ବିମାନ ଚଳାଚଳ କ୍ଷେତ୍ର ପାଇଁ ଆସିଲା ଏସ୍ଓପି
ନୂଆଦିଲ୍ଲୀ,୧୩।୫: ଲକ୍ଡାଉନ ପରେ ବିମାନ ଚଳାଚଳକୁ ସୁରକ୍ଷିତ କରିବା ଲାଗି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରାଯାଇଛି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜ୍ୟୁର(ଏସ୍ଓପି) ଜାରି କରାଯାଇଛି। ଏଥିରେ କଡ଼ାକଡ଼ି ଭାବେ...
ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅରାଜି ଅଭିଭାବକ
ମୁମ୍ବାଇ, ୧୩।୫:: କରୋନା ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍ଡାଉନ ଜାରିରହିଛି। କଟକଣା ହଟିବା ପରେ ଜୁନ/ଜୁଲାଇ ସୁଦ୍ଧା ସ୍କୁଲ ଖୋଲିବା ପାଇଁ ସରକାର ଚିନ୍ତା କରୁଛନ୍ତି। ହେଲେ ସ୍କୁଲ ଖୋଲିବା ପରେ ଅଧିକାଂଶ ଅଭିଭାବକ ସେମାନଙ୍କ ପିଲାଙ୍କୁ ବିଦ୍ୟାଳୟ...
ଫାଇଦା ଉଠାଉଛନ୍ତି ଅନ୍ତର୍ଜାତୀୟ ଡ୍ରଗ୍ ମାଫିଆ
ନୂଆଦିଲ୍ଲୀ,୧୩ା୫(ଆଇଏଏନ୍ଏସ୍): ଅନ୍ତର୍ଜାତୀୟ ଡ୍ରଗ୍ ମାଫିଆମାନେ ନୋଭେଲ କରୋନା ଭାଇରସ୍ ସଙ୍କଟର ଫାଇଦା ଉଠାଇ ଅଧିକ ସକ୍ରିୟ ହୋଇଯାଇଛନ୍ତି ବୋଲି ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ସତର୍କ କରିଦେଇଛି। ଏନେଇ ସିବିଆଇ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ...
ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା
କୋଲକାତା,୧୩ା୫: ଦେଶରେ କୋଭିଡ୍-୧୯ ସଙ୍କଟରୁ ଖୁବ୍ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ମମତାଙ୍କ ମତରେ ମାର୍ଚ୍ଚ ୨୫ରେ ଲକ୍ଡାଉନ୍ ଜାରି ହେବା ପରଠୁ ଲୋକେ...
ଗୁରୁବାରଠାରୁ ଘରେ ପହଞ୍ଚିବ ମଦ
ମୁମ୍ବାଇ, ୧୩ା୫: ମହାମାରୀ କରୋନା ଭାଇରସ୍ ଯୋଗୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଛି। ଏହା ମଧ୍ୟରେ ମହାରାଷ୍ଟ୍ର ସରକାର ମଦ୍ୟପଙ୍କ ଲାଗି ମଦ ହୋମ୍ ଡେଲିଭରି କରିବା ପଦକ୍ଷେପ ଗ୍ରହଣ କରୁଛନ୍ତି। ଘରପାଖ ରିଟେଲ ଶପ୍ରୁ ଅନ୍ଲାଇନ୍ରେ ଯେକେହି ମଦ...
ସମ୍ବିତ୍ଙ୍କ ନାଁରେ ମାନହାନି ମାମଲା
କଲ୍ୟାଣ,୧୩ା୫: ଭାଜପା ମୁଖପାତ୍ର ସମ୍ବିତ୍ ପାତ୍ରଙ୍କ ବିରୋଧରେ ମହାରାଷ୍ଟ୍ରର ଜଣେ କଂଗ୍ରେସ ନେତା ମାନହାନି ମାମଲା ଦାଏର କରିଛନ୍ତି। ସମ୍ବିତ୍ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ରାଜୀବ ଗାନ୍ଧୀଙ୍କ ବିରୋଧରେ ଟୁଇଟର୍ରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା।...
ମନୋଜ ଆହୁଜା ସିବିଏସ୍ଇ ଅଧ୍ୟକ୍ଷ
ନୂଆଦିଲ୍ଲୀ, ୧୩ା୫: ୧୯୯୦ ଓଡ଼ିଶା କ୍ୟାଡର୍ର ଆଇଏଏସ୍ ଅଫିସର ମନୋଜ ଆହୁଜା ସିବିଏସ୍ଇ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପୂର୍ବରୁ ସେ ଲାଲ୍ ବାହାଦୁର ଶାସ୍ତ୍ରୀ ନ୍ୟାଶନାଲ ଏକାଡେମି ଅଫ୍ ଆଡ୍ମିନିଷ୍ଟ୍ରେଶନର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିଲେ। ସେହିଭଳି ତାଙ୍କ ସ୍ତ୍ରୀ...
‘ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରନ୍ତୁ ମୋଦି’
ନୂଆଦିଲ୍ଲୀ,୧୩ା୫ (ଆଇଏଏନ୍ଏସ୍): ଦେଶର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିୟମିତ ଭାବେ ଭେଟି ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ...
ସମୟ ପୂର୍ବରୁ ମିଳିପାରେ କରୋନା ଟିକା
ନୂଆଦିଲ୍ଲୀ,୧୩ା୫: ସାରା ବିଶ୍ୱରେ ପ୍ରାୟ ୨ ଲକ୍ଷ ୯୦ ହଜାର ଲୋକଙ୍କ ଜୀବନ ନେଇଥିବା ଏବଂ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସଂକ୍ରମିତ କରିଥିବା ମହାମାରୀ କରୋନା(କୋଭିଡ୍-୧୯) କବଳରୁ ମୁକ୍ତି ପାଇଁ ସବୁ ଦେଶ ଚାହୁଁଛନ୍ତି। ଏଥିପାଇଁ ସମସ୍ତେ ସଂଗ୍ରାମ...
ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍ଡାଉନ୍ ୪.୦
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍ଡାଉନ୍-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ନେଇ ସୂଚନା...
ଭାରତ ବିପଦକୁ ସୁଯୋଗ ଭାବେ ବଦଳାଇ ଦେଇଛି: ମୋଦି
ନୂଆଦିଲ୍ଲୀ,୧୨।୫: ବିଶ୍ୱବାସୀଙ୍କ କରୋନା ମୁକାବିଲାକୁ ୪ ମାସ ବିତିଲାଣି। ଗୋଟିଏ ଭୂତାଣୁ ବିଶ୍ୱକୁ ହଲାଇଦେଇଛି। ବିଶ୍ୱର କୋଟି କୋଟି ଜୀବନ ସଙ୍କଟ ଦେଇ ଗତି କରୁଛି। ଭାରତର ଅନେକ ପରିବାର ପରିଜନଙ୍କୁ ହରାଇଛନ୍ତି। ସମସ୍ତଙ୍କୁ ସମବେଦନା ଜଣାଉଛି। ବିଶ୍ୱ ଜୀବନ...
ଆତ୍ମନିର୍ଭରଶୀଳ ହେବ ଭାରତ: ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହା ଆତ୍ମନିର୍ଭର ଭାରତକୁ ଶକ୍ତି...
Archives


