିକଟରେ ଥିବା ଚେକପୋଷ୍ଟରେ ବିଏସ୍‌ଏଫ୍‌ର ୩୭ ବାଟାଲିୟନ ଯବାନ ମୁତୟନ...

ବାତ୍ୟା ଅମ୍ଫନ୍‌‌ ନେଲା ୨ ଜୀବନ

କୋଲକାତା,୨୦।୫: ପଶ୍ଚିମ ବଙ୍ଗର କିଛି ସ୍ଥାନରେ ମହାବାତ୍ୟା ଅମ୍ଫନ୍‌ ତାଣ୍ଡବ ରଚାଇଛି। ସ୍ଥଳଭାଗ ମୁହାଁ ହେଉଥିବା ଅମ୍ଫନ୍‌ ଯୋଗୁ ମଙ୍ଗଳବାରଠାରୁ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେଉଛି। ବୁଧବାର ତୀବ୍ର ବେଗରେ ପବନ ବହିବାରୁ କେତେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଓ...

ଲକ୍‌ଡାଉନ ମଧ୍ୟରେ ହେବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା: ସ୍ବତନ୍ତ୍ର ବସ୍‌ରେ ଯିବେ ପରୀକ୍ଷାର୍ଥୀ; ଶାହା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ପିଲାଙ୍କ ପାଠପଢ଼ା, ପରୀକ୍ଷା ଓ ଖାତାଦେଖା ବାଧାପ୍ରାପ୍ତ ହୋଇଛି। ସ୍କୁଲ, କଲେଜ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଲାଗି ସରକାର ଅନ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ କରିଛନ୍ତି। ଇତିମଧ୍ୟରେ ସିବିଏସ୍‌ଇ ବୋର୍ଡ ପରୀକ୍ଷାକୁ ନେଇ ସ୍ବରାଷ୍ଟ୍ର...

ମେ୨୫ରୁ ଆରମ୍ଭ ହେବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ସାରା ଦେଶରେ ଘରୋଇ ବିମାନ ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ଏଥିଯୋଗୁ କେତେକ ଲୋକ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତେବେ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଘରୋଇ ବିମାନ ଚଳାଚଳ...

୨୪ ଘଣ୍ଟାରେ ଲକ୍ଷେ ୮ ହଜାର ନମୁନା ହୋଇଛି ପରୀକ୍ଷା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୦।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୮ ହଜାର ୧୨୧ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri