ଜାତୀୟ

୨୫ ପାକିସ୍ତାନୀ ବନ୍ଦୀଙ୍କୁ ମୁକ୍ତ କଲା ଭାରତ

ଅଟାରି,୨୪।୧୧: ଭାରତ ମଙ୍ଗଳବାର ୨୫ ଜଣ ପାକିସ୍ତାନୀ ବନ୍ଦୀଙ୍କୁ ମୁକ୍ତ କରିଛି। ସେମାନଙ୍କ ମଧ୍ୟରେ ୫ ଜଣ ସାଧାରଣ ଲୋକଥିବାବେଳେ ୨୦ ଜଣ ଧୀବର ରହିଛନ୍ତି। ବନ୍ଦୀମାନେ ଅଟାରି-ଓ୍ବାଘା ସୀମା ଦେଇ ପାକିସ୍ତାନରେ ପ୍ରବେଶ କରିଥିବା ଭାରତୀୟ ପ୍ରୋଟୋକଲ ଅଫିସର ଅରୁଣ…

ବିଏମ୍‌ଡବ୍ଲ୍ୟୁ କାରରେ ମଇଳା ଉଠାଉଛନ୍ତି ଏହି ବ୍ୟକ୍ତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଝାରଖଣ୍ଡର ରାଞ୍ଚିରେ ଏକ ଆଶ୍ଚର୍ଯ୍ୟଜନକ ଜିନିଷ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ନିଜର ବିଳାସପୂର୍ଣ୍ଣ କାର ବିଏମ୍‌ଡବ୍ଲ୍ୟୁରେ ରାସ୍ତାରୁ ମଇଳା ବୋହି ନେଉଥିବା ଦେଖିବାକୁ ମିଳିଛି। ରାଞ୍ଚିର ଏହି ଯୁବ ବ୍ୟବସାୟୀ ଜଣଙ୍କ ହେଲେ ପ୍ରିନ୍ସ ଶ୍ରୀବାସ୍ତବ। ବିଏମ୍‌ଡବ୍ଲ୍ୟୁ କାରରେ ଅଳିଆ…

ବିହାର ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିଜର ଆଙ୍ଗୁଳି କାଟିଲେ ପ୍ରଶଂସକ

ଜେହାନାବାଦ,୨୪।୧୧: ନିକଟରେ ବିହାର ବିଧାନସଭା ନିର୍ବାଚନ ଶେଷ ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଲୋକମାନେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନିଜର ଖୁସି ଜାହିର କରୁଛନ୍ତି। କିଏ ପୂଜାର୍ଚ୍ଚନା କରୁଛି ତ ଆଉ କିଏ ମିଠା ବଣ୍ଟନ କରି…

ଡାକ କର୍ମଚାରୀଙ୍କୁ ଗୁରୁ ଦାୟିତ୍ୱ: ପହଞ୍ଚାଇବେ କରୋନା ଟିକା,ନେଟ୍‌ଓ୍ବାର୍କ ମ୍ୟାପିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୧: ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଟିକା ପହଞ୍ଚାଇବା ପାଇଁ ନେଟ୍‌ଓ୍ବାର୍କ ମ୍ୟାପିଂ ଆରମ୍ଭ ହୋଇଛି। ଡାକ କର୍ମଚାରୀଙ୍କୁ ଏଥିପାଇଁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ ମିଳିବା ପରେ ଡାକ ବିଭାଗ କାର୍ଯ୍ୟରେ ଲାଗିଯିବ ବୋଲି କୁହାଯାଉଛି। ଏନେଇ…

ବ୍ରହ୍ମୋସର ସଫଳ ପରୀକ୍ଷଣ କଲା ସେନା

ନୂଆଦିଲ୍ଲୀ,୨୪ ।୧୧: ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ବ୍ରହ୍ମୋସର ଲ୍ୟାଣ୍ଡ ଆଟାକ ଭର୍ସନର ମଙ୍ଗଳବାର ଭାରତୀୟ ସେନା ସଫଳ ପରୀକ୍ଷଣ କରିଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାରତୀୟ ସେନା ମଙ୍ଗଳବାର ଆଣ୍ଡମାନ ନିକୋବର ଦ୍ୱୀପରୁ କ୍ରୁଜ କ୍ଷେପଣାସ୍ତ୍ରର ସଫଳ…

ପରଲୋକରେ ଟେଲି ଅଭିନେତା

ମୁମ୍ବାଇ,୨୪।୧୧: ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ସିରିୟଲ୍‌ ଜଗତ ପାଇଁ ଏକ କଳାବର୍ଷ ପାଲଟିଛି। ୨୦୨୦ କେତେକ ବିଶିଷ୍ଟ ଅଭିନେତା ଓ ଅଭିନେତ୍ରୀଙ୍କୁ ପ୍ରଂଶକଙ୍କଠାରୁ ଛଡ଼ାଇନେଇଛି। ଇତିମଧ୍ୟରେ ଜଣାଶୁଣା ଟେଲି ଅଭିନେତା ତଥା ‘ସସୁରାଲ ସିମର କା’ ଫେମ୍‌…

କରୋନା ସ୍ଥିତି ସମୀକ୍ଷା କଲେ ମୋଦି-ଶାହା

ନୂଆଦିଲ୍ଲୀ,୨୪।୧୧: କରୋନା ମହାମାରୀ ସଙ୍କଟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ଏକ ବୈଠକରେ ଯୋଗଦେଇ ସ୍ଥିତି ସମୀକ୍ଷା କରିଛନ୍ତି। କେରଳ, ପଶ୍ଚିମବଙ୍ଗ, ହରିୟାଣା, ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ଛତିଶଗଡ଼ ଆଦି…

ଏୟାର ଇଣ୍ଡିଆ ୱାନରେ ପ୍ରଥମଥର ଯାତ୍ରା କଲେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୪ ।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ପ୍ରଥମ ମହିଳା ସବିତା କୋବିନ୍ଦଙ୍କ ସହ ଏୟାର ଇଣ୍ଡିଆ ୱାନ ବି-୭୭୭ରେ ପ୍ରଥମଥର ଚେନ୍ନାଇ ଯାତ୍ରା କରିଛନ୍ତି । ରାଷ୍ଟ୍ରପତି ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପୂଜା କରିବା ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି…

ବୁଧବାର ତାମିଲନାଡୁ ଛୁଇଁବ ବାତ୍ୟା ‘ନିବାର’

ଚେନ୍ନାଇ,୨୪।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିବାର’ ବୁଧବାର ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଛୁଇଁବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ପରେ ବଙ୍ଗୋପ ସାଗରରେ ପ୍ରଥମ ଥର ପାଇଁ ଏହି ସାମୁଦ୍ରିକ ଝଡ଼…

ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ ଧରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ଗତ ୧୦…

କେରଳ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶ ସ୍ଥଗିତ

ଥିରୁଭାନନ୍ତପୁରମ୍‌, ୨୪।୧୧: ବିରୋଧୀ ଦଳ, ଗଣମାଧ୍ୟମ ଓ ସିଭିଲ୍‌ ସୋସାଇଟିର ତୀବ୍ର ପ୍ରତିବାଦ ଫଳରେ କେରଳ ସରକାର ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖିଛନ୍ତି। ଉକ୍ତ ଅଧ୍ୟାଦେଶ ବାକ୍‌ ସ୍ବାଧୀନତା ଓ ଯେକୌଣସି ମାଧ୍ୟମରେ ମତାମତ ଦେବା ଅଧିକାରକୁ…

କୋଭିଡ୍‌ ନେଗେଟିିଭ୍‌ ସାର୍ଟିଫିକେଟ୍‌ ବିନା ମହାରାଷ୍ଟ୍ର ମନା

ମୁମ୍ବାଇ, ୨୪ା୧୧: ମହାରାଷ୍ଟ୍ର ସରକାର ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଓ ଗୋଆବାସୀଙ୍କ ଯାତ୍ରା ଉପରେ ସୋମବାର କଟକଣା ଲଗାଇଛନ୍ତି। କରୋନା ଆର୍‌ଟିପିସିଆର୍‌ ନେଗେଟିଭ୍‌ ସାର୍ଟିଫିକେଟ ବିନା ଏହି ରାଜ୍ୟବାସୀ ମହାରାଷ୍ଟ୍ର ଯାତ୍ରା କରିପାରିବେ ନାହିଁ। ଏହି ସବୁ ରାଜ୍ୟରେ ଏଷବ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?