ଲାଲଜୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି: ଉତ୍ତପ୍ରଦେଶରେ ୩ଦିନ ଯାଏଁ ପାଳନ ହେବ ରାଷ୍ଟ୍ରୀୟ ଶୋକ
ଭୋପାଳ,୨୧।୭: ମଧ୍ୟପ୍ରଦେଶ ରାଜ୍ୟପାଳ ତଥା ଭାଜପାର ବରିଷ୍ଠ ନେତା ଲାଲଜୀ ଟଣ୍ଡନଙ୍କ ଦେହାନ୍ତ ହୋଇଛି। ମଙ୍ଗଳବାର ସକାଳେ ଏନେଇ ତାଙ୍କ ପୁଅ ଆଶୁତୋଷ ଟଣ୍ଡନ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ନିଧନ ଖବର ଶୁଣି ବଡ଼ ବଡ଼ ନେତା ତାଙ୍କୁ…
୪୮ କିଲୋ ଗୋବର କିଣିଲେ ମୁଖ୍ୟମନ୍ତ୍ରୀ
ରାୟପୁର, ୨୧।୭: ଛତିଶଗଡ଼ ସରକାରଙ୍କ ପକ୍ଷରୁ ଗୋଧନ ନ୍ୟାୟ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନା ଦ୍ୱାରା ଚାଷୀଙ୍କ ବିକାଶ ସମ୍ଭବ ହୋଇପାରିବ l ଯୋଜନା ଅନୁସାରେ ଚାଷୀଙ୍କଠାରୁ ସରକାର କିଲୋ ପିଛା ୨ ଟଙ୍କା ଦାମରେ ଗୋବର କିଣିବେ। ଏହି…
କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ଅଗରତାଲା,୨୧।୭: ପଞ୍ଜାବୀ ଓ ଜାଟ୍ ସମ୍ପ୍ରଦାୟଙ୍କୁ ନେଇ ଏବ ବିବାଦୀୟ ଟିପ୍ପଣୀ ଦେଇଥିଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ। ଏବେ ଏହାକୁ ନେଇ ସେ କ୍ଷମା ମାଗିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଅଗରତାଲା ପ୍ରେସ୍ କ୍ଲବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଁ ପଞ୍ଜାବୀ…
କରୋନା ସଂକ୍ରମଣରୁ ରକ୍ଷା କରିବନି ଏନ୍ ୯୫ ମାସ୍କ
ନୂଆଦିଲ୍ଲୀ,୨୧।୭: କରୋନା ଭାଇରସ ସଂକ୍ରମଣ ପରେ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଶେଷ ଭାବେ ଏନ୍ ୯୫ ମାସ୍କ ପିନ୍ଧିବା ଭଲ ବୋଲି କୁହାଯାଇଥିଲା। କିନ୍ତୁ ଏବେ ଏନ୍ ୯୫ ମାସ୍କକୁ ନେଇ ଏମିତି ଖବର ଆସିଛି ଯାହାକୁ ଶୁଣିବା…
ଜେଲରେ ଆତ୍ମହତ୍ୟା ଉଦ୍ୟମ କଲେ ନଳିିନୀ
ଭେଲୋର, ୨୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷର ସାବ୍ୟସ୍ତ ହୋଇ ଜେଲରେ ଥିବା ନଳିନୀ ଶ୍ରୀହରନ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲରେ ଥିବା ଅନ୍ୟ କଏଦୀଙ୍କ ସହିତ ଝଗଡ଼ା କରି ସେ ଏଭଳି କରିଥିବା କୁହାଯାଉଛି। ସେ…
ପିପିଇ କିଟ୍ ପିନ୍ଧି ବୁଢ଼ୀମାଙ୍କୁ ମୁଖାଗ୍ନି ଦେଲେ ନାତି
କୋଦାଡ଼, ୨୧।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। କେତେକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ନେବାକୁ ଲୋକେ ଆସୁ ନ ଥିବା ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ ନାତି…
ମାସ୍କ୍ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା
ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁ ନ ଥିବାରୁ ଜରିମାନା ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ଏନେଇ…
ସୁରକ୍ଷିତ ରହିବେ ଯବାନ: ଟି-୯୦ ଟ୍ୟାଙ୍କ ପାଇଁ କିଣାହେବ ନୂଆ ସରଞ୍ଜାମ
ନୂଆଦିଲ୍ଲୀ, ୨୧।୭: ଭାରତୀୟ ଯବାନଙ୍କ ସୁରକ୍ଷା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ସେନା ବ୍ୟବହାର କରୁଥିବା ଟ୍ୟାଙ୍କରେ ନୂତନ ବିକଶିତ ସରଞ୍ଜାବ ଲଗାଯିବ। ଏହା ଅର୍ନ୍ତଗତ ଟି-୯୦ ଟ୍ୟାଙ୍କ ଲାଗି ୧,୫୧୨ଟି ମାଇନ୍ ପ୍ଲାଓ କିଣାଯିବ।…
ଭାଜପାରେ ମିଶିବା ପାଇଁ ଟଙ୍କା ଯାଚିଥିଲେ ପାଇଲଟ
ଜୟପୁର,୨୧ା୭(ପି.ଟି.): ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେବା ପାଇଁ ବିଦ୍ରୋହୀ ନେତା ସଚିନ ପାଇଲଟ ତାଙ୍କୁ ଟଙ୍କା ଯାଚିଥିଲେ ବୋଲି ରାଜସ୍ଥାନର କଂଗ୍ରେସ ବିଧାୟକ ଗିରିରାଜ ସିଂ ମାଲିଙ୍ଗା ଅଭିଯୋଗ କରିଛନ୍ତି। ସେ ଭାଜପାରେ ଯୋଗଦେବାକୁ ମନା କରିଦେଇଥିଲେ। କଂଗ୍ରେସ…
‘ଦୁବେଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା’
ନୂଆଦିଲ୍ଲୀ,୨୧।୭(ପି.ଟି.): ବିକାଶ ଦୁବେଙ୍କ ଭଳି ଗ୍ୟାଙ୍ଗ୍ଷ୍ଟରଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗ୍ୟାଙ୍ଗଷ୍ଟର ଏନ୍କାଉଣ୍ଟର ଘଟଣାର ତଦନ୍ତ ପାଇଁ ଗଠିତ କମିଟିରେ ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତି ଏବଂ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ନେବା…
ଭାରତ-ଆମେରିକା ମିଳିତ ସମରାଭ୍ୟାସ
ନୂଆଦିଲ୍ଲୀ,୨୧।୭: ପୂର୍ବ ଲଦାଖରେ ଚାଇନାର ବିସ୍ତାରବାଦୀ ଆଭିମୁଖ୍ୟ ଓ ସେଠାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତ ପ୍ରସ୍ତୁତିକୁ ଜୋର୍ଦାର କରିଛି। ଜୁଲାଇ ୨୯ରେ ବାୟୁସେନାରେ ୫ଟି ରାଫାଲ ଜେଟ୍ ସାମିଲ କରାଯିବ ବୋଲି ଜଣାପଡ଼ିଛି। ସେନା ଅଧିକାରୀସ୍ତରୀୟ…
ଦେଶର ପ୍ରଥମ ଘଟଣା,ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଗଲା
ରାଞ୍ଚି,୨୧।୭: କରୋନା ଯୋଗୁ ଝାଡଖଣ୍ଡର ଏକ ପରିବାର ଛାରଖାର ହୋଇଯାଇଛି। କରୋନା ସଂକ୍ରମଣ ହୋଇ ପରିବାରର ଜଣେ ପରେ ଜଣେ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଯାଇଛି। ମୃତ ମହିଳାଙ୍କ ଷଷ୍ଠ ପୁଅ ଏବେ…
Archives


