ଜାତୀୟ

ଶୋ’ରୁମ୍‌ରେ ପଶି ଗୁଳି କଲେ ଅପରାଧୀ: ସିସିଟିଭି ଫୁଟେଜ୍‌ ଭାଇରାଲ…

ଚଣ୍ଡିଗଡ଼, ୩୦।୮: ଅପରାଧୀ ଏବେ ଆଉ ଆଇନ ବ୍ୟବସ୍ଥାକୁ ଭ୍ରୁକ୍ଷେପ କରୁ ନାହାଁନ୍ତି। ହରିୟାଣାରେ ଘଟିଥିବା ଏକ ହତ୍ୟା ଘଟଣା ଏହାର ଉଦାହରଣ ପାଲଟିଛି। ସ୍ଥାନୀୟ ଯମୁନାନଗରର ଓ୍ବାର୍କଶପ୍‌ ରୋଡ୍‌ରେ ଶୋ’ରୁମ୍‌ରେ ବସିଥିବା ଜଣେ ବ୍ୟବସାୟୀଙ୍କୁ ଦୁଇଜଣ ଅପରାଧୀ ଗୁଳି କରି…

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆକ୍ରମଣ: ଜଣେ ଯବାନ ଶହୀଦ୍‌, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୩୦।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଜାରି ରହିଛି। ଶନିବାର ବିଳମ୍ବିତ ରାତ୍ରରେ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗର…

କରୋନା ରୋଗୀଙ୍କ ଫୁସ୍‌ଫୁସ୍‌ ପ୍ରତିରୋପଣ

ଚେନ୍ନାଇ, ୩୦ା୮: ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଜଣେ ୪୮ ବର୍ଷୀୟ କରୋନା ରୋଗୀଙ୍କ ଫୁସ୍‌ଫୁସ୍‌କୁ ସଫଳତାର ସହ ପ୍ରତିରୋପଣ କରାଯାଇଛି। ଉକ୍ତ ରୋଗୀଙ୍କ ଫୁସ୍‌ଫୁସ୍‌ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିଲା। ଜଣେ କରୋନା ରୋଗୀଙ୍କ ଫୁସ୍‌ଫୁସ୍‌ ପ୍ରତିରୋପଣ କରାଯିବା ଏସିଆରେ…

ସୋମବାର ଦଣ୍ଡ ଶୁଣାଣି

ନୂଆଦିଲ୍ଲୀ, ୩୦ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ହୋଇଥିବା ଅଦାଲତ ଅବମାନନା ମାମଲାରେ ସୁପ୍ରିମକୋର୍ଟ ପକ୍ଷରୁ ସୋମବାର ଦଣ୍ଡବିଧାନ କରାଯିବ। ଭୂଷଣ ଟୁଇଟ କରି ପ୍ରଧାନବିଚାରପତି ଏସ୍‌.ଏ. ବୋବ୍‌ଡେ ଓ ନ୍ୟାୟପାଳିକା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଗତ ମଙ୍ଗଳବାର ଶୁଣାଣି…

ସ୍କୁଲ ନ ଖୋଲିବା ଯାଏ ଦେୟ ଆଦାୟ କରାଯାଇପାରିବ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ, ୩୦।୮(ପି.ଟି.): କରୋନା ମହାମାରୀ କାରଣରୁ ଶିକ୍ଷାନୁଷ୍ଠାନଗୁଡ଼ିକ ଦୀର୍ଘଦିନ ହେଲା ବନ୍ଦ ରହିଛି। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ପିଲାମାନଙ୍କ ଅଭିଭାବକଙ୍କଠାରୁ ବାର୍ଷିକ ଦେୟ କିମ୍ବା ଉନ୍ନୟନ ଅର୍ଥ ଆଦାୟ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏକ ଘରୋଇ…

ଡୋକ୍‌ଲାମ ନିକଟରେ ଚାଇନାର କ୍ଷେପଣାସ୍ତ୍ର ଘାଟି

ନୂଆଦିଲ୍ଲୀ, ୩୦।୮: ଡୋକଲାମ ନିକଟରେ ଚାଇନା ଦୁଇଟି ଏୟାର ଡିଫେନ୍ସ ପୋଜିଶନ୍‌ର ବିକାଶ କରୁଛି। ଏହା ଡୋକ୍‌ଲାମ ସମେତ ସିକ୍କିମ୍‌ର ନାକୁ ଲାକୁ ଟାର୍ଗେଟ କରିପାରିବ। ଉପଗ୍ରହ ଚିତ୍ରରୁ ଏହି ସୂଚନା ମିଳିଛି। ୨୦୧୭ରେ ଡୋକ୍‌ଲାମରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ…

ଏକକ ଭୋଟର ତାଲିକା ପାଇଁ କେନ୍ଦ୍ରର ବିଚାର

ନୂଆଦିଲ୍ଲୀ, ୩୦।୮(ପି.ଟି.): ଲୋକ ସଭା, ରାଜ୍ୟ ବିଧାନସଭା ଏବଂ ମ୍ୟୁନିସିପାଲିଟି ତଥା ପଞ୍ଚାୟତ ନିର୍ବାଚନ ପାଇଁ ଗୋଟିଏ ଭୋଟର ତାଲିକା ପ୍ରଚଳନର ସମ୍ଭାବ୍ୟତାକୁ ନେଇ ସରକାର ବିଚାର ବିମର୍ଶ ଚଳାଇଛନ୍ତି। ଏହାଦ୍ୱାରା ପାତରଅନ୍ତର ଦୂର ହେବା ସହ ଭୋଟର ତାଲିକାରେ ସମାନତା…

ଫେସ୍‌ବୁକ୍‌କୁ ନେଇ ବଢୁଛି ବିବାଦ

ନୂଆଦିଲ୍ଲୀ, ୩୦।୮: ଭାଜପା ନେତାମାନଙ୍କ ଘୃଣା ଉଦ୍ରେକକାରୀ ଭାଷଣକୁ ରୋକିବାରେ ଫେସ୍‌ବୁକ୍‌ ଇଣ୍ଡିଆର ପାତରଅନ୍ତର ନୀତି ବିରୋଧରେ ଉକ୍ତ ସଂସ୍ଥା କ’ଣ ପଦକ୍ଷେପ ନେଇଛି, ତାହା ଜଣାଇବା ପାଇଁ କଂଗ୍ରେସ ସାଧାରଣ ସମ୍ପଦକ କେ.ସି. ବେଣୁଗୋପାଳ ଏହାର ମୁଖ୍ୟ ମାର୍କ ଜୁକରବର୍ଗଙ୍କ…

ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ ମନା

ନୂଆଦିଲ୍ଲୀ, ୩୦।୮: ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ବା ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ୍‌ ଘୋଷଣା କରିପାରିବେ ନାହିଁ। ତେବେ ଆବଦ୍ଧାଞ୍ଚଳରେ ଲକ୍‌ଡାଉନ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ କଡ଼ାକଡ଼ି ଲାଗୁ ହେବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

ଅନ୍‌ଲକ୍‌ ୪ରେ ମେଟ୍ରୋ ରେଳସେବାକୁ ଅନୁମତି

ନୂଆଦିଲ୍ଲୀ, ୨୯।୮-ସେପ୍ଟେମ୍ବର ପହିଲାରୁ ଦେଶରେ ଅନ୍‌ଲକ୍‌ ୪ ଆରମ୍ଭ ହେଉଥିଲାବେଳେ ଏଥିପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ମାର୍ଗଦର୍ଶିକା ଜାରି ହୋଇଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ସେପ୍ଟେମ୍ବର ୭ରୁ ପର୍ଯ୍ୟାୟକ୍ରମେ ମେଟ୍ରୋ ରେଳସେବା ଆରମ୍ଭ ହେବ। ଏଥିପାଇଁ ଖୁବ୍‌ଶୀଘ୍ର ଗୃହନିର୍ମାଣ ଓ…

ପାଟ୍ରୋଲିଂ ବେଳେ ଭାରତ-ପାକିସ୍ତାନ ସୀମାରୁ ଠାବ ହେଲା ସୁଡଙ୍ଗ

ଜମ୍ମୁ,୨୯।୮-ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରୁ ଠାବ ହୋଇଛି ଏକ ସୁଡଙ୍ଗ। ଜମ୍ମୁର ସାମ୍ବା ସେକ୍ଟର ନିକଟରୁ ଏହି ସୁଡଙ୍ଗକୁ ବିଏସଏଫ ଯବାନମାନେ ଠାବ କରିଛନ୍ତି। ପାଟ୍ରୋଲିଂ ଚାଲିଥିବାବେଳେ ଯୁବାନମାନେ ସୀମାଠାରୁ ମାତ୍ର ୫୦ ମିଟର ଦୂରରେ ଏହାକୁ ଠାବ କରିଥିବା ଶନିବାର ବିଏସଏଫ…

ପେଟ ପାଇଁ ବିପଦରେ ଜୀବନ, ଏମିତି ସଂଘର୍ଷ କରୁଛନ୍ତି ଲୋକେ

ଭୋପାଳ,୨୯ା୮: ଲକ୍‌ଡାଉନ୍‌ ପରେ ବର୍ଷା ଏବଂ ବନ୍ୟା ଯୋଗୁ ଲୋକଙ୍କ ଜୀବନ ଜୀବିକା ବେଶ୍‌ ପ୍ରଭାବିତ ହୋଇଛି। ଗତ ୩୬ ଘଣ୍ଟା ଧରି ମଧ୍ୟପ୍ରଦେଶର ବାଲାଘାଟରେ ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଆର୍ଥିକ ସଙ୍କଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri