ପ୍ଲାଜ୍ମା ଥେରାପିର ଅଧିକ ପରୀକ୍ଷା ଆବଶ୍ୟକ: ବିଶେଷଜ୍ଞଙ୍କ ମତ
ନୂଆଦିଲ୍ଲୀ,୫ା୫: କରୋନା ଭୂତାଣୁକୁ ନାଶ କରିବା ପାଇଁ ପ୍ଲାଜ୍ମା ଥେରାପି ଉପଯୁକ୍ତ ଚିକିତ୍ସା ବୋଲି କହିହେବ ନାହିଁ। ଏହି ଚିକିତ୍ସାର ପ୍ରଭାବ ସମ୍ପର୍କରେ ନିଶ୍ଚିତ ହେବାକୁ ହେଲେ ବ୍ୟାପକ ନିୟନ୍ତ୍ରିତ ପରୀକ୍ଷା କରାଇବାକୁ ପଡ଼ିବ ବୋଲି ଚିକିତ୍ସା ବିଶେଷଜ୍ଞମାନେ ମତ...
ସିଆରପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ
ଶ୍ରୀନଗର,୪।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାରାରେ ସୋମବାର ପୁଣି ଏକ ଆତଙ୍କବାଦୀମାନେ ଆକ୍ରମଣ କରନdନ୍ତି।ହୋଇଛି। କଶ୍ମୀର ଘାଟିର କୁପଓ୍ବାରା ଜିଲା ହନ୍ଦଓ୍ବାରାରେ ସିଆରପିଏଫ୍ର ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଏନ୍କାଉଣ୍ଟରରେ ୩ ଜଣ ଯବାନ ଶହୀଦ ହୋଇଥିବା ବେଳେ...
କର୍ମଚାରୀ କରୋନା ସଂକ୍ରମିତ ହେବା ପରେ ସିଲ୍ ହେଲା ବିଏସ୍ଏଫ୍ ମୁଖ୍ୟାଳୟ
ନୂଆଦିଲ୍ଲୀ,୪।୫: ଦିଲ୍ଲୀ ଲୋଧି ରୋଡ଼ର ଥିବା ବିଏସ୍ଏଫ୍ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ଏହି ଖବର ଜଣାପଡ଼ିବା ପରେ ବିଏସଏଫ୍ର ମୁଖ୍ୟାଳୟର ୨ଟି ମହଲାକୁ ସିଲ୍ କରାଯାଇ ବିଶୋଧନ ପ୍ରକ୍ରିୟା ଜାରି ରହିଛି ବୋଲି ବିଏସ୍ଏଫ୍ର...
ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ
ଶ୍ରୀନଗର,୪।୫: କରୋନା ମହାସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ନିଜ କୁକର୍ମରୁ ବାଦ ପଡ଼ୁନି। କେତେବେଳେ ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ତ ଆଉ କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ସୋମବାର ଜମ୍ମୁ-କଶ୍ମୀରର...
ସୁରଟରେ ପ୍ରବାସୀ ଶ୍ରମିକ-ପୋଲିସ ମୁହାଁମୁହିଁ
ସୁରଟ,୪।୫: କରୋନା ମହାମାରୀକୁ ରୋକିବା ପାଇଁ ସାରା ଦେଶରେ ତୃତୀୟ ଥର ଲକ୍ଡାଉନକୁ ବୃଦ୍ଧି କରାଯିବାରୁ ପ୍ରବାସୀ ଶ୍ରମିକମାନେ ଧର୍ଯ୍ୟହରା ହୋଇପଡ଼ିଛନ୍ତି। ଇତିମଧ୍ୟରେ ଗୁଜରାଟ ସୁରଟରେ ପ୍ରବାସୀ ଶ୍ରମିକ ଓ ପୋଲିସ ସୋମବାର ମୁହାଁମୁହିଁ ହୋଇଛନ୍ତି। ଦେଖୁ ଦେଖୁ ପରିସ୍ଥିତି...
ସାମାଜିକ ଦୂରତ୍ୱ ନ ରଖିଲେ ପରିସ୍ଥିତି ହେବ ଭୟଙ୍କର
ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ସୋମବାରଠାରୁ ଆରମ୍ଭ ହୋଇଛି ଲକ୍ଡାଉନ ୩.୦। ତେବେ ବିଗତ ଦିନ ଗୁଡିକୁ ଦେଖିଲେ ସହଜରେ ଅନୁମାନ କରାଯାଉଛି କି ଗତ ୩ ଦିନ ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ...
ଲକ୍ଡାଉନ ୩.୦: ମହାରାଷ୍ଟ୍ରର ୫ଟି ଜିଲାରେ ଖୋଲିବନି ମଦ ଦୋକାନ
ମୁମ୍ବାଇ,୪।୫: ମହାରାଷ୍ଟ୍ରରେ କରୋନା ଭାଇରସ୍ ଆତଙ୍କ ଖେଳାଇଚାଲିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଜାରି କରିଛନ୍ତି। ଏହା ସତ୍ତ୍ୱେ ମଧ୍ୟ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣାଧିନ ହେଉନାହିଁ। ଲକ୍ଡାଉନ ୩.୦...
ଇ-ରିକ୍ସା ଚାଳକଙ୍କୁ ମିଳିବ ୫୦୦୦ ଟଙ୍କା କରୋନା ସହାୟତା
ନୂଆଦିଲ୍ଲୀ,୪।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ବହୁ ଲୋକ କାମଧନ୍ଦା ଅଭାବରୁ ଅସୁବିଧାରେ ପଡ଼ିଛନ୍ତି। ଦିଲ୍ଲୀରେ ପରିବହନ ସେବା ବନ୍ଦ ଥିବାରୁ ଇ-ରିକ୍ସା...
ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ
ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର(ନଏଡା) ଜିଲାରେ କରୋନାରେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା
ପାଟନା,୪।୫: ଲକ୍ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ ଘୋଷଣା କରିଛନ୍ତି। ନୀତୀଶ କହିଛନ୍ତି ବିହାର ଫେରୁଥିବା ଶ୍ରମିକମାନଙ୍କୁ କୌଣସି ଭଡା ଦେବାକୁ...
ଗିଲଗିଟ୍-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ
ନୂଆଦିଲ୍ଲୀ,୪।୫: ଗିଲଗିଟ୍ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍କୋର୍ଟ ଗିଲଗିଟ୍ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ।...
ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍ଆର୍
ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍ଆର୍) ପକ୍ଷରୁ ସୂଚନା...
Archives


