ଜାତୀୟ

ପଶ୍ଚିମବଙ୍ଗ ଗସ୍ତରେ ଶାହା: ରାଜ୍ୟର ଉନ୍ନତି ପାଇଁ ଦକ୍ଷିଣେଶ୍ୱରକାଳୀଙ୍କୁ କଲେ ପ୍ରାର୍ଥନା

କୋଲକାତା,୬।୧୧: ପଶ୍ଚିମବଙ୍ଗ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରକାଳୀଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ପହଞ୍ଚିଥିଲେ। ଦକ୍ଷିଣେଶ୍ୱରକାଳୀଙ୍କୁ ଦର୍ଶନ କରିବା ପରେ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି…

ପ୍ରଚାର ସାରି ଫେରୁଥିବାବେଳେ ପ୍ରାର୍ଥୀଙ୍କୁ ଗୁଳିମାଡ

ପାଟନା,୬।୧୧: ବିହାର ବିଧାନସଭା ନିବାର୍ଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ନଭେମ୍ବର ୭ରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହାୟାଘାଟ ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥୀ ରବୀନ୍ଦ୍ର ନାଥ ସିଂହଙ୍କ ଉପରକୁ ଗୁଳିମାଡ କରାଯାଇଛି। ଗୁରୁବାର ରାତିରେ ତୃତୀୟ…

ଦିନକରେ ୪୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୬୭୦ ମୃତ୍ୟୁ

ନୂଆଦିଲ୍ଲୀ,୬।୧୧: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୬୩୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୬୭୦…

ସ୍କୁଲ ଖୋଲିବା ପରେ ୨୬୨ଶିକ୍ଷାର୍ଥୀ, ୧୬୦ ଶିକ୍ଷକ ହେଲେ କରୋନା ସଂକ୍ରମିତ

ଅମରାବତୀ,୬ ।୧୧: ଆନ୍ଧ୍ରପ୍ରଦେଶରେ ନଭେମ୍ବର ୨ରୁ ନବମ ଓ ଦାମ ଶ୍ରେଶୀ ପିଲାମାନଙ୍କ ପାଇଁ ସ୍କୁଲ ଖୋଲି ଦିଆଯାଇଛି । ଆଉ ସ୍କୁଲ ଖୋଲିବା ପରେ ମାତ୍ର ୨ ଦିନ ମଧ୍ୟରେ ୧୬୨ ଛାତ୍ର ଓ ୧୬୦ ଶିକ୍ଷକ କରୋନାରେ ସଂକ୍ରମିତ…

କମଲା ହାରିସ୍‌ଙ୍କ ଅଜାଙ୍କ ଗ୍ରାମ ଉତ୍ସବମୁଖର

ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚିତ ହେବାକୁ ଯାଉଥିବାବେଳେ ତାଙ୍କ ରନିଂ ମେଟ୍‌ ତଥା ଡେମୋକ୍ରାଟିକ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କ ମାଆଙ୍କର ଭାରତରେ ଥିବା ଗାଁ ଉତ୍ସବମୁଖର ହୋଇଉଠିଛି। ଗ୍ରାମବାସୀ ସ୍ଲୋଗାନ ଦେବା ସହ ହାରିସ୍‌ଙ୍କ ବିଜୟ କାମନା…

୧୦ରୁ ଖୋଲିବ ମ୍ୟୁଜିୟମ: ସଂସ୍କୃତି ମନ୍ତ୍ରଣାଳୟର ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୬ା୧୧(ପିଆଇବି):ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନ୍‌ଲକ୍‌ ୫.୦ ଗାଇଡ୍‌ଲାଇନ ଆଧାରରେ ୧୦ ତାରିଖରୁ ଦେଶରେ ମ୍ୟୁଜିୟମ୍‌, ଆର୍ଟ ଗ୍ୟାଲେରି ଏବଂ ପ୍ରଦର୍ଶନୀ ଖୋଲିବାକୁ ଯାଉଛି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଓର) ଜାରି ହୋଇଛି। କରୋନା ସଂକ୍ରମଣ…

ଫେବୃୟାରୀରେ ଆସିବ କୋଭାକ୍ସିନ୍‌ ଟିକା

ନୂଆଦିଲ୍ଲୀ, ୬ା୧୧:ଭାରତ ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ ପରୀକ୍ଷା ଚଳିତ ମାସରେ ଆରମ୍ଭ ହୋଇଛି। ଏହି ଟିକା ସମ୍ପୂର୍ଣ୍ଣ ନିରାପଦ ଓ ପ୍ରଭାବଶାଳୀ ବୋଲି ବର୍ତ୍ତମାନ ସୁଦ୍ଧା ହୋଇଥିବା ଅଧ୍ୟୟନରୁ ସ୍ପଷ୍ଟ ହୋଇଛି। ତେଣୁ ଫେବୃୟାରୀରେ ଟିକା ବଜାରକୁ…

ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୫।୧୧: ସାରା ଦେଶରେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଗୁରୁବାର ଗାଇଡ୍‌ଲାଇନ ଜାରି କରିଛନ୍ତି। ନୂଆ ଗାଇଡ୍‌ଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧାଞ୍ଚଳ) ବାହାରେ ରହିଥିବା କଲେଜ ଓ ୟୁନିଭର୍ସିଟିଗୁଡ଼ିକ ସମ୍ପୃକ୍ତ ରାଜ୍ୟ…

ଆଉ ନିର୍ବାଚନ ଲଢ଼ିବେନି ନୀତୀଶ କୁମାର

ପାଟନା, ୫।୧୧-ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ନିର୍ବାଚନ ଲଢ଼ିବେନି। ଚଳିତ ନିର୍ବାଚନ ତାଙ୍କର ଶେଷ ନିର୍ବାଚନ ବୋଲି ନୀତୀଶ ଗୁରୁବାର ପୁର୍ନିଆର ଧାମଧାହାଠାରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧନ କରିବା ଅବସରରେ କହିଛନ୍ତି। ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ…

ଯୁବତୀଙ୍କ ଗର୍ଭପାତ କରାଇଲେ ଡାକ୍ତର ନେବେ ୧୦ ହଜାର ଟଙ୍କା, ଭିଡିଓ ଭାଇରାଲ୍‌

ଲକ୍ଷ୍ନୌ,୫।୧୧: ଉତ୍ତର ପ୍ରଦେଶର ବଦାୟୁଁ ସହରର ଏକ ଘରୋଇ ଡାକ୍ତରଖାନାର ମହିଳା ଡାକ୍ତରଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଅବିବାହିତା ଯୁବତୀଙ୍କ ଗର୍ଭପାତ ପାଇଁ ୧୦ ହଜାର ଟଙ୍କା କାରବାର କରୁଥିବା ଦେଖିବାକୁ ମିଳିଛି। ଏହି ଅଭିଯୋଗ ଆସିବା…

ଆର୍‌ଜେଡିକୁ ଆଇନର ପାଠ ପଢାଇଲେ ନଡ୍ଡା

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ ପ୍ରଚାର ଚାଲିଛି । ସବୁ ରାଜନୈତିକ ଦଳ ଭୋଟରଙ୍କୁ ପରସ୍ପର ଆଡକୁ ଆକର୍ଷିତ କରିବାରେ…

ପାକିସ୍ତାନ ଉପରେ ପୁଣିଥରେ ବର୍ଷିଲେ ରାଜନାଥ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପ୍ରଚାରର ଶେଷ ଦିନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ପାକିସ୍ତାନ ଉପରେ ଖୁବ୍ ବର୍ଷିଛନ୍ତି । ରାଜନାଥ କହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri