ଜାତୀୟ

ରାଷ୍ଟ୍ରପତି ଭବନରେ କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌...

ଲକ୍‌ଡାଉନ୍‌ ସମୟସୀମା ୩୧ ମେ ପର୍ଯ୍ୟନ୍ତ ବଢ଼ିଲା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ଚତୁର୍ଥ ଥର ଲାଗି ବୃଦ୍ଧି କରାଯାଇଛି। ମେ ୩୧ ପର୍ଯ୍ୟନ୍ତ ଦେଶରେ...

୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଯାଉଛିି।...

ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ତେବେ ଦିଲ୍ଲୀରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କ ପ୍ରତି ସରକାରଙ୍କ ଦାୟିତ୍ୱବୋଧ...

୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌...

ମେ’ ୩୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚେନ୍ନାଇ,୧୭।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୩.୦ର ଅବଧି ରବିବାର ଶେଷ ହୋଇଛି। ହେଲେ ଅପ୍ୟପଟେ କରୋନା ଭାଇରସ ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏହାକୁ ରୋକିବାକୁ...

ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଟକ

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅନିଲ ଚୌଧୁରୀଙ୍କୁ ରବିବାର ପୋଲିସ ଅଟକ ରଖିଛି। ପୋଲିସର ସୂଚନା ଅନୁଯାୟୀ, ଅନିଲ ଦିଲ୍ଲୀରୁ ଶ୍ରମିକଙ୍କୁ ନିଜ ଗାଡିରେ ନେଇ ଦିଲ୍ଲୀ-ଉତ୍ତରପ୍ରଦେଶ ସୀମାରେ ଥିବା ଗାଜିପୁରରେ ଶନିବାର ଓ ରବିବାର ପହଞ୍ଚାଇଥିଲେ।...

ପ୍ରବାସୀ ଶ୍ରମିକଙ୍କୁ ନେଇ ରାଜନୀତି ନ କରିବାକୁ କଂଗ୍ରେସକୁ ଅନୁରୋଧ କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୭।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଆର୍ଥିକ ପ୍ୟାକେଜର ଶେଷ ପର୍ଯ୍ୟାୟକୁ ନେଇ ଘୋଷଣା କରିଛନ୍ତି। ଏହି ସମୟରେ ପ୍ରବାସୀ ଶ୍ରମିକଙ୍କୁ ନେଇ ପ୍ରଶ୍ନ ଉଠିବାରୁ ସେ...

ମହାରାଷ୍ଟ୍ରରେ ୧,୨୦୬ ପୋଲିସ କରୋନା ପଜିଟିଭ: ମେ’ ୩୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ମୁମ୍ବାଇ,୧୭।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ପୋଲିସଙ୍କ ରିପୋର୍ଟ ପଜିଟିଭ ଆସିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏବେସୁଦ୍ଧା ରାଜ୍ୟରେ ୧,୨୦୬ ପୋଲିସ କରୋନା ଭାଇରସ ଦ୍ୱାରା...

ଆର୍ଥିକ ପ୍ୟାକେଜର ଶେଷ ପର୍ଯ୍ୟାୟରେ ୪୦ ହଜାର କୋଟି ଟଙ୍କା ବଢିଲା ମନରେଗା ବଜେଟ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କା ଆର୍ଥିକ ପ୍ୟାକେଜର ଶେଷ ପର୍ଯ୍ୟାୟର ଘୋଷଣା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର କରିଛନ୍ତି। ଏଥର ପ୍ୟାକେଜରେ ଲ୍ୟାଣ୍ଡ, ଲେବର, ଲ, ଲିକ୍ୟୁଡିଟି ଉପରେ ଗୁରତ୍ୱ...

୨୪ ଘଣ୍ଟାରେ ୧୨୦ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୪,୯୮୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବାସହ ୧୨୦ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

୧୦୭୪ ଟ୍ରେନ୍‌ରେ ଫେରିଲେଣି ୧୪ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ,୧୭।୫(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ଫେରାଇ ନେବା ଲାଗି ରେଲଓ୍ବେ ମେ’ ୧ ତାରିଖରୁ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ କରାଉଛନ୍ତି। ବର୍ତ୍ତମାନ ସୁଦ୍ଧା ୧,୦୭୪ଟି ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ୧୪ ଲକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri