ଜାତୀୟ

ଶେଷବର୍ଷ ପରୀକ୍ଷା ବାତିଲ ଦାବି

ମୁମ୍ବାଇ,୧୯।୭: ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଶେଷବର୍ଷର ପରୀକ୍ଷା ସେପ୍ଟେମ୍ବରରେ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ଏହାକୁ ଶିବସେନା ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏନେଇ ଯୁବମୋର୍ଚ୍ଚା ପକ୍ଷରୁ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରାଯାଇଛି।…

କୃଷିକୁ ଅବଦାନ ପାଇଁ ୩ ଓଡ଼ିଆ ପୁରସ୍କୃତ

ନୂଆଦିଲ୍ଲୀ,୧୯ା୭: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ୩ ଜଣ ଓଡ଼ିଆଙ୍କୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପୁରସ୍କୃତ କରିଛନ୍ତି। ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର୍‌)ର ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯାଇଛି।…

ପାଠପଢ଼ା ଛାଡ଼ିବେ ୪୩% ଦିବ୍ୟାଙ୍ଗ

ନୂଆଦିଲ୍ଲୀ,୧୯ା୭(ପି.ଟି.): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଶିକ୍ଷାଦାନ ଗୁରୁତର ପ୍ରଭାବିତ ହୋଇଛି। ଭାରତରେ ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଅନ୍‌ଲାଇନ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ତେବେ ଏଥିରେ ସମସ୍ୟାର ସମ୍ମୁଖୀନ ହେଉଥିବା ଯୋଗୁ ୪୩ ପ୍ରତିଶତ ଦିବ୍ୟାଙ୍ଗ…

ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍‌ଏ) ଅନୁଭବ କରୁଛି। କରୋନା ସଂକ୍ରମଣ ଏବେ ବିସ୍ଫୋରକ ରୂପ ଧାରଣ କଲାଣି ବୋଲି ଆଇଏମ୍‌ଏ ହସ୍ପିଟାଲ ବୋର୍ଡ…

ରାଜ୍ୟପାଳଙ୍କୁ ଭେଟିଲେ ଗେହଲଟ

ଜୟପୁର,୧୯ା୭: ରାଜସ୍ଥାନ କଂଗ୍ରେସ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଥିବା ଆଞ୍ଚଳିକ ଦଳର ୨ ବିଧାୟକ ପୁଣିଥରେ ସମର୍ଥନ ଜଣାଇବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶନିବାର ସନ୍ଧ୍ୟାରେ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଛନ୍ତି। ଏହା ସୌଜନ୍ୟମୂଳକ ସାକ୍ଷାତ୍‌ ଥିଲା ବୋଲି ଗେହଲଟ…

ସେନା ପ୍ରତ୍ୟାହାରରେ ସାଲିସ୍‌ ନାହିଁ

ନୂଆଦିଲ୍ଲୀ,୧୯ା୭: ଚାଇନା ସୈନ୍ୟମାନେ ତୁରନ୍ତ ପଙ୍ଗଓଙ୍ଗ ସୋ ଅଞ୍ଚଳ ଖାଲି କରନ୍ତୁ ଓ ମେ’ ୫ ପୂର୍ବ ସ୍ଥିତାବସ୍ଥା ଫେରାଇ ଆଣନ୍ତୁ। ଦୁଇଦେଶର ସେନା କମାଣ୍ଡର ସ୍ତରୀୟ ଶେଷ ପର୍ଯ୍ୟାୟ ଆଲୋଚନାବେଳେ ଭାରତ ପକ୍ଷରୁ ଚାଇନକୁ ରୋକ୍‌ଠୋକ୍‌ ଶୁଣାଇ ଦିଆଯାଇଛି। ଚାଇନାର…

‘କଂଗ୍ରେସରେ ବିବାଦ ପାଇଁ ରାଜସ୍ଥାନବାସୀଙ୍କୁ ମୂଲ୍ୟ ଦେବାକୁ ପଡ଼ୁଛି’

ଜୟପୁର,୧୯ା୭: କଂଗ୍ରେସ ଦଳରେ କଳହ ଯୋଗୁ ରାଜସ୍ଥାନର ଜନସାଧାରଣଙ୍କୁ ମୂଲ୍ୟ ଦେବାକୁ ପଡୁଛି। ରାଜ୍ୟ କଂଗ୍ରେସରେ କିଛିଦିନ ହେଲା ସଙ୍କଟ ଲାଗି ରହିଥିବାବେଳେ ବରିଷ୍ଠ ଭାଜପା ନେତ୍ରୀ ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଶନିବାର ପ୍ରଥମ ଥର ପାଇଁ…

ନେତାଙ୍କ ଫୋନ୍‌ ଟ୍ୟାପିଂ ଅଭିଯୋଗ

ନୂଆଦିଲ୍ଲୀ/ଜୟପୁର,୧୯ା୭(ପି.ଟି.): ରାଜସ୍ଥାନର କଂଗ୍ରେସ ସରକାର ଯଦି ଅସାମ୍ବିଧାନିକ ଉପାୟରେ ରାଜନେତାମାନଙ୍କୁ ଫୋନ୍‌ ଟ୍ୟାପିଂ କରୁଥାଏ, ତେବେ ଏହାର ସିବିଆଇ ତଦନ୍ତ କରାଯାଉ ବୋଲି ଭାଜପା ପକ୍ଷରୁ ଦାବି ହୋଇଛି। ରାଜ୍ୟରେ ଅଶୋକ ଗେହଲଟ ସରକାର ଭାଙ୍ଗିବା ପାଇଁ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ…

ଆସାମ ବନ୍ୟାର କରୁଣ ଦୃଶ୍ୟ: ଭାଇରାଲ ହେଉଛି ଅସହାୟ ଗଣ୍ଡାର ଫଟୋ

ଗୁଆହାଟୀ,୧୮।୭: ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଅଧିକାଂଶ ଲୋକେ ବାସଶୂନ୍ୟ ହୋଇଯିବା ସହ ଏଠାରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନର ବନ୍ୟପ୍ରାଣୀମାନେ ଏକ ପ୍ରକାର ଅସହାୟ ହୋଇ ପଡିଛନ୍ତି। ଉଦ୍ୟାନରେ ବନ୍ୟାପାଣି ପଶିଯିବା…

ଆମେରିକା ଟାଙ୍କିରେ ତେଲ ଭରିବ ଭାରତ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୭: ଚାଇନା-ଭାରତ ସୀମାରେ ଉତ୍ତେଜନା ଲାଗି ରହିଥିବା ସମୟରେ ଭାରତ ଏକ ବଡ଼ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତିଟି ହେଲା ଭାରତ ଆମେରିକାର ଟାଙ୍କିରେ ତେଲ ଭରିବ। କାରଣ ଅଶୋଧିତ ତେଲ ମୂଲ୍ୟ ଏବଂ ଯୋଗାଣ ସମସ୍ୟାକୁ ଏଡ଼ାଇବା ପାଇଁ ଭାରତ…

ଆସାମ ବନ୍ୟା: ୯୬ ବନ୍ୟପ୍ରାଣୀ ମୃତ

ଗୁଆହାଟୀ,୧୮।୭: ଆସାମର ବନ୍ୟା ପରିସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ଏହି ବନ୍ୟାରେ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଥିବା ବେଳେ ଏବେ ସେଠାରେ ପାଖାପାଖି ୯୬ ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ କାଜିରଙ୍ଗା ଜାତୀୟ ଉଦ୍ୟାନ ଓ…

ଗେହଲଟଙ୍କୁ ଟାର୍ଗେଟ କଲେ ମାୟାବତୀ

ଲକ୍ଷ୍ନୌ,୧୮।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା କନ୍ଦଳକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ମାୟାବତୀ ଟିପ୍ପଣି ଦେଇଛନ୍ତି। ଏଥିରେ ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଟାର୍ଗେଟ କରିଛନ୍ତି। ଏମିତିକି ରାଜସ୍ଥାନରେ ରାଷ୍ଟ୍ରପତି ଶାାସନ ଜାରି କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri