ଜାତୀୟ

ମୁମ୍ବାଇରେ ହାଇ ପ୍ରୋଫାଇଲ ସେକ୍ସ ର଼୍ୟାକେଟ: ହୋଟେଲରୁ ୩ ଅଭିନେତ୍ରୀ ଗିରଫ

ମୁମ୍ବାଇ, ୨୪।୧୦: ମୁମ୍ବାଇ ଉପନଗର ଗୋରେଗାଓଁର ଏକ ୫ଷ୍ଟାର ହୋଟେଲରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌। ବିଶେଷ ସୂତ୍ରରୁ ଖବର ପାଇ ଶୁକ୍ରବାର ରାତିରେ ପୋଲିସ ଉକ୍ତ ହୋଟେଲ ଉପରେ ଚଢ଼ାଉ କରି ଜଣେ ବଲିଉଡ୍‌ ଅଭିନେତ୍ରୀଙ୍କ ସମେତ ୩ ଜଣଙ୍କୁ ଗିରଫ…

ବିହାରରେ ମାଗଣା କରୋନା ଭ୍ୟାକ୍ସିନକୁ ନେଇ ଶିବସେନା କହିଲା ବାକି ରାଜ୍ୟ କ’ଣ ପାକିସ୍ତାନରେ

ମୁମ୍ବାଇ,୨୪ ।୧୦: ବିହାର ବିଧାନସଭା ନିର୍ବାଚନ ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା) ଭୋଟରଙ୍କୁ ଆକର୍ଷିତ କରିବାକୁ କହିଛି କରୋନା ଟିକା ଆସିଯିବା ପରେ ସମ୍ପୂର୍ଣ୍ଣ ରାଜ୍ୟରେ ଲୋକଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦିଆଯିବ । ଏବେ ଏହାକୁ ନେଇ ରାଜ୍ୟରେ…

ମିଲିଟାରୀ କ୍ୟାଣ୍ଟିନ୍‌ରେ ମିଳିବନି ଚାଇନା ସାମଗ୍ରୀ

ନୂଆଦିଲ୍ଲୀ, ୨୪।୧୦: ଏବେ ଆଉ ମିଲିଟାରୀ କ୍ୟାଣ୍ଟିନ୍‌ରେ ଚାଇନା ସାମଗ୍ରୀ ମିଳିବନି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଥିବା ୩ ହଜାର ୫୦୦ରୁ ଅଧିକ ମିଲିଟାରୀ କ୍ୟାଣ୍ଟିନ୍‌ରେ ଏହି ଆଇନ୍‌ ଲାଗୁ ହେବ। ଆତ୍ମନିର୍ଭର ଭାରତ…

୬ ରାଜ୍ୟରେ ମିଳିବ ମାଗଣା କରୋନା ଟିକା: ସରକାରଙ୍କ ପ୍ରତିଶ୍ରୁତି !

ନୂଆଦିଲ୍ଲୀ, ୨୪।୧୦: ଭାରତର ୬ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା କରୋନା ଟିକା ଦିଆଯିବା ସମ୍ପର୍କରେ ଘୋଷଣା କରାଯାଇଛି। ସେସବୁ ରାଜ୍ୟ ମଧ୍ୟରେ ବିହାର, ମଧ୍ୟପ୍ରଦେଶ, ଆସାମ, ତେଲଙ୍ଗାନା, କର୍ନାଟକ ଏବଂ ତାମିଲନାଡୁ ଆଦି ରାଜ୍ୟ ରହିଛି। ଟିକା ଏପର୍ଯ୍ୟନ୍ତ ମିଳି…

ଧରା ପଡ଼ିଲା ଚାଇନାର ଚାଲାକି: କରୁଥିଲା ମିଛ ଯୁଦ୍ଧାଭ୍ୟାସ

ବେଜିଂ, ୨୪।୧୦: ଏଲ୍‌ଏସିରେ ଯୁଦ୍ଧଭ୍ୟାସ କରୁଥିବାର ଭିଡ଼ିଓ ଚାଇନା ଟେଲିଭିଜନରେ ପ୍ରସାରିତ ହୋଇଥିଲା। ତେବେ ଏହା ମିଛ ବୋଲି ଏବେ ଜଣାପଡ଼ିଛି। ଚାଇନା ଚାଲାକି କରି କେବଳ ସୈନ୍ୟଙ୍କ ଫଟୋ ଉଠାଇ ଯୁଦ୍ଧାଭ୍ୟାସର ଭିଡ଼ିଓ ପ୍ରସ୍ତୁତ କରିଥିଲା। ଚାଇନାର ସରକାରୀ ଚ୍ୟାନେଲ…

ଆଇଏସ୍‌ଆଇ ଗୁପ୍ତଚର ଗିରଫ: ଯୋଗାଉଥିଲେ ଗୁପ୍ତ ତଥ୍ୟ

ବାଡମେର, ୨୪।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ଗୁପ୍ତଚରୀ କରୁଥିବା ଜଣେ ୩୫ ବର୍ଷ ବୟସ୍କ ଯୁବକଙ୍କୁ ରାଜସ୍ଥାନ ବାଡମେରରୁ ଏଟିଏସ୍‌ ଏବଂ ସିଆଇଡିବିଆଇ ଟିମ ପକ୍ଷରୁ ଗିରଫ କରାଯାଇଛି। ତାଙ୍କ ନାମ ଶୋହନ ଲାଲ୍‌ ବୋଲି ଏଟିଏସ୍‌ ପକ୍ଷରୁ…

ଗୁଜରାଟରେ ତିନୋଟି ପରିଯୋଜନାର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ଯୋଗେ ଗୁଜରାଟରେ ୩ଟି ପରିଯୋଜନାର ଉଦ୍‌ଘାଟନ କରିଛନ୍ତି । ମୋଦି ଗୁଜରାଟର କୃଷକମାନଙ୍କ ପାଇଁ କିଷାନ ସୂର୍ଯ୍ୟୋଦୟ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିରେ କୃଷକମାନଙ୍କୁ ଦିନ ସମୟରେ ବିଜୁଳି…

ଭରଣପୋଷଣ ପାଇଁ ସ୍ବାମୀଙ୍କୁ ସ୍ତ୍ରୀ ଦେବେ ଟଙ୍କା

ଲକ୍ଷ୍ନୌ, ୨୪।୧୦: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ପରିବାର କୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ସ୍ତ୍ରୀ ସ୍ବାମୀଙ୍କୁ ଭରଣପୋଷଣ ପାଇଁ ଟଙ୍କା ଦେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ଏକ ଭିନ୍ନ ମାମଲା। ଖତୌଲି ତହସିଲ ଅଞ୍ଚଳରେ ରହୁଥିବା କିଶୋର…

ଏଲ୍‌ଓସିରେ ପାକିସ୍ତାନୀ କ୍ୱାଡ଼କୋପ୍ଟର: ଗୁଳି କରି ଖସାଇଲେ ଭାରତୀୟ ଯବାନ

ଶ୍ରୀନଗର, ୨୪।୧୦: ଏଲ୍‌ଓସିରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରାଯାଉଛି। ଏଭଳି ସ୍ଥିତିରେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ସୀମାରେ ଆତଙ୍କାବାଦୀ ନିକଟରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା ପାଇଁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ କ୍ୱାଡ଼କୋପ୍ଟରର…

ରାହୁଲଙ୍କୁ ଟାର୍ଗେଟ କଲେ ଜାଭେଡକର

ନୂଆଦିଲ୍ଲୀ,୨୪ ।୧୦: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସ ଶାସିତ ରାଜ୍ୟରେ ହେଉଥିବା ବଳାତ୍କାର ଘଟଣାକୁ ନେଇ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି କଂଗ୍ରେସ ନେତା ନିଜ ଦଳ ଦ୍ୱାରା ଶାସିତ…

ଆର୍‌ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି

ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ ତେଜସ୍ବୀ ଯାଦବ, ମନୋଜ ଝାଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ସଦସ୍ୟଙ୍କ ଉପସ୍ଥିତିରେ ଘୋଷଣା…

ପିଆଜ ଦର ବୃଦ୍ଧି କେନ୍ଦ୍ର କୃଷି ନିୟମର ପ୍ରଥମ ପ୍ରଭାବ: କେରଳ ସରକାର

ଥିରୁଭାନନ୍ତପୁରମ,୨୪ ।୧୦: ସାରା ଦେଶରେ ପିଆଜର ଦର ଏବେ ଅହେତୁକ ଭାବେ ବଢି ଚାଲିଛି । ଏହାକୁ ନେଇ କେରଳର କୃଷି ମନ୍ତ୍ରୀ ଭିଏସ୍ ସୁନିଲ କୁମାର କହିଛନ୍ତି କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ମଞ୍ଜୁରୀ ପାଇଥିବା କୃଷି ନିୟମର ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri