ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’
ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି। ଉପଯୁକ୍ତ ସମୟରେ ଏବଂ ସନ୍ତୁଳିତ ଖାଦ୍ୟ ଖାଇବା, ଠିକ୍ ସମୟରେ ଶୋଇବାକୁ ଲୋକଙ୍କୁ...
ଜୁନ୍ ୫ରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୧୫ା୫(ପି.ଟି.)-ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଚଳିତ ବର୍ଷ ୪ ଦିନ ବିଳମ୍ବରେ ଆସି ଜୁନ୍ ୫ରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଦେଶରେ ବର୍ଷାଋତୁ ଜୁନ୍ରୁ ସେପ୍ଟେମ୍ବର ୪ ମାସ ଲାଗି ରହିଥାଏ।...
ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩।୫: କରୋନା ଯୋଗୁ ହୋଇଥିବା ଲକ୍ଡାଉନ ସମୟରେ ସମ୍ପୁର୍ଣ୍ଣ ବେତନ ଦେଇପାରୁ ନ ଥିବା କମ୍ପାନୀ ବିରୋଧରେ ହୋଇଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଛନ୍ତି।...
କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ
ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା ପ୍ରଦାନ କରି କରୋନା ବିରୋଧରେ ଲଢ଼େଇ କରୁଛନ୍ତି। ଆଉ ଏହି ସମସ୍ତଙ୍କୁ ସାରା...
ଆର୍ଥିକ ପ୍ୟାକେଜର ତୃତୀୟ ପର୍ଯ୍ୟାୟରେ କୃଷିକୁ ଦିଆଗଲା ଗୁରୁତ୍ୱ
ନୂଆଦିଲ୍ଲୀ,୧୫।୫: କରୋନା ସଙ୍କଟ ସମୟରେ ବିଗିଡି ଯାଇଥିବା ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭରଶୀଳ ଭାରତ ଅଭିଯାନର ଘୋଷଣା କରିଥିଲେ। ଏଥିରେ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିବା ବେଳେ ଅର୍ଥମନ୍ତ୍ରୀ...
ଲକ୍ଡାଉନ ଅବଧି ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଆସାମ ମୁଖ୍ୟମନ୍ତ୍ରୀ
ଦିସପୁର,୧୫।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ଅଧିକାଂଶ ରାଜ୍ୟ ଲକ୍ଡାଉନ ଅବଧି ବୃଦ୍ଧି କରିବା ସପକ୍ଷରେ ରହିଥିବା ଜଣାପଡିଛି। ଶୁକ୍ରବାର ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଲକ୍ଡାଉନ ଅବଧି ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖିଛନ୍ତି।...
ଭାରତକୁ ୧ ବିଲିୟନ ଡଲାର ଦେବ ବିଶ୍ୱବ୍ୟାଙ୍କ
ନୂଆଦିଲ୍ଲୀ,୧୫।୫: କରୋନା ମହାମାରୀର ସଙ୍କଟ ମଧ୍ୟରେ ବିଶ୍ୱ ବ୍ୟାଙ୍କ ଭାରତକୁ ୧ ବିଲିୟନ ଡଲାର ବା ପାଖାପାଖି ୭,୫୦୦ କୋଟି ଟଙ୍କାର ସୋସିଆଲ ପ୍ରୋଟେକ୍ସନ ପ୍ୟାକେଜ(ସମାଜିକ ସୁରକ୍ଷା ପ୍ୟାକେଜ)ଦେବାକୁ ଘୋଷଣା କରିଛି। ଏହା ଭାରତ ସରକାରଙ୍କ କାର୍ଯ୍ୟକ୍ରମ ସହ ଜଡିତ।...
ଏଥର ବିଳମ୍ବରେ ଆସିବ ମୌସୁମୀ
ନୂଆଦିଲ୍ଲୀ,୧୫।୫: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଚଳିତ ବର୍ଷ ମୌସୁମୀ ବିଳମ୍ବରେ କେରଳ ଛୁଇଁବ। ସାଧାରଣତଃ ଏହା ଜୁନ୍ ୧ରେ କେରଳ ଛୁଉଁଥିବା ବେଳେ ଏଥର ଏହା ସାମାନ୍ୟ ବିଳମ୍ବରେ ଅର୍ଥାତ୍ ଜୁନ୍ ୫ ବେଳକୁ କେରଳ ଛୁଇଁବ...
ରାଜଧାନୀରେ ୪୦ ଦିନରେ ଚତୁର୍ଥ ଥର ଅନୁଭୂତ ହେଲା ଭୂକମ୍ପ
ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପୁଣିଥରେ ଭୂକମ୍ପ ଅନୁଭୂତ ହୋଇଛି। ଗତ ୪୦ ଦିନ ମଧ୍ୟରେ ଏହା ଚତୁର୍ଥଥର। ଶୁକ୍ରବାର ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୨.୨ ଥିବା ବେଳେ ଏହା ଏକ ମୃଦୁ ଭୂକମ୍ପ। କରୋନା...
ଖୋଲିଲା ବଦ୍ରିନାଥ ମନ୍ଦିର, ଭକ୍ତଙ୍କୁ ମିଳିଲାନି ଅନୁମତି
ଚାମୋଲି,୧୫।୫: ଦୀର୍ଘଦିନ ପରେ ଶୁକ୍ରବାର ଭୋର ପ୍ରାୟ ୪ଟା ୩୦ରେ ଖୋଲିଛି ବଦ୍ରିନାଥ ମନ୍ଦିର। ପ୍ରଥମେ ଶୀତଦିନିଆ ତୁଷାରପାତ ଓ ଏହାପରେ କରୋନା ସଂକ୍ରମଣ ଯୋଗୁ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ ଯୋଗୁ ବନ୍ଦ ଥିଲା ମନ୍ଦିର। ଏବେ ଏହା...
୨୪ ଘଣ୍ଟାରେ ଶହେ ମୁଣ୍ଡ ନେଲା କରୋନା
ନୂଆଦିଲ୍ଲୀ,୧୫।୫: ଦେଶରେ ଅଣାୟତ ହେଲାଣି କରୋନା ସ୍ଥିତି। ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୮୧,୯୭୦ରେ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩,୯୬୭ ନୂଆ ରୋଗୀ ଚିହ୍ନଟ...
ଆଫ୍ରିକାନ୍ ସ୍ବାଇନ୍ ଫିଭରରେ ମଲେଣି ୧୫ ହଜାର ଘୁଷୁରି
ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍ ସ୍ବାଇନ୍ ଫିଭର(ଏଏସ୍ଏଫ୍)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର ନିରାକରଣ ଲାଗି ରାଜ୍ୟ ସରକାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। କେନ୍ଦ୍ର ସମସ୍ତ...
Archives


