୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ
ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍ଡାଉନ୍ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା...
ଆର୍ଥିକ ପ୍ୟାକେଜ ସମ୍ପର୍କରେ ଯାହା କୁହନ୍ତି …
-ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାକେଜ ବ୍ୟବସାୟ ବିଶେଷ କରି ଏମ୍ଏସ୍ଏମ୍ଇ ସେକ୍ଟର ସମ୍ମୁଖୀନ ହୋଇଥିବା ସମସ୍ୟା ଦୂର କରିବାରେ ସହାୟକ ହେବ। ଏହା ନଗଦ ବଢ଼ାଇବା ସହ ଉଦ୍ୟୋଗୀମାନଙ୍କୁ ସଶକ୍ତ...
ପୋଲିସକୁ ୫୦ହଜାର ଟଙ୍କା ଦାନ କଲେ ୩ବର୍ଷର ବାଳକ
ମୁମ୍ବାଇ,୧୩।୫: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାରଙ୍କୁ ସବୁ ବର୍ଗର ଲୋକେ ସହାୟତାର ହାତ ବଢ଼ାଉଛନ୍ତି। ଇତିମଧ୍ୟରେ ଜଣେ ୩ ବର୍ଷର ବାଳକ ନିଜେ ଆୟ କରିଥିବା ୫୦ହଜାର ଟଙ୍କାକୁ ମୁମ୍ବାଇ...
ଅର୍ଥମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଟୁଇଟ କଲେ ମୋଦି
ନୂଆଦିଲ୍ଲୀ,୧୩।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ଏକ ଖବରଦାତା ସମ୍ମିଳନୀରେ ୨୦ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟୁଇଟ କରିଛନ୍ତି। ଟୁଇଟରେ ମୋଦି ଉଲ୍ଲେଖ କରିଛନ୍ତି...
ବଢ଼ିଲା ଆୟକର ରିଟର୍ନ ଅବଧି: ବିଦ୍ୟୁତ ବିତରଣ କମ୍ପାନୀକୁ ୯୦ହଜାର କୋଟି ଟଙ୍କା ସହାୟତା
ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ମୁକାବିଲା କରୁଥିବା ଭାରତ ଅର୍ଥନୀତିକୁ ସୁଦୃଢ଼ ଏବଂ ଦେଶବାସୀଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଆତ୍ମନିର୍ଭର ଭାରତ ମିଶନ’ ଅଭିଯାନରେ ୨୦ଲକ୍ଷ କୋଟି ଟଙ୍କାର...
ଆଗ୍ରାର ଜେଲ ନୂଆ ହଟସ୍ପଟ: ମୃତ କଏଦୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ୧୦ କଏଦୀ କରୋନା ସଂକ୍ରମିତ
ଆଗ୍ରା,୧୩।୫: ରାଜସ୍ତାନ ଆଗ୍ରା ଜିଲାର ଏକ ଜେଲ୍ ଏବେ କରୋନା ଭାଇରସ୍ର ନୂଆ ହଟସ୍ପଟ ପାଲଟିଛି। ଆଗ୍ରାରେ ଥିବା ସେଣ୍ଟ୍ରାଲ୍ ଜେଲରେ ୧୦ ଜଣ କଏଦୀ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏହି ଖବର ପ୍ରଚାରିତ ହେବା ପରେ ସେଠାରେ...
୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍ଏସ୍ଏମ୍ଇ ସୁଧାର ପାଇଁ ୬ ପଦକ୍ଷେପ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି...
ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍ କ୍ୟାଣ୍ଟିନ୍ରେ ଜୁନ୍ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍ଡାଉନ୍ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆତ୍ମନିର୍ଭର ଅଭିଯାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଭାରତୀୟ ସ୍ବଦେଶ...
୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ସମ୍ପର୍କରେ ଅପରାହ୍ନ ୪ଟାରେ ସୂଚନା ଦେବେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି...
୨୪ ଘଣ୍ଟାରେ ୧୮୦୦ରୁ ଅଧିକ କରୋନା ସଂକ୍ରମିତ ହେଲେ ସୁସ୍ଥ
ନୂଆଦିଲ୍ଲୀ,୧୩।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଇତିମଧ୍ୟରେ ୭୪ ହଜାର ୨୮୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୨ ହଜାର ୪୧୫ ଛୁଇଁଛି। ବୁଧବାର ସୁଦ୍ଧା ୨୪...
ଚାଇନା ଛାଡୁଥିବା କମ୍ପାନୀଙ୍କ ନେଇ ମତ ରଖିଲେ ଅଭିଜିତ
ନୂଆଦିଲ୍ଲୀ,୧୩।୫: ଚାଇନା ଛାଡୁଥିବା କମ୍ପାନୀ ଭାରତ ଆସିଲେ ଏହାର ଲାଭ ଭାରତକୁ ହେବ କି ନାହିଁ ସେ ନେଇ ନିଶ୍ଚିତ ନୁହେଁ ବୋଲି ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ କହିଛନ୍ତି। କରୋନା ଯୋଗୁ ବର୍ତ୍ତମାନ ସ୍ଥିତି ବିଗିଡିଛି। ଏଭଳି...
ବିମାନ ଚଳାଚଳ କ୍ଷେତ୍ର ପାଇଁ ଆସିଲା ଏସ୍ଓପି
ନୂଆଦିଲ୍ଲୀ,୧୩।୫: ଲକ୍ଡାଉନ ପରେ ବିମାନ ଚଳାଚଳକୁ ସୁରକ୍ଷିତ କରିବା ଲାଗି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରାଯାଇଛି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜ୍ୟୁର(ଏସ୍ଓପି) ଜାରି କରାଯାଇଛି। ଏଥିରେ କଡ଼ାକଡ଼ି ଭାବେ...
Archives


