ସୁସ୍ଥ ହେଲେ ୩୦ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୬।୫: ଦେଶରେ ୨୪ ଘଣ୍ଟାରେ ୪ ହଜାର ଛୁଇଁବାକୁ ବସିଲାଣି କରୋନା ସଂକ୍ରମିତଙ୍କ ସଂଖ୍ୟା। ଯାହା ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶନିବାର ସକାଳ ସୁଦ୍ଧା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର...
ଥମୁନି ଦାଦନ ଦୁଃଖ: ସଡ଼କ ଦୁର୍ଘଟଣାରେ ୨୪ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଔରୟା,୧୬।୫: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲକ୍ଡାଉନ ୩.୦ର ଅବଧି ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଏପଟେ କିନ୍ତୁ ଥମୁନାହିଁ ଦାଦନ ଶ୍ରମିକଙ୍କ ଦୁଃଖ। କିଏ ଚାଲି ଚାଲି ନିଜ ଭିଟାମାଟିକୁ...
କଥାବାର୍ତ୍ତା ବେଳେ ଜଳକଣା ଦ୍ୱାରା ବ୍ୟାପିଥାଏ କରୋନା
ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାର ଚିକିତ୍ସା ପାଇଁ ଦିନରାତି ଚାଲିଛି ଗବେଷଣା। ଏପରି କି ଏହାର ସଂକ୍ରମଣକୁ ନେଇ ମଧ୍ୟ ଗବେଷଣା ଚାଲିଛି। ଆଉ ପ୍ରାୟ ପ୍ରତିଦିନ କରୋନା ସମ୍ପର୍କିତ...
୨୯୫.୬୭ ନିୟୁତ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ
ନୂଆଦିଲ୍ଲୀ,୧୬ା୫(ପି.ଟି.): ଚଳିତ ୨୦୧୯-୨୦ ଫସଲ ବର୍ଷରେ ଦେଶରେ ୨୯୫.୬୭ ନିୟୁତ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଆକଳନ କରାଯାଇଛି। ଭଲ ବର୍ଷା ଯୋଗୁ କ୍ରମାଗତ ଚତୁର୍ଥ ବର୍ଷ ଲାଗି ରେକର୍ଡ ଉତ୍ପାଦନ ହେବାକୁ ଯାଉଥିବା କୃଷି ମନ୍ତ୍ରଣାଳୟର ସଦ୍ୟତମ...
ହିମସ୍ଖଳନରେ ୨ ଯବାନ ଶହୀଦ
ନୂଆଦିଲ୍ଲୀ,୧୬ା୫(ପି.ଟି.): ଉତ୍ତର ସିକିମର ଲୁଗ୍ନାକ୍ ଲା ପାର୍ବତ୍ୟାଞ୍ଚଳରେ ହିମସ୍ଖଳନ ଯୋଗୁ ସେନାର ଜଣେ ଲ୍ୟୁଟନାଣ୍ଟ କଲୋନେଲ୍ ଓ ଜଣେ ଯବାନ ଶହୀଦ ହୋଇଛନ୍ତି। ଏମାନେ ୧୮ ଜଣିଆ ପାଟ୍ରୋଲିଂ ଟିମ୍ରେ ସାମିଲ ଥିଲାବେଳେ ଗୁରୁବାର ହିମସ୍ଖଳନ ଯୋଗୁ ପୋତିହୋଇପଡ଼ିଥିଲେ। ଉଦ୍ଧାରକାରୀ...
କରୋନା ଖାଇଯିବ ୮.୮ ଟ୍ରିଲିୟନ ଡଲାର
ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିକୁ ୫.୮ରୁ ୮.୮ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିପାରେ ବୋଲି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ପକ୍ଷରୁ ଆକଳନ କରାଯାଇଛି। ଏହା ବିଶ୍ୱ ଜିଡିପି (ମୋଟ ଘରୋଇ ଉତ୍ପାଦ)ର ୬.୪ରୁ ୯.୭...
ପାନ, ଗୁଟ୍ଖା ବିକ୍ରି ନିଷିଦ୍ଧ କର
ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ରାଜସ୍ଥାନ ଓ ଝାଡ଼ଖଣ୍ଡ ସରକାର ପାନ, ଗୁଟ୍ଖା ବିକ୍ରି ଓ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ନିଷିଦ୍ଧ କରିଛନ୍ତି। ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ଅନୁରୂପ ପଦକ୍ଷେପ ନେବାକୁ କେନ୍ଦ୍ର...
‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’
ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ,...
ବାହକ ହୋଇପାରେ ମୋବାଇଲ ଫୋନ୍
ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା ଆଶଙ୍କା ଥିବାରୁ ହସ୍ପିଟାଲଗୁଡ଼ିକରେ ମୋବାଇଲ ଫୋନ୍ ବ୍ୟବହାର ଉପରେ କଟକଣା ଲଗାଇବାକୁ ସେମାନେ...
୨୦ରେ ବିଏମ୍ଏସ୍ର ଦେଶବ୍ୟାପୀ ଆନ୍ଦୋଳନ
ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍ ଯୋଗୁ ଜାରି ଲକ୍ଡାଉନ୍ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ସମର୍ଥିତ ଭାରତୀୟ ମଜଦୁର ସଂଘ...
ମୁକାବିଲା ପାଇଁ ୧୦୦ କୋଟି ଡଲାର ଦେବ ବିଶ୍ୱବ୍ୟାଙ୍କ
ନୂଆଦିଲ୍ଲୀ,୧୬ା୫: ଭାରତର କୋଭିଡ୍-୧୯ ବିରୋଧୀ ଲଢ଼େଇକୁ ସହାୟତା ପାଇଁ ବିଶ୍ୱବ୍ୟାଙ୍କ ୧୦୦ କୋଟି (୧ ବିଲିୟନ) ଡଲାର ଯୋଗାଇଦେବ। କରୋନା ମହାମାରୀ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଗରିବ ଓ ଅସହାୟ ପରିବାରଙ୍କୁ ସହାୟତା ଯୋଗାଇଦେବାରେ ଏହି ଅର୍ଥ ବିନିଯୋଗ...
ଚାଇନାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୧୬ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ନାକେଦମ୍ କରି ରଖିଥିବା ବେଳେ ଭାରତର ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଦେଶ ତାଲିକାର ଏକାଦଶ ସ୍ଥାନକୁ ଭାରତ ଉନ୍ନୀତ ହୋଇଥିବା ବେଳେ...
Archives


