ଜାତୀୟ

କମଳନାଥଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ, ୨୨ା୧୦: ମଧ୍ୟପ୍ରଦେଶର ମନ୍ତ୍ରୀ ଇମର୍ତ୍ତୀ ଦେବୀଙ୍କ ବିରୋଧରେ ‘ଆଇଟମ୍‌’ ମନ୍ତବ୍ୟ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଳନାଥଙ୍କୁ ନିର୍ବାଚନ ଆୟୋଗ (ଇସି) ବୁଧବାର ନୋଟିସ ଜାରି କରିଛନ୍ତି। ନୋଟିସ ପାଇବାର ୪୮ ଘଣ୍ଟା ମଧ୍ୟରେ ଏନେଇ ଉତ୍ତର…

‘କୋଭିରାପ୍‌’କୁ ଆଇସିଏମ୍‌ଆର୍‌ ସ୍ବୀକୃତି

ନୂଆଦିଲ୍ଲୀ, ୨୨ା୧୦ (ଆଇଏଏନ୍‌ଏସ୍‌): କରୋନା ସଂକ୍ରମଣ ଚିହ୍ନଟ ଲାଗି ଆଇଆଇଟି ଖଡ଼ଗପୁରର ଗବେଷକଙ୍କ ଦ୍ୱାରା ଏକ ରୋଗ ନିରୂପଣ ଯନ୍ତ୍ର (ଡାଇଗ୍ନୋଷ୍ଟିକ୍‌ ଟେଷ୍ଟ ମେଶିନ) ବିକଶିତ କରାଯାଇଛି। ଏହାର ନାମ ‘କୋଭିରାପ୍‌’ ରଖାଯାଇଥିବାବେଳେ ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)…

ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କର ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୨ତାରିଖରେ ଜନ୍ମଦିନ । ଏହି ଅବସରରେ ଦେଶର ନେତା, ମନ୍ତ୍ରୀ ତଥା ସମସ୍ତ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛା ବାର୍ତ୍ତା ଆସୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ…

ଆର୍‌ଟିଆଇ: ଉଦାସୀନତାରୁ ଅଚଳାବସ୍ଥା

ନୂଆଦିଲ୍ଲୀ,୨୨ା୧୦: ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ପ୍ରଣୟନ ହେବାର ୧୫ ବର୍ଷ ବିତିଗଲାଣି। କିନ୍ତୁ ଏହା ଲୋକଙ୍କ କାମରେ କେତେ ଆସିପାରୁଛି। ଏହି ପ୍ରଶ୍ନ ଏଇଥିପାଇଁ ଉଠୁଛି ଯେ, କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନଗୁଡ଼ିକରେ କମିଶନର…

୨୦୧୯ରେ ୧.୧୬ ଲକ୍ଷ ଶିଶୁ ମୃତ

ନୂଆଦିଲ୍ଲୀ, ୨୨ା୧୦: ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ବିଶ୍ୱରେ ଏହାର ପ୍ରଭାବ ବଢ଼ିି ବିଭିନ୍ନ ସମସ୍ୟା ଦେଖାଯାଉଛି। ଭାରତରେ ବାୟୁ ପ୍ରଦୂଷଣ ଉଗ୍ରରୂପ ଧାରଣ କରିଥିବାବେଳେ ଏହାର ପ୍ରଭାବରେ ୨୦୧୯ରେ ୧.୧୬ ଲକ୍ଷ ଶିଶୁଙ୍କ ପ୍ରାଣହାନି ଘଟିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି।…

ଏଲ୍‌ଏସିରେ ଲ୍ୟାଣ୍ଡମାଇନ ବିଛାଉଛି ଚାଇନା

ନୂଆଦିଲ୍ଲୀ,୨୨ା୧୦: ଭାରତ-ଚାଇନା ସୀମା ବିବାଦ ଥମିବାର ନାଁ ନେଉନାହିଁ। ଗତ ଜୁନ୍‌ ମାସରୁ ଦୁଇଦେଶ ମୁହଁାମୁହିଁ ଅବସ୍ଥାରେ ଥିବାବେଳେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ରେ ଲ୍ୟାଣ୍ଡମାଇନ୍‌ ବିଛାଇବା ଆରମ୍ଭ କରିଛି। ଲ୍ୟାଣ୍ଡମାଇନ୍‌ ପାଇଁ ପିଏଲ୍‌ଏ ଏକ…

‘ନାଗ’ ମିଶାଇଲର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୨ ।୧୦: ଭାରତ-ଚାଇନା ସୀମା ବିବାଦ ମଧ୍ୟରେ ମିଶାଇଲ ପରୀକ୍ଷଣରେ ଭାରତ ଆଉ ଏକ ପାଦ ଅଗାକୁ ଯାଇଛି । ଭାରତ ଗୁରୁବାର ୱାରହେଡ ସହ ‘ନାଗ’ ଆଣ୍ଟିଟେକ ଗାଇଡେଡ ମିଶାଇଲର ସଫଳ ପରୀକ୍ଷଣ କରିଛି । ଗୁରୁବାର ସକାଳ ୬ଟା…

ସ୍କୁଲ ଖୋଲିବା ପରେ ୨୭ ଛାତ୍ର କରୋନା ପଜିଟିଭ

କୁର୍ନୁଲ, ୨୧।୧୦: ଆନ୍ଧ୍ର ପ୍ରଦେଶ କୁର୍ନୁଲ ଜିଲାର ୪ଟି ଘରୋଇ ବିଦ୍ୟାଳୟର ୨୭ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ସେତେବେଳେ ସାମ୍ନାକୁ ଆସିଥିଲା, ଯେତେବେଳେ ସ୍ବାସ୍ଥ୍ୟ ଅଧିକାରୀମାନେ ଶ୍ରୀସାଇଲାମ ମଣ୍ଡଳରେ ୧୬୯ ଛାତ୍ରୀଛାତ୍ରଙ୍କ କରୋନା ଟେଷ୍ଟ କରାଇଥିଲେ।…

ଜୟପୁରର ଅଟୋମୋବାଇଲ କମ୍ପାନୀର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ଜୟପୁର, ୨୧।୧୦- ରାଜସ୍ଥାନର ରାଜଧାନୀ ଜୟପୁରର ଅମ୍ବରର କୁକସରେ ଅବସ୍ଥିତ ଏକ ଅଟୋମୋବାଇଲ କମ୍ପାନୀରେ ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ୨୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଖବରଲେଖା ସୁଦ୍ଧା କ୍ଷୟକ୍ଷତି ସମ୍ପର୍କରେ ସୂଚନା…

୧୬ ବାଘ ଦାନ୍ତ ସହ ୪ ଗିରଫ

ଦିସପୁର, ୨୧।୧୦: ଆସାମର କର୍ବି ଆଙ୍ଗ୍ଲୋଙ୍ଗ ଜିଲାରୁ ପୋଲିସ ବୁଧବାର ୧୬ଟି ବାଘ ଦାନ୍ତ ଜବତ କରିଛି। ବାଘ ଦାନ୍ତ ଚୋରା ଚାଲାଣ ମାମଲାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଗୁପ୍ତ ସୂଚନାକୁ ଆଧାର କରି ମଞ୍ଜା ପୋଲିସ ପକ୍ଷରୁ…

ତେଲ ଭରିବା ସମୟରେ କାର୍‌ରେ ଲାଗିଲା ନିଆଁ, ହିରୋ ସାଜି ଲୋକଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ; ଛୁଟୁଛି ପ୍ରଶଂସାର ସୁଅ

ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ତେଲ ଭରୁଥିବା ସମୟରେ ଏକ କାର୍‌ରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ପରେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମିଳିବ ଦୀପାବଳି ବୋନସ୍‌

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ ଉପହାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ଦୀପାବଳି ବୋନସ୍‌ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏଥିପାଇଁ ୩୭୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri