ଜାତୀୟ

ବଲିଉଡ୍‌ରେ ଶୋକ: ପରପାରିରେ ନିର୍ଦ୍ଦେଶକ ରଜତ

ମୁମ୍ବାଇ,୧୯।୭: ବଲିଉଡ୍‌ ଦୁନିଆକୁ ଲାଗିଛି ଆଉ ଏକ ଧକ୍କା। ନାମୀଦାମୀ ନିର୍ଦ୍ଦେଶକ ରଜତ ମୁଖାର୍ଜୀଙ୍କୁ ହରାଇଛି ସିନେ ଦୁନିଆ। ଶନିବାର ରାତିରେ ଜୟପୁରଠାରେ ତାଙ୍କର ଦେହାନ୍ତ ହୋଇଥିବା କୁହାଯାଉଛି। ତେବେ ଗତ ଏପ୍ରିଲ ମାସରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।…

ଅନ୍ତିମ ସଂସ୍କାର ପାଇଁ ଆସିଲେନି ସାହି-ପଡ଼ିଶା: ଦୁଇ ପୁଅଙ୍କୁ ନେଇ ସ୍ତ୍ରୀ କଲେ ଏପରି…

ବେଲଗାମ୍‌, ୧୯।୭: କରୋନା ମହାମାରୀ ସଙ୍କଟ ସମୟରେ ଲୋକଙ୍କ ମଧ୍ୟରେ ମାନବିକତା ରହୁ ନ ଥିବା ନେଇ ଏବେ ଚର୍ଚ୍ଚା ହେଉଛି। ଏହାର ସଦ୍ୟତମ ଉଦାହରଣ କର୍ନାଟକର ବେଲଗାମ୍‌ରେ ଘଟିଛି। ଏଠାରେ ୫୫ ବର୍ଷ ବୟସ୍କ ସଦାଶିବ ହିରସ୍ତିଙ୍କ ମୃତ୍ୟୁ ଘଟିଥିଲା।…

ଟୁଇଟରରେ ମୋଦିଙ୍କ ଫଲୋୟର୍ସଙ୍କ ସଂଖ୍ୟା ୬ କୋଟି

ନୂଆଦିଲ୍ଲୀ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍‌ ଟୁଇଟରରେ ଆଉ ଏକ ସଫଳତା ପାଇଛନ୍ତି। ବେଳକୁ ବେଳ ଟୁଇଟରରେ ମୋଦିଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି। ଏବେ ମୋଦିଙ୍କୁ ଟୁଇଟରରେ ପାଖାପାଖି ୬୦ ମିଲିୟନ ବା ୬ କୋଟି ଲୋକ ଫଲୋ…

ଭାଜପା ଯୁବ ମୋର୍ଚ୍ଚାର ମଙ୍ଗ ଧରିଲେ ବିରାପ୍ପାନଙ୍କ ଝିଅ

ଚେନ୍ନାଇ,୧୯।୭: ଅତୀତରେ ଦୁଇ ଦୁଇଟି ରାଜ୍ୟ ସରକାରଙ୍କ ନିଦ ହଜାଇ ଆତଙ୍କ ସୃଷ୍ଟି କରିଥିଲେ ବିରାପ୍ପାନ। ଏବେ କିନ୍ତୁ ତାଙ୍କ ଝିଅ ବିଦ୍ୟା ବିରାପ୍ପାନ ଦେଶସେବା କରିବାକୁ ଆଗେଇ ଆସିଛନ୍ତି। ବିଦ୍ୟାଙ୍କୁ ତାମିଲନାଡୁ ଭାରତୀୟ ଜନତା ପାର୍ଟିି(ଭାଜପା) ଯୁବ ମୋର୍ଚ୍ଚାର ଉପାଧ୍ୟକ୍ଷ…

ଅଯୋଧ୍ୟା ଯିବେ ମୋଦି

ନୂଆଦିଲ୍ଲୀ,୧୯।୭: : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଅଗଷ୍ଟ ୮ରେ ସମ୍ପନ୍ନ ହେବ ବୋଲି ଜଣାପଡିଛି। ଏହାର ଶୁଭାରମ୍ଭ ୫ ଅଗଷ୍ଟ ସକାଳ ୮ଟାରେ ଆରମ୍ଭ କରାଯିବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ଗସ୍ତ କରି ଭୂମୀ…

ମଦ, ଦୁଇଟି ଅଣ୍ଡାରେ ଦୂରେଇ ଯିବ କରୋନା, କହିଲେ ଏହି କଂଗ୍ରେସ ନେତା

ବେଙ୍ଗାଲୁରୁ,୧୯ା୭: ବିଶ୍ୱରୁ ମହାମାରୀ କରୋନା ଭୂତାଣୁ ଥମିବାର ନାଁ ନେଉନି। ଏହି ସମୟରେ ଜଣେ କଂଗ୍ରେସ ନେତା ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣି ଲୋକେ ସୋସିଆଲ ମିଡିଆରେ ତାଙ୍କୁ ଟାର୍ଗେଟ କରୁଛନ୍ତି। କର୍ନାଟକ କଂଗ୍ରେସ ନେତା ରବିଚନ୍ଦ୍ର ଗାଟି କହିଛନ୍ତି…

ପାନୀୟ ଜଳ ନଷ୍ଟ କଲେ ଦେବାକୁ ପଡିବ ୨ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯।୭: ବିଶ୍ୱର ଅଧିକାଂଶ ସ୍ଥାନରେ ଏବେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଅନୁରୂପ ଅବସ୍ଥା। ତେଣୁ ଏଠାରେ ଲୋକମାନଙ୍କୁ ବାରମ୍ବାର ପାନୀୟ ଜଳ ନଷ୍ଟ ନ କରିବାକୁ କୁହାଯାଉଛି। ଏବେ ଯଦି କେହି ପାନୀୟ ଜଳ ନଷ୍ଟ…

୪୫ ମିନିଟ୍‌ ପର୍ଯ୍ୟନ୍ତ ଅକାଶରେ ଉଡ଼ିଲେ ମାଛ-ଚିଙ୍ଗୁଡ଼ି, ଆଉ ତାପରେ…

ଶ୍ରୀକାକୁଲମ୍‌, ୧୯।୭: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଏବଂ ୟାନାମ ଜିଲାରେ ଟର୍ନାଡୋ ଦେଖାଦେଇଛି। ଦେଶରେ ଏଭଳି ଘଟଣା ପ୍ରାୟତଃ କମ୍‌ ଦେଖିବାକୁ ମିଳିଥାଏ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଟର୍ନାଡୋ ଯୋଗୁ ଏଠାରେ ଥିବା ମାଛପାଳନ କେନ୍ଦ୍ର ସମେତ ଅନ୍ୟ…

ଦୁଇଦିନ ପରେ ଗେହଲଟଙ୍କର ହେବ ଶକ୍ତି ପରୀକ୍ଷା!

ଜୟପୁର,୧୯।୭: ରାଜସ୍ଥାନ ରାଜନୀତିରେ ଆସିଥିବା ପରିବର୍ତ୍ତନ ପରେ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଥିଲେ। ଏଥିରେ ସେ ତାଙ୍କ ସମର୍ଥନରେ ଥିବା ବିଧାୟକଙ୍କୁ ନେଇ ଦାବି ଉପସ୍ଥାପନ କରିଥିଲେ। ରାଜଭବନ ପକ୍ଷରୁ ଏହା ଏକ ଔପଚାରିକ…

ତିରୁମାଲା ତିରୁପତି ଦେବସ୍ଥାନମ୍‌ର ୧୭୦ କର୍ମଚାରୀ କରୋନା ପଜିଟିଭ୍‌

ତିରୁମାଲା, ୧୯।୭: ତିରୁମାଲା ତିରୁପତି ଦେବସ୍ଥାନମ୍‌ ମନ୍ଦିରର ୧୭୦ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ ୧୮ ପୂଜାରୀ, ୧୦୦ ଜଣ ସୁରକ୍ଷାକର୍ମୀ, ୨୦ ଜଣ ଲଡୁ ପ୍ରସାଦ ପ୍ରସ୍ତୁତକାରୀ ଏବଂ କଲ୍ୟାଣକଟ୍ଟୁର ୨ ଜଣ ରହିଛନ୍ତି।…

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ଡାକ୍ତର…

ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଟପିବାର ଆଶଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri