ଜାତୀୟ

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜ୍ୟର ଅନୁମତି ବିନା ହେବନି ସିବିଆଇ ଯାଞ୍ଚ୍‌

ନୂଆଦିଲ୍ଲୀ,୧୯।୧୧: ସିବିଆଇ ଯାଞ୍ଚ୍‌ ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁରୁବାର ବଡ଼ ନିଷ୍ପତ୍ତିି ନିଆଯାଇଛି। ଏଣିକି ରାଜ୍ୟର ବିନା ଅନୁମତିରେ କୌଣସି ସିବିଆଇ ଯାଞ୍ଚ ହୋଇପାରିବ ନାହିଁ। ଝାଡ଼ଖଣ୍ଡ, କେରଳ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ଼, ମିଜୋରାମ ଏବଂ ପଞ୍ଜାବ ଆଦି ୮ଟି…

ତୁଟୁନି ପୁତ୍ର ମୋହ: ବଢୁଛି ଅସନ୍ତୁଷ୍ଟଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୧୧: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାର ନିର୍ବାଚନ ଫଳାଫଳପରେ ସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦଳର ୨୩ ଜଣ ଅସନ୍ତୁଷ୍ଟଙ୍କ ବୈଠକ ଶେଷ ହୋଇଥିବା କୁହାଯାଉଛି। ଦଳରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ଏବେ ୫୦ ଟିପିଥିବା…

ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି

ନୂଆଦିଲ୍ଲୀ,୧୯।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ଆଡ଼ଭାଇଜରୀ ପ୍ରକାଶ ପାଇଛି। ଏଭଳି ଲୋକଙ୍କଠାରୁ ୬ ଫୁଟ ଦୂରତା…

ନୀତୀଶଙ୍କ ସରକାରରେ ଅଧାରୁ ଅଧିକ ମନ୍ତ୍ରୀଙ୍କ ନାଁରେ ରହିଛି ଆପରାଧିକ ମାମଲା

ପାଟନା,୧୯ ।୧୧: ବିହାର ବିଧାନସଭାର ନୂଆ ମନ୍ତ୍ରିମଣ୍ଡଳ ଗଠନ ସରିଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାର ମଙ୍ଗ ଧରିଛନ୍ତି । ଏବେ ଜଣାପଡିଛି କି ନୀତୀଶ ସରକାରଙ୍କ ଅଧାରୁ ଅଧିକ ମନ୍ତ୍ରୀଙ୍କ ନାଁରେ ରହିଛି ଆପରାଧିକ ମାମଲା । ୬…

୨୦ ବର୍ଷ ପରେ ବ୍ରିଟେନ୍‌ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି

ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ ରଖିଥିଲେ। ଏସମ୍ପର୍କରେ ସନ୍ଧାନ ମିଳିବା ପରେ ମୂର୍ତ୍ତିଗୁଡ଼ିକୁ ଉଦ୍ଧାର କରାଯାଇ ବ୍ରିଟେନ ସରକାର ଚଳିତବର୍ଷ…

୨୪ ଘଣ୍ଟାରେ ୩୦% ଅଧିକ ସଂକ୍ରମିତ

ନୂଆଦିଲ୍ଲୀ, ୧୯ା୧୧: ଭାରତରେ କରୋନା ସଂକ୍ରମଣ ହାର କମିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଏହା ୩୦% ଅଧିକ ବ୍ୟକ୍ତିଙ୍କୁ ସଂକ୍ରମିତ କରିଥିବା ଜଣାପଡ଼ିଛି। ମଙ୍ଗଳବାର ୨୯,୧୬୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ବୁଧବାର ହଠାତ୍‌ ଏହା ବୃଦ୍ଧିପାଇ ୩୮,୬୧୭ରେ ପହଞ୍ଚିଛି।…

ଘନେଇଲା ୨୩ ବର୍ଷର ବିବାଦ

ଅଗରତାଲା, ୧୯।୧୧(ଆଇଏଏନ୍‌ଏସ୍‌): ହଜାର ହଜାର ବ୍ରୁ ଆଦିବାସୀ ଶରଣାର୍ଥୀଙ୍କୁ ପୁନଃ ଥଇଥାନ କରିବା ଲାଗି ସରକାର ନିଷ୍ପତ୍ତି ନେଇଥିବାରୁ ଏହାର ପ୍ରତିବାଦରେ ଉତ୍ତର ତ୍ରିପୁରାର କାଞ୍ଚନପୁର ସବ୍‌ଡିଭିଜନରେ ୩ ଦିନ ହେଲା ଉତ୍ତେଜନା ଲାଗି ରହିଛି। ସରକାରଙ୍କ ନିଷ୍ପତ୍ତି ପ୍ରତିବାଦରେ ମିଳିତ…

ଚୂଡ଼ାନ୍ତ ପରୀକ୍ଷାରେ ଫାଇଜର ଟିକା ୯୫% ଫଳପ୍ରଦ

ନୂଆଦିଲ୍ଲୀ, ୧୯।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା ୯୫ ପ୍ରତିଶତ ଫଳପ୍ରଦ। ଚୂଡ଼ାନ୍ତ ପରୀକ୍ଷାରୁ ଏହା ଜଣାପଡ଼ିଥିବା ଫାଇଜର ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଏହା ପୂର୍ବରୁ ହୋଇଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ…

ଡିଏନ୍‌ଏ ଟେଷ୍ଟ ବୈଧ ପ୍ରମାଣ

ପ୍ରୟାଗରାଜ,୧୯ା୧୧: ଶିଶୁର ପିତୃତ୍ୱ ପ୍ରମାଣିତ କରିବା ଲାଗି ଡିଓକ୍ସିରିବୋନ୍ୟୁକ୍ଲେଇକ୍‌ ଏସିଡ୍‌ (ଡିଏନ୍‌ଏ) ବା ଗୁଣସୂତ୍ର ପରୀକ୍ଷା ହେଉଛି ସବୁଠୁ ବୈଧ ଓ ବୈଜ୍ଞାନିକ ଉପାୟ। ସ୍ତ୍ରୀଙ୍କ ଯୌନଗତ ବିଶ୍ୱସନୀୟତା ବା ସତୀତ୍ୱର ପ୍ରମାଣ ପାଇଁ ମା’ ଓ ଜନ୍ମିତ ସନ୍ତାନଙ୍କ ଡିଏନ୍‌ଏ…

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ଆଇସୋଲେଶନରେ ସଲମାନ, ଡ୍ରାଇଭର ଦୁଇ କର୍ମଚାରୀ କରୋନା ପଜିଟିଭ

ମୁମ୍ବାଇ,୧୯ ।୧୧: ବଲିଉଡ୍ ଭାଇଜାନ୍ ସଲମାନଙ୍କ ଖାଁଙ୍କ ଡ୍ରାଇଭର ଓ ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସଲମାନ ନିଜେ ଆଇସୋଲେଶନରେ ରହିଥିବା ଜଣାପଡିଛି । ନିକଟରେ ସେ ବିଗ୍ ବସ୍ ସିଜନ-୧୪ର ହୋଷ୍ଟ ଭାବେ କାମ କରୁଥିବା…

ରେକର୍ଡ ଭାଙ୍ଗିଲା ରାଜଧାନୀ

ନୂଆଦିଲ୍ଲୀ,୧୯।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା କାୟା ବିସ୍ତାର ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଟି ନୂଆ ମାମଲା ଚିହ୍ନଟ ହୋଇଛି। ଏହାସହ ୧୩୧ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦିଲ୍ଲୀରେ ଗୋଟିଏ ଦିନରେ କରୋନା ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?