ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା ଖୁସି ଖବର ବୋଲି କୁହାଯାଉଛି। ଏହାକୁ ନେଇ ଏବେ ଦେଶରେ ୩୯,୧୭୪ ଜଣ...
ବାତ୍ୟା ‘ଅମ୍ଫନ’ର ପ୍ରଭାବ: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା
କୋଲକାତା,୧୯।୫: ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏହା ସ୍ଥଳଭାଗ ଛୁଇଁବା ବେଳେ ବ୍ୟାପକ କ୍ଷୟକ୍ଷତି କରିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇତିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ...
ଜମ୍ମୁ-କଶ୍ମୀରରେ ୨ ହିଜିବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ହିଜିବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ନଓ୍ବାକଦଲ ଅଞ୍ଚଳରେ କିଛି ଆତଙ୍କାବାଦୀ ଲୁଚି ଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ପ୍ରଥମେ ଲୁଚିଥିବା...
ସମାଜବାଦୀ ନେତାଙ୍କୁ ଗୁଳି କରି ହତ୍ୟା: ଭିଡ଼ିଓ ଭାଇରାଲ
ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସମ୍ଭଲ ଅଞ୍ଚଳରେ ସମାଜବାଦୀ ନେତା ଏବଂ ତାଙ୍କ ପୁଅଙ୍କୁୁ ସର୍ବ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବହଜୋଇ ଥାନା ଅନ୍ତର୍ଗତ ଶାମସୋଇ ଗାଁରେ...
ମହାରାଷ୍ଟ୍ର ପୋଲିସ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫ କରୋନା ପଜିଟିଭ
ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ଏଠାକାର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ବି ଏଥିରୁ ବାଦ୍ ଯାଇନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ର ପୋଲିସର ୫୫ ଜଣ କରୋନା ପଜିଟିଭ ଚିହ୍ନଟ କରାଯାଇଛି। ଏହାକୁ...
ଶ୍ରମିକଙ୍କ ସହିତ ଖୋଲା ଟ୍ରକ୍ରେ ମୃତଦେହ ପଠାଇଲା ଉତ୍ତରପ୍ରଦେଶ: ନିନ୍ଦା କଲେ ହେମନ୍ତ ସୋରେନ୍
ରାଞ୍ଚି,୧୯।୫: କିଛିିଦିନ ତଳେ ଉତ୍ତରପ୍ରଦେଶ ଔରିୟାରେ ସଡ଼କ ଦୁର୍ଘଟଣାରେ ୨୬ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୧୧ ଜଣ ଝାଡ଼ଖଣ୍ଡର ଥିଲେ। ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସେମାନଙ୍କ ମୃତଦେହକୁ ଝାଡ଼ଖଣ୍ଡକୁ ପଠାଯାଇଛି। ମୃତଦେହଗୁଡ଼ିକୁ କଳା ପ୍ଲାଷ୍ଟିକରେ ବନ୍ଧା...
୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ ଦେଇଛି। ଏହାସହ ଏବେ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା...
ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ
ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍ସିଏମ୍ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା କେନ୍ଦ୍ର ମନ୍ତ୍ରଣାଳୟ ବା ଏଜେନ୍ସି ଗୁଡିକର ବାତ୍ୟା ଅମ୍ଫନର ମୁକାବିଲାକୁ ନେଇ ସମୀକ୍ଷା...
ବାତ୍ୟା ‘ଅମ୍ଫନ’କୁ ନେଇ ମମତାଙ୍କ ସହ କଥା ହେଲେ ଶାହା
ନୂଆଦିଲ୍ଲୀ,୧୯।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ ସୋମବାର ମହାବାତ୍ୟାର ରୂପ ନେଇଛି। ଏହା ୨୦ ତାରିଖ ଅପରାହ୍ନରେ କିମ୍ବା ସନ୍ଧ୍ୟାରେ ବାଂଲାଦେଶର ହାତିଆ ଏବଂ ସୁନ୍ଦରବନ ନିକଟରେ ଲ୍ୟାଣ୍ଡ ଫଲ କରିବ...
ବାଂଲାଦେଶରୁ ୧୬୯ ଭାରତୀୟଙ୍କୁ ଏୟାର ଲିଫ୍ଟ୍ କରିବ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୧୯।୫: ବାଂଲାଦେଶରେ ଥିବା ୧୬୯ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏୟାର ଲିଫ୍ଟ କରାଯିବ। ସେମାନେ ଢ଼ାକାରୁ ଆସି ଜମ୍ମୁ-କଶ୍ମୀରର ଶ୍ରୀନଗର ବିମାନ ବନ୍ଦରରେ ପହଞ୍ଚିବେ। ସେମାନଙ୍କ ମଧ୍ୟରେ ୧୧୯ ଜଣ ଛାତ୍ରୀ, ୪୮...
କରୋନା ଯୋଦ୍ଧାଙ୍କୁ ସରପ୍ରାଇଜ ଗିଫ୍ଟ ଦେଲେ ଆଲିଆ
ମୁମ୍ବାଇ,୧୯।୫: କରୋନା ମହାମାରୀର ସଙ୍କଟ ସମୟରେ ବଲିଉଡ୍ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଛନ୍ତି। ପିଏମ୍ କେୟାର୍ସ ଫଣ୍ଡରେ ସହାୟତା ରାଶି ଜମା କରିବା ସହ ବ୍ୟକ୍ତିଗତ ଭାବେ ମଧ୍ୟ ଏମାନେ କିଛି କିଛି ସାହାଯ୍ୟ କରିଥିବା ଦେଖାଯାଇଛି। ନିକଟରେ ବଲିଉଡ୍...
୬୫ ହଜାର ପ୍ରବାସୀ ଶ୍ରମିକ ଦିଲ୍ଲୀରୁ ଟ୍ରେନ୍ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି: ମନୀଶ ସିସୋଡିଆ
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ଜାରି ରହିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଥିବା ୬୫ ହଜାର ପ୍ରବାସୀ ଶ୍ରମିକ ଟ୍ରେନ୍ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏସମ୍ପର୍କରେ ଦିଲ୍ଲୀ...
Archives


