ଗ୍ରାମାଞ୍ଚଳକୁ ସଂକ୍ରମଣ ମୁକ୍ତ ରଖିବା ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୨ା୫(ପି.ଟି.): କରୋନା ମହାମାରୀର ମୁକାବିଲା ଲାଗି ଆଗକୁ ସନ୍ତୁଳିତ ରଣନୀତି ପ୍ରସ୍ତୁତ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନାବେଳେ କହିଛନ୍ତି। ଦେଶପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେଲା...
ଯାନ୍ତ୍ରିକ ତ୍ରୁଟି ଯୋଗୁ ସନ୍ଧ୍ୟା ୬ଟାରେ ବି ହୋଇପାରିଲାନି ଟ୍ରେନ୍ ଟିକେଟ ବୁକିଂ
ନୂଆଦିଲ୍ଲୀ,୧୧।୫: ପ୍ରାୟ ୪୮ ଦିନ ପରେ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍ ସେବା ମେ ୧୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ମେ ୧୧ରେ ଅପରାହ୍ନ ୪ଟାରୁ ଟିକେଟ ବୁକିଂ ଆରମ୍ଭ ହେବାର ଥିଲା। କିନ୍ତୁ ଯାନ୍ତ୍ରିକ ତ୍ରୁଟି ଯୋଗୁ...
୩୬୫ ଦିନ ଲକ୍ଡାଉନରେ ରୁହେ ଏହି ଗାଁ
ନଦୀୟା ,୧୧।୫: ଆଧୁନିକ ଯୁଗରେ ରହି ମଧ୍ୟ ଏଭଳି ଏକ ଗାଁ ଅଛି ଯେଉଁଠାରେ ବର୍ଷସାରା ଲକ୍ଡାଉନ ରହିଥାଏ। ଡରି ଡରି ରହୁଥିବା ଲୋକମାନେ ଘରୁ ଭୟରେ ବାହାରନ୍ତି ନାହିଁ। ଏଭଳିି ଘଟଣା ଦେଖିବାକୁ ମିଳିଛି ପଶ୍ଚିମବଙ୍ଗ ନଦୀୟା ଜିଲାର...
ସାମାଜିକ ଦୂରତା ହ୍ରାସ ପାଇଲେ ବଢ଼ିବ ସଙ୍କଟ: ମୋଦି
ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ଭାଇରସ୍ ମହାମାରୀ ସଙ୍କଟ ଜାରି ରହିଛି। ଦିନକୁ ଦିନ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପ୍ରସଙ୍ଗରେ ସୋମବାର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ...
ଅପରାହ୍ନ ୪ଟାରେ ହୋଇପାରିଲା ନାହିଁ ଟ୍ରେନ୍ ଟିକେଟ ବୁକିଂ
ନୂଆଦିଲ୍ଲୀ,୧୧।୫: ଲକ୍ଡାଉନ ଯୋଗୁ ଫସି ରହିଥିବା ଯାତ୍ରୀଙ୍କ ପାଇଁ ମଙ୍ଗଳବାରଠାରୁ ଟ୍ରେନ୍ ସେବା ଆରମ୍ଭ ହୋଇଥିବା ବେଳେ ସୋମବାର ଅପରାହ୍ନ ୪ଟାରୁ ଟିକେଟ ବୁକିଂ କରାଯିବାର ଥିଲା। ହେଲେ ସିଷ୍ଟମରେ ଡାଟା ଅପଲୋଡ ନ ହୋଇଥିବାରୁ ସନ୍ଧ୍ୟା ୬ଟାରେ ଟିକେଟ...
ସବୁ ଯାତ୍ରୀଙ୍କୁ ଆରୋଗ୍ୟ ସେତୁ ଆପ୍ ବ୍ୟବହାର କରିବାକୁ କହିଲା ରେଳ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୧।୫: ଲକ୍ଡାଉନ ସତ୍ତ୍ୱେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ମଙ୍ଗଳବାରଠାରୁ ଟ୍ରେନ୍ ଚଳାଚଳ ଆରମ୍ଭ କରାଯାଇଛି। ଏହି ସମୟରେ ସମସ୍ତ ଯାତ୍ରୀ ‘ଆରୋଗ୍ୟ ସେତୁ’ ଆପ ବ୍ୟବହାର କରିବାକୁ ଉପଦେଶ ଦେଇଛି ରେଳ ମନ୍ତ୍ରଣାଳୟ।...
ଜୋତା ଦାନକରି ଜନତାଙ୍କ ହୃଦୟ ଜିତିଲା ଇନ୍ଦୋର ପୋଲିସ
ଇନ୍ଦୋର,୧୧।୫: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଦିନକୁ ଦିନ ନୂଆ ସମସ୍ୟାମାନ ମଧ୍ୟ ମୁଣ୍ଡ ଟେକୁଛି। କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ଏବେ ନିଜ ରାଜ୍ୟଛାଡି ବାହାର...
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ: ମାସ୍କ ପିନ୍ଧିବା ଜରୁରୀ
ନୂଆଦିଲ୍ଲୀ,୧୧।୫: ଲକ୍ ଡାଉନରେ ଫସି ରହିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ସ୍ବତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା କରିଛନ୍ତି। ମେ’ ୧୨ ଅର୍ଥାତ୍ ମଙ୍ଗଳବାରଠାରୁ ୧୫ଟି ଟ୍ରେନ୍ ଦିଲ୍ଲୀରୁ ଯାତ୍ରା ଆରମ୍ଭ କରିବ। ଏଥିପାଇଁ ସୋମବାର ସାରୁ ଟିକେଟ ବୁକିଂ...
ମେ ୧୫ରେ ଖୋଲିବ ବଦ୍ରିନାଥ ମନ୍ଦିର: ୨୭ ଜଣଙ୍କୁ ପ୍ରବେଶ ଅନୁମତି
ଚାମୋଲି,୧୧।୫: ଉତ୍ତରାଖଣ୍ଡରେ ଥିବା ପ୍ରଭୁ ବଦ୍ରିନାଥଙ୍କ ମନ୍ଦିର ମେ ୧୫ରେ ଖୋଲିବ। ତେବେ ମନ୍ଦିରରେ ପ୍ରବେଶ ପାଇଁ କେବଳ ୨୭ଜଣଙ୍କୁ ଅନୁମତି ମିଳିବ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରେ ମନ୍ଦିରର ମୁଖ୍ୟ ପୂଜକ ମଧ୍ୟ ରହିବେ।...
କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ପିଗି ବ୍ୟାଙ୍କ ଦାନ କଲେ ଦୁଇ ଶିଶୁ
ଲକ୍ଷ୍ନୌ,୧୧।୫: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ବହୁ ଲୋକ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଦାନ ଜାରି ରଖିଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶ ଗୋଣ୍ଡା ଅଞ୍ଚଳର ଦୁଇ ଶିଶୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ...
ସିକିମ୍-ଲାକ୍ଷାଦ୍ୱୀପରେ ଏପର୍ଯ୍ୟନ୍ତ ହୋଇନି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୧।୫: ଭାରତରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। ପ୍ରତିଦିନ ନୂଆ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସିକିମ୍ ଏବଂ ଲାକ୍ଷାଦ୍ୱୀପରେ ବର୍ତ୍ତମାନ ସୁଦ୍ଧା କୌଣସି କରୋନା ପଜିଟିଭ୍ ଚିହ୍ନଟ ହୋଇ ନାହାଁନ୍ତି। କରୋନା ସଂକ୍ରମଣକୁ...
ତେଲଙ୍ଗାନାରେ ୪ ଦିନରେ ୬୦୦ କୋଟିର ମଦ ବିକ୍ରି
ହାଇଦ୍ରାବାଦ,୧୧।୫: ତେଲଙ୍ଗାନାରେ ମାତ୍ର ୪ ଦିନରେ ୬୦୦ କୋଟି ଟଙ୍କାର ମଦ ବିକ୍ରି ହୋଇଛି। ଏହାଯୋଗୁ ରାଜ୍ୟ ଏକ ରେକର୍ଡ କରିଛି। ଲକ୍ଡାଉନ୍ ସମୟରେ ରାଜ୍ୟର ରାଜସ୍ବ କ୍ଷତିକୁ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ...
Archives


