ଜାତୀୟ

ଏସ୍‌ସିଏସ୍‌ରେ ଚାଇନାର ଦାଦାଗିରି

ନୂଆଦିଲ୍ଲୀ,୮ା୫: ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)ରେ ଏପ୍ରିଲ ମାସ ଉତ୍ତେଜନାପୂର୍ଣ୍ଣ ରହିଥିଲା। ଏହି ବିଶାଳ ଜଳରାଶି ଉପରେ ଚାଇନା ନିଜ ଏକଚାଟିଆ ଆଧିପତ୍ୟ ଜାହିର କରୁଥିବାବେଳେ ସାର୍ବଭୌମତ୍ୱ ପ୍ରସଙ୍ଗକୁ ନେଇ ଛନ୍ଦି ହୋଇଯାଇଥିବା ଛୋଟ ଛୋଟ ଦେଶଗୁଡ଼ିକ ଏହା ସହ...

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାର ତଦନ୍ତ ପାଇଁ...

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା...

କେମିକାଲ ପ୍ଲାଣ୍ଟରୁ ଗ୍ୟାସ୍‌ ଲିକ୍‌: ୧୧ ମୃତ

ବିଶାଖାପାଟଣା/ନୂଆଦିଲ୍ଲୀ,୮।୫(ପି.ଟି.): ବିଶାଖାପାଟଣାର ଏକ କେମିକାଲ୍‌ ପ୍ଲାଣ୍ଟରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ଏଲ୍‌ଜି ପଲିମର୍‌ ପ୍ଲାଣ୍ଟରୁ ଗ୍ୟାସ୍‌ ଲିକ୍‌ ହୋଇ ଖୁବ୍‌ଶୀଘ୍ର ୫ କିଲୋମିଟର...

ଅଗଷ୍ଟ ୨୩ରେ ଜେଇଇ ଆଡ୍‌ଭାନ୍ସଡ୍‌

ନୂଆଦିଲ୍ଲୀ,୮।୫: ଆଇଆଇଟିରେ ନାମଲେଖା ଲାଗି ମିଳିତ ପ୍ରବେଶିକ ପରୀକ୍ଷା (ଜେଇଇ ଆଡ୍‌ଭାନ୍ସଡ୍‌) ଅଗଷ୍ଟ ୨୩ରେ ଅନୁଷ୍ଠିତ ହେବ। ମାନବ ସମ୍ବଳ ବିକାଶ (ଏଚ୍‌ଆର୍‌ଡି) ମନ୍ତ୍ରୀ ରମେଶ ପୋଖ୍‌ରିୟାଲ ଗୁରୁବାର ଏହା ଘୋଷଣା କରିଛନ୍ତି। ମେ’ ୧୭ରେ ଏହି ପରୀକ୍ଷା ଅନୁଷ୍ଠିତ...

ଭାରତରେ ଜୁନ୍‌-ଜୁଲାଇରେ ବଢ଼ିବ କରୋନା ସଂକ୍ରମିତଙ୍କ ସଂଖ୍ୟା: ଏମ୍ସ୍‌

ନୂଆଦିଲ୍ଲୀ,୭।୫: ଭାରତରେ ପ୍ରତିଦିନ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଜୁନ୍‌ ଏବଂ ଜୁଲାଇ ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସୁଫଳ ମିଳିଛି। ଫଳରେ...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭାଇଜାଗ,୭।୫: ଆନ୍ଧ୍ରପ୍ରଦେଶର ଭାଇଜାଗରେ ଥିବା ଏଲ୍‌ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍‌ ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହର ରେଡ୍ଡୀ କିଙ୍ଗ ଜର୍ଜ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଏହି...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୭।୫: କରୋନା ମହାମାରୀ ସହ ଲଢିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଏମାନେ ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ ଜଗି ବସୁଛନ୍ତି। ଏମିତି ଜଣେ ଯୋଦ୍ଧା ହେଉଛନ୍ତି ଦିଲ୍ଲୀ ପୋଲିସରେ କାର୍ଯ୍ୟରତ ଥିବା...

ସପ୍ତାହକ ମଧ୍ୟରେ କେରଳ ଫେରିବେ ୨୧୫୦ ପ୍ରବାସୀ: ଅର୍ଥନୀତି ହେବ ପ୍ରଭାବିତ

କୋଚି,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଥିବା କେରଳ ବାସିନ୍ଦା ଘରବାହୁଡ଼ିବା ଲାଗି ପଞ୍ଜିକରଣ କରିଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ...

ଲକ୍‌ଡାଉନ୍‌ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଯଦି ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷରୁ ଅଧିକ ହୋଇଥାନ୍ତା। ସେହିପରି ମୃତକଙ୍କ...

ମୁମ୍ବାଇରେ ୨୫୦ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୭।୫: କରୋନା ସଂକ୍ରମଣରେ ଭାରତ ହଟ୍‌ସ୍ପଟ ପାଲଟି ଯାଇଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ପଜିଟିଭ ରହିଛନ୍ତି। ଏହା ଦେଶବାସୀଙ୍କ ପାଇଁ ଯେତିକି ଚିନ୍ତାର କାରଣ ପାଲଟିଛି ତା’ଠାରୁ ଅଧିକ ଚିନ୍ତାର ବିଷୟ ପାଲଟିଛି ମହାରାଷ୍ଟ୍ରରେ ପାଖାପାଖି ୨୫୦ ପୋଲିସ...

ଗ୍ରୀନ୍‌ଜୋନ୍‌ରେ ରାତିରେ ଖୋଲିବ ଫିଲ୍ମହଲ୍‌-ଶପିଂମଲ୍‌ !

ନୂଆଦିଲ୍ଲୀ,୭।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହାଯୋଗୁ ଫିଲ୍ମହଲ୍‌, ଶପିଂମଲ୍‌,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri