କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨ରେ ରହିଛି। ଇତିମଧ୍ୟରେ ପୃଥିବୀରେ କରୋନା...
ଲକ୍ଡାଉନ୍ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ...
ଜୁନ୍ ୩୦ ପର୍ଯ୍ୟନ୍ତ ବୁକ୍ କରାଯାଇଥିବା ସମସ୍ତ ଟିକେଟକୁ ବାତିଲ କଲା ଭାରତୀୟ ରେଲଓ୍ବେ
ନୂଆଦିଲ୍ଲୀ,୧୪।୫: ଜୁନ୍ ୩୦ ଅବା ଏହା ପୂର୍ବରୁ ଯେଉଁ ଯାତ୍ରୀମାନେ ଟ୍ରେନ୍ ଟିକେଟ ବୁକ୍ କରିଥିଲେ ସେମାନଙ୍କୁ ଲାଗିଛି ଝଟ୍କା। କାରଣ ଭାରତୀୟ ରେଲଓ୍ବେ ଜୁନ ୩୦ ପର୍ଯ୍ୟନ୍ତ ବୁକ୍ କରାଯାଇଥିବା ସମସ୍ତ ରିଜର୍ଭ ଟିକେଟକୁ ବାତିଲ କରିଦେବାକୁ ନିଷ୍ପତ୍ତି...
ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଉକ୍ତ କଏଦୀଙ୍କର ଆନ୍ତ୍ରିକ ସମସ୍ୟା ଥିବାରୁ ତାଙ୍କୁ ମେ’ ୧୦ରେ ଡିଡିୟୁ ହସ୍ପିଟାଲରେ...
କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍ ୨୬ଠାରୁ ପଡ଼ି ରହିଛି ମୃତଦେହ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା...
ଖାଇବା କମାଇଦେଲେଣି ଗ୍ରାମାଞ୍ଚଳର ୫୦% ପରିବାର
ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍ଡାଉନ ଯୋଗୁ ଗ୍ରାମାଞ୍ଚଳ ଜନସାଧାରଣ ଖାଇବା କମାଇଦେଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲକ୍ଡାଉନ ସମୟରେ ୧୨ଟି ରାଜ୍ୟରୁ ୫୦୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ପରିବାର ଉପରେ ଏକ ସର୍ଭେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଅଧା ପରିବାର...
ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇନ୍ଫରମେଶନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାଶନାଲ ଇନ୍ଫରମେଟିକ୍ସ ସେଣ୍ଟର(ଏନ୍ଆଇସି) ଏହାକୁ ବିକଶିତ...
୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ
ଚେନ୍ନାଇ,୧୪ା୫: କୋଭିଡ୍-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍ ୨ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସହରକୁ ସ୍ବତନ୍ତ୍ର ବିମାନ ସେବା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛି। ଫଳରେ...
୨୦୦୦ କେନ୍ଦ୍ରୀୟ ପୋଲିସ ମଗାଇଲା ମହାରାଷ୍ଟ୍ର
ମୁମ୍ବାଇ,୧୪ା୫: ମହାରାଷ୍ଟ୍ର ସରକାର ୨୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ (ସିଏପିଏଫ୍)ଯୋଗାଇଦେବା ଲାଗି କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ କହିଛନ୍ତି, କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୨ରୁ ରାଜ୍ୟରେ ଲକ୍ଡାଉନ କାର୍ଯ୍ୟକାରୀ ହୋଇଥିଲା। ଆଗକୁ ଇଦ୍...
କୋଟ, ଗାଉନ୍ ପିନ୍ଧିବେନି ଆଇନଜୀବୀ
ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର ନ ହେବା ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୁପ୍ରିମକୋର୍ଟର ଆଇନଜୀବୀମାନେ ଶୁଣାଣି ବେଳେ କୋଟ ଓ ଲମ୍ବା ଗାଉନ ନ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ସର୍ବୋଚ୍ଚ ଅଦାଲତ ପକ୍ଷରୁ ବୁଧବାର ସନ୍ଧ୍ୟାରେ...
କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା
ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍ଲିର ମିରାଜ୍ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ।...
ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ
ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍ଡାଉନ୍ ଭଳି କଟକଣା ଜାରି କରାଯାଇଛି। ଏଥିଯୋଗୁ ଆର୍ଥିକ ଗତିବଧି ଏକପ୍ରକାର ଠପ୍ ହୋଇଯାଇଥିବାରୁ ଅର୍ଥନୀତି ଉପରେ...
Archives


