ଜାତୀୟ

ସିନ୍ଧୁ ସୀମାରେ ତିନି ଶହରୁ ଅଧିକ କୃଷକ ଅସୁସ୍ଥ, କରୋନା ପରୀକ୍ଷା ପାଇଁ ଅରାଜି!

ନୂଆଦିଲ୍ଲୀ,୬ ।୧୨: ରାଜଧାନୀ ଦିଲ୍ଲୀରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରାଯାଉଛି । ସିନ୍ଧୁ ସୀମାରେ ଧାରଣାରତ ୩ଶହରୁ ଅଧିକ କୃଷକ ଏବେ ଅସୁସ୍ଥ ହୋଇ ପଡିଥିବା କୁହ।।ଯାଉଛି । ଏମାନେ ଥଣ୍ଡା, ସର୍ଦ୍ଦି , ଜ୍ୱର ଓ କାଶରେ…

ଆମ କୃଷକଙ୍କ ଦାବି ପୂରଣ କର : ଦିଲଜୀତ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକଙ୍କ ସପକ୍ଷରେ ବାହାରିଛନ୍ତି ପଞ୍ଜାବୀ ସିଙ୍ଗର ଓ ଆକ୍ଟର ଦିଲଜୀତ ଦୋସାଞ୍ଜ। ସେ ଶନିବାର ଦିଲ୍ଲୀ-ହରିୟାଣା ସୀମା (ସିଙ୍ଘୁ ସୀମା)ଠାରେ ଆନ୍ଦୋଳନରତ କୃଷକଙ୍କୁ ଭେଟିଥିଲେ। କୃଷକଙ୍କୁ ସମ୍ବୋଧନ କରି ଦିଲଜୀତ କହିଛନ୍ତି, ସମସ୍ତ କୃଷକ…

ବାତ୍ୟା ବୁରେଭିରେ ଚାଲିଗଲା ୭ ଜୀବନ: ବ୍ୟାପକ କ୍ଷୟକ୍ଷତି

ଚେନ୍ନାଇ, ୫।୧୨-ତାମିଲନାଡୁରେ ତାଣ୍ଡବ ମଚାଇଥିବା ସାମୁଦ୍ରିକ ବାତ୍ୟା ବୁରେଭିରେ ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ପ୍ରବଳ ବର୍ଷା ଯୋଗୁ ମାଟି ଘର ନଷ୍ଟ ହୋଇଥିବାବେଳେ ଅନେକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ…

ସରକାରଙ୍କ ସହ ବୈଠକକୁ ପୁଣି ଥରେ ଖାଦ୍ୟ, ପାଣି ନେଇକି ଆସିଲେ କୃଷକମାନେ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକମାନଙ୍କ ସହ ଶନିବାର ପଞ୍ଚମ ଥର ପାଇଁ ସରକାର ବୈଠକ କରିଥିଲେ। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ବୈଠକରେ କୌଣସି ସମାଧାନର ବାଟ ବାହାରି ପାରି ନାହିଁ। ପୂର୍ବ ଭଳି ଏଥର ମଧ୍ୟ…

ଆଡଭାନୀଙ୍କ ସମସ୍ୟା ବଢ଼ାଇ ଦେଇଥିଲେ ରାଜେଶ ଖାନ୍ନା

ବଲିଉଡ୍‌ର ପ୍ରଥମ ସୁପରଷ୍ଟାର ଥିଲେ ରାଜେଶ ଖାନ୍ନା। ୬୦ ଓ ୭୦ ଦଶକର ଏହି ସୁପରଷ୍ଟାରଙ୍କ ଲୋକପ୍ରିୟତା ପ୍ରାୟତଃ ଶେଷ କରି ଦେଇଥିଲା ଭାରତୀୟ ଜନତା ପାର୍ଟି (ଭାଜପା)ର ଉପ ପ୍ରତିଷ୍ଠାତା ଏଲ. କେ. ଆଡଭାନୀଙ୍କ ରାଜନୈତିକ କ୍ୟାରିୟରକୁ । ୧୯୯୧…

ପୁଣି ଫେଲ୍‌ ମାରିଲା ଚାଷୀ-ସରକାରଙ୍କ ଆଲୋଚନା

ନୂଆଦିଲ୍ଲୀ,୫ା୧୨: ଶନିବାର କୃଷି ଆଇନକୁ ବିରୋଧ କରି କୃଷକ ଏବଂ ସରକାରଙ୍କ ମଧ୍ୟରେ ଚାଲିଥିବା ବୈଠକ ପୁଣି ଥରେ ବିଫଳ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ବୈଠକରୁ କୌଣସି ସମାଧାନର ବାଟ ବାହାରିପାରିନାହିଁ। କୃଷକମାନେ ସେମାନଙ୍କ ଜିଦ୍‌ରେ ଅଟଳ…

୨ ଦିନରେ ଦିଲଜୀତଙ୍କ ଫଲୋୟର୍ସ ସଂଖ୍ୟା ୪ ଲକ୍ଷ ବଢ଼ିଲା

ନୂଆଦିଲ୍ଲୀ, ୫।୧୨- ପଞ୍ଜାବୀ ଆକ୍ଟର ତଥା ସିଙ୍ଗର ଦିଲଜୀତ ଦୋସାଞ୍ଜ ଓ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ମଧ୍ୟରେ ଚାଲିଥିବା ଟୁଇଟର ଯୁଦ୍ଧ ଶେଷ ହୋଇନାହିଁ। ହେଲେ ଏହାର ପୂରା ଫାଇଦା ପାଇଛନ୍ତି ଦିଲଜୀତ। ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମରେ ପଞ୍ଜାବୀ ଷ୍ଟାରଙ୍କ…

କରୋନାକୁ ଡରି ସ୍ତ୍ରୀଙ୍କଠାରୁ ସାମାଜିକ ଦୂରତା ରକ୍ଷା କରୁଥିଲେ ସ୍ବାମୀ, ଶେଷରେ କୋର୍ଟରେ ଦେବାକୁ ପଡ଼ିଲା ପୁରୁଷତ୍ୱର ପ୍ରମାଣ

ଭୋପାଳ,୫ା୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳଠାରେ ଏପରି ଏକ ମାମଲା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ବାସ୍ତବରେ କରୋନା ସମୟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଏକ ଦମ୍ପତି। ତେବେ ଯୁବକ ଜଣକ ତାଙ୍କ ସ୍ତ୍ରୀଙ୍କଠାରୁ ‘ସାମାଜିକ ଦୂରତା’ ବଜାୟ…

୧୦ରେ ନୂତନ ସଂସଦ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫ା୧୨: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ନୂତନ ସଂସଦ ଭବନ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ସଂସଦ ଗୃହର ଭିତ୍ତିପ୍ରସ୍ତର ସମାରୋହ ଡିସେମ୍ବର ୧୦ ଅପରାହ୍ନ ୧ଟାରେ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭାଜପା କାଉସିଲର ଗିରଫ

ନୂଆଦିଲ୍ଲୀ,୫।୧୨-ଗୋଟିଏ ଘର ତିଆରିକୁ ଅନୁମତି ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭାଜପା କାଉସିଲର ମନୋଜ ମାହାଲାୱତଙ୍କୁ ଶୁକ୍ରବାର ସିବିଆଇ ଗିରଫ କରିଛି। ଟଙ୍କା ନେଉଥିବା ବେଳେ ମନୋଜଙ୍କୁ ସିବିଆଇ ରେଡ ହ୍ୟାଣ୍ଡେଡ ଗିରଫ କରିଥିଲା।…

ଡିସେମ୍ବର ୧୦ରେ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ମୋଦି

ନୂଆଦିଲ୍ଲୀ,୫ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୦ରେ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ । ଏହି ସୂଚନା ଲୋକ ସଭା ଅଧ୍ୟକ୍ଷ ଓମ ବିରଲା ଶନିବାର ଦେଇଛନ୍ତି । ସାମାଚାର ଏଜେନ୍ସି ଏଏନ୍‌ଆଇକୁ ସୂଚନା ଦେଇ ବିରଲା କହିଛନ୍ତି…

ବସ୍‌ରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ପାଇଲେ ଏହି ଯୁବତୀ, ଆଉ ତା’ ପରେ…

ଭୋପାଳ,୫ା୧୨: ମଧ୍ୟପ୍ରଦେଶର ବୈତୁଲର ଜଣେ ଯୁବତୀ ଏମିତି ମହାନ କାର୍ଯ୍ୟ କରିଛନ୍ତି, ଯାହାକୁ ନେଇ ବିଭିନ୍ନ ମହଲରୁ ତାଙ୍କ ପ୍ରଶଂସାର ସୁଅ ଛୁଟୁଛି। ଜଣେ ଯୁବତୀ ବସ୍‌ରେ ଯିବା ସମୟରେ ଏକ ଟଙ୍କା ଭର୍ତ୍ତି ବ୍ୟାଗ୍‌ ପାଇଥିଲେ। ମାତ୍ର ଏହାକୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?