ଜାତୀୟ

ଟିକା ନାହିଁ, ପ୍ରତିଶ୍ରୁତି ମାଳ ମାଳ

ନୂଆଦିଲ୍ଲୀ/ପାଟନା,୨୨ା୧୦:କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଶ୍ୱବାସୀ ଭାକ୍ସିନ ଅପେକ୍ଷାରେ। ଭାରତକୁ କେବେ ଟିକା ଆସିବ ବୋଲି ଦେଶବାସୀ ଅନେଇ ବସିଥିବାବେଳେ ଗୁରୁବାର ବିହାରରେ ଭାଜପାର ନିର୍ବାଚନୀ ଇସ୍ତାହାର ଜାତୀୟ ରାଜନୀତିରେ ଝଡ଼ ସୃଷ୍ଟି କରିଛି। ଭାଜପା କ’ଣ ନିଜ ଟ୍ରେଜେରିରୁ କରୋନା…

୨୦୨୦ରେ ଏଲ୍‌ଓସିରେ ୩୮୦୦ରୁ ଅଧିକଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ, ୨୨।୧୦: ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କୁହାଯାଇଛି, ପାକିସ୍ତାନ ସୈନ୍ୟମାନେ ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ଥିବା ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି)ରେ ୩,୮୦୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏଥିସହ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ…

ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କଲେ ଏହି ମୁଖ୍ୟମନ୍ତ୍ରୀ

ଚେନ୍ନାଇ, ୨୨।୧୦: ବିହାର ପରେ ଏବେ ତାମିଲନାଡ଼ୁ ସରକାର ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କରିଛନ୍ତି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି, ଥରେ କରୋନା ଟିକା ପ୍ରସ୍ତୁତ ହୋଇଗଲେ ରାଜ୍ୟର ସମସ୍ତ ଲୋକଙ୍କୁ ମାଗଣାରେ ଦିଆଯିବ। ଉଲ୍ଲେଖଯୋଗ୍ୟ,…

ପାଟନା କଂଗ୍ରେସ କାର୍ଯ୍ୟାଳୟରେ ଆୟକର ଚଢ଼ଉ; ୮.୫ ଲକ୍ଷ ଟଙ୍କା ଜବତ

ପାଟନା, ୨୨।୧୦: ଆୟକର ବିଭାଗ ପକ୍ଷରୁ ଗୁରୁବାର ବିହାର ପାଟନାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଚଢ଼ଉ କରାଯାଇଛି। କାର୍ଯ୍ୟାଳୟ ପରିସର ବାହାରୁ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଏଥିସହ ସେହି ବ୍ୟକ୍ତିଙ୍କଠାରୁ ଆୟକର ବିଭାଗ ୮.୫ ଲକ୍ଷ ଟଙ୍କା ଜବତ କରିଛି। ଏନେଇ…

ଜୁଲାଇ-ସେପ୍ଟେମ୍ବରରେ ଭାରତରେ ବିକ୍ରି ହୋଇଛି ୫ କୋଟି ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ, ୨୨।୧୦: ଲକ୍‌ ଡାଉନ ଖୋଲିବା ପରେ ଭାରତର ସ୍ମାର୍ଟଫୋନ୍‌ ବଜାରରେ ପୁଣିଥରେ ସୁଧାର ଆସିଥିବା ଦେଖିବାକୁ ମିଳିଛି। ଚଳିତ ବର୍ଷର ୩ୟ ତ୍ରୈ-ମାସିକ କ୍ୱାର୍ଟର (ଜୁଲାଇରୁ ସେପ୍ଟେମ୍ବର)ରେ ସ୍ମାର୍ଟଫୋନ୍‌ ବିକ୍ରି ଭାରତରେ ସର୍ବକାଳୀନ ଉଚ୍ଚସ୍ତର ଅର୍ଥାତ୍‌ ୫ କୋଟି ୟୁନିଟ୍‌…

ଦାଢି ନ କାଟିବାରୁ ନିଳମ୍ବିତ ହେଲେ ସବ୍‌ଇନ୍ସପେକ୍ଟର

ଲକ୍ଷ୍ନୌ,୨୨।୧୦-ଦାଢି ନ କାଟିବା ଯୋଗୁ ନିଳମ୍ବିତ ହୋଇଛନ୍ତି ଉତ୍ତରପ୍ରଦେଶ ବାଗପାଟ ରାମାଲା ଥାନାରେ କାର୍ଯ୍ୟରତ ସବ୍‌ଇନ୍ସପେକ୍ଟର ଇନ୍ତସାର ଅଲି। ଏ ନେଇ ଏସ୍‌ପି ଅଭିଷେକ ସିଂହ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶିଖ ସମ୍ପ୍ରଦାୟର ପୋଲିସ କର୍ମଚାରୀଙ୍କୁ ଛାଡିଦେଲେ ଅନ୍ୟ କୌଣସି…

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳକାୟ ପ୍ରାଣୀ, ଉଠାଇବା ପାଇଁ ଡାକିବାକୁ ପଡ଼ିଲା କ୍ରେନ୍‌

ବେଙ୍ଗାଲୁରୁ,୨୨ା୧୦: କର୍ନାଟକର ସମୁଦ୍ରରେ ଜଣେ ମତ୍ସ୍ୟଜୀବୀ ମାଛ ଧରିବା ପାଇଁ ଜାଲ ପକାଇଥିଲେ। ତାଙ୍କ ଜାଲରେ ଦୁଇଟି ‘ମଣ୍ଟା ରେ’ ନାମକ ବିଶାଳକାୟ ପ୍ରାଣୀ ପଡ଼ିଥିଲେ। ଏମାନଙ୍କର ଓଜନ ଯଥାକ୍ରମେ ୭ କ୍ୱିଣ୍ଟାଲ ୫୦ କିଲୋଗ୍ରାମ ଏବଂ ୨ କ୍ୱିଣ୍ଟାଲ ୫୦…

ବିହାର ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ଝଟ୍‌କା

ପାଟନା,୨୨ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଲାଗିଛି ଆଉ ଏକ ଝଟ୍‌କା । ପାର୍ଟିର ଷ୍ଟାର ପ୍ରଚାରକ ଶାହନବାଜ ହୁସେନଙ୍କ ପରେ ଏବେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କରୋନା ଭାଇରସରେ ସଂକ୍ରମିତ…

ଥର୍‌ ମରୁଭୂମିରେ ନଦୀର ସନ୍ଧାନ: ଲକ୍ଷେ ୭୨ ହଜାର ବର୍ଷ ତଳେ ହେଉଥିଲା ପ୍ରବାହିତ

ଜୟପୁର, ୨୨।୧୦: ରାଜସ୍ଥାନ ଥର୍‌ ମରୁଭୂମିରେ ପ୍ରବାହିତ ହେଉଥିବା ଏକ ନଦୀର ସନ୍ଧାନ ମିଳିଛି। ବିକାନେର୍‌ ନିକଟରେ ଷ୍ଟୋନ୍‌ ଏଜ୍‌ ସମୟରେ ନଦୀ ପ୍ରବାହିତ ହେଉଥିଲା। ଏସମ୍ପର୍କିତ ରିପୋର୍ଟ କ୍ୱାର୍ଟେନାରୀ ସାଇନ୍ସ୍‌ ରିଭ୍ୟୁ ପତ୍ରିକାରେ ପ୍ରକାଶ ପାଇଛି। ପୂର୍ବରୁ ଜର୍ମାନୀର ମାକ୍ସ୍‌…

ଟୁଇଟରକୁ ଚେତାବନୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨ ।୧୦: ଭାରତର ଭୁଲ୍ ମାନଚିତ୍ର ଦେଖାଇବା ଅଭିଯୋଗରେ କେନ୍ଦ୍ର ସରକାର ଟୁଇଟରକୁ କଡା ଚେତାବନୀ ଦେଇଛନ୍ତି । ସରକାର କହିଛନ୍ତି ଦେଶର ସାର୍ବଭୌମତ୍ନ ଓ ଅଖଣ୍ଡତାକୁ ଅବମାନନା କରିବା ପାଇଁ ଟୁଇଟରର ପ୍ରାୟସ ଗ୍ରହଣୀୟ ନୁହେଁ । ଏହାପରେ ଟୁଇଟର…

ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ଦ୍ୱାରା ସାମାଜିକ-ଆର୍ଥିକ ବିକାଶ ସମ୍ଭବ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ମାତୃ ମୃତ୍ୟୁ ହାର ବଢ଼ିବାରେ ଲାଗିଛି। ତେବେ ଏହାକୁ ରୋକିବାରେ ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ସକ୍ଷମ ହେବ। ବିବାହ ବୟସ ବଢ଼ିଲେ ବହୁବିଧ ସାମାଜିକ ଆର୍ଥିକ ବିକାଶ ସମ୍ଭବ ହୋଇ ପାରିବ। ଭାରତୀୟ ଷ୍ଟେଟ୍‌…

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା ଖୋଲାଯାଇଛି। ସେହିପରି ମହିଳାଙ୍କୁ ସହଜ ସୁଧହାରରେ ଋଣ ଦେବା ଯୋଗୁ ମହିଳାଙ୍କ ବିକାଶ ସମ୍ଭବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri