ଜାତୀୟ

ଗୁପ୍‌କାର ଗ୍ୟାଙ୍ଗ୍‌ ଅପବିତ୍ର ମେଣ୍ଟ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀରରେ ଜିଲା ବିକାଶ ପରିଷଦ ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମଙ୍ଗଳବାର ବିରୋଧୀଙ୍କୁ ଘେରିଛନ୍ତି। ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ୍‌ (ପିଏଜିଡି)କୁ ଶାହା ଏକ ଅପବିତ୍ର ମେଣ୍ଟ ଭାବେ ଅଭିହିତ…

ତଦନ୍ତ ନ ସରିଲେ ଅଭିଯୁକ୍ତଙ୍କୁ ଜାମିନ

ନୂଆଦିଲ୍ଲୀ,୧୮ା୧୧: କୌଣସି ମାମଲାର ତଦନ୍ତ ନିର୍ଦ୍ଧାରିତ ସମୟରେ ଶେଷ ନ ହେଲେ ଅଭିଯୁକ୍ତଙ୍କୁ ‘ଡିଫଲ୍ଟ ବେଲ୍‌’ ମିଳିବ। ସମ୍ବିଧାନର ଅନୁଚ୍ଛେଦ ୨୧ ବେଆଇନ ଅଟକ ବିରୋଧରେ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତାର ସୁରକ୍ଷାକୁ ସୁନିଶ୍ଚିତ କରିଥାଏ। ଏହି ଧାରା ଅନୁସାରେ ଅଭିଯୁକ୍ତଙ୍କ…

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ, ପଞ୍ଚାୟତ ଏବଂ ଗ୍ରାମ୍ୟ ଉନ୍ନୟନ, ରାଜସ୍ବ, ଗୃହ ଏବଂ କୃଷକ କଲ୍ୟାଣ ବିଭାଗ ଅନ୍ତର୍ଭୁକ୍ତ…

ଗର୍ଜିଲେ ଶାହା: ଟାର୍ଗେଟରେ ସୋନିଆ-ରାହୁଲ

ନୂଆଦିଲ୍ଲୀ,୧୭ ।୧୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁପକାର ଗୋଷ୍ଠୀ ସହ ଜଡିତ ଦଳ ଗୁଡିକ ଉପରେ ଖୁବ୍ ବର୍ଷିଛନ୍ତି । ମଙ୍ଗଳବାର ଶାହା କହିଛନ୍ତି ଗୁପକାର ଗ୍ୟାଙ୍ଗର ଗୋଷ୍ଠୀ ଏବେ ବିଶ୍ୱବ୍ୟାପୀ ହୋଇଯାଇଛି । ଏହି ଗ୍ୟାଙ୍ଗ ଉପରେ ତ୍ରିରଙ୍ଗାକୁ ଅପମାନ…

ନୀତୀଶଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ପାଟନା,୧୭ ।୧୧: ବିହାରରେ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଗଠନ କରିଛି । ସୋମବାର ନୀତୀଶ କୁମାର ସପ୍ତମଥର ଲାଗି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ତାଙ୍କ ସହ ୧୪ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ…

ଭାଜପାର କମ୍ ନୀତୀଶଙ୍କ ଅଧିକ ସହଯୋଗୀ ଥିଲେ ସୁଶିଲ ମୋଦି: ଶିବାନନ୍ଦ

ପାଟନା,୧୭ ।୧୧: ବିହାରରେ ନୀତୀଶ କୁମାରଙ୍କ ନେତୃତ୍ୱରେ ପୁଣିଥରେ ସରକାର ଗଠନ କରାଯାଇଛି । ହେଲେ ଏଥର ସରକାରରେ ସୁଶୀଲ କୁମାର ମୋଦିଙ୍କୁ ନିଆଯାଇ ନାହିଁ । ଏହାକୁ ନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ଶିବାନନ୍ଦ ତିୱାରି ତାଙ୍କର ପ୍ରତିକ୍ରିୟା…

ଆଉ ୨ଶହ ନୁହେଁ ବିବାହ ଭୋଜିରେ ଯୋଗଦେବେ କେବଳ ୫୦

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଗତ କିଛି ସପ୍ତାହ ହେବ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି କିଛିଦିନ ହେବ ବିବାହ ଭୋଜିରେ ୨ଶହ ଲୋକ ଯୋଗ ଦେବାକୁ…

ରାହୁଲଙ୍କ ଭବିଷ୍ୟତ ପାଇଁ ବିପଦ ନ ଥିଲେ ମନମୋହନ, ସେଥିପାଇଁ ସୋନିଆ କରିଥିଲେ ପ୍ରଧାନମନ୍ତ୍ରୀ: ଓବାମା

ୱାଶିଂଟନ/ନୂଆଦିଲ୍ଲୀ,୧୭ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ର୍ରପତି ବାରାକ ଓବାମାଙ୍କ ପୁସ୍ତକ ‘ଏ ପ୍ରୋମିଜ୍‌ଡ ଲ୍ୟାଣ୍ଡ’ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ତାଙ୍କ ମା’ସୋନିଆ ଗାନ୍ଧୀ ତଥା ଦଳ ପାଇଁ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିଛି । ଓବାମା…

୧୨୫ ଦିନ ପରେ ଆଜି ଦେଶରେ ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମୁଛି। ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ସବୁଠୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୪୯…

ବ୍ରିକ୍ସ ଶିଖର ସମ୍ମିଳନୀ: ସୀମା ବିବାଦ ମଧ୍ୟରେ ପୁଣି ସାମ୍ନା ସାମ୍ନି ହେବେ ଭାରତ-ଚାଇନା

ନୂଆଦିଲ୍ଲୀ,୧୭ ।୧୧: ବୈଦେଶିକ ମନ୍ତ୍ରଣାଳର ସୂଚନା ଅନୁଯାୟୀ ମଙ୍ଗଳବାର ଆୟୋଜିତ ହେଉଛି ବିକ୍ସ ଶିଖର ସମ୍ମିଳନୀ । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ୧୨ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ । ଏହି…

ବାଣ ନେଲା ଭାଜପା ଏମ୍‌ପିଙ୍କ ନାତୁଣୀ ଜୀବନ

ପ୍ରୟାଗରାଜ,୧୭।୧୧: ଉତ୍ତରପ୍ରଦେଶର ପ୍ରୟାଗରାଜ ଲୋକସଭା ଆସନରୁ ଭାଜପା ଏମ୍‌ପି ରୀତା ବହୁଗୁଣା ଯୋଶୀଙ୍କ ଘରେ ଏକ ଅଭାବନୀୟ ଘଟଣା ଘଟିଛି। ଦୀପାବଳି ଦିନ ରାତିରେ ରୀତାଙ୍କ ପୁଅ ମୟଙ୍କ ଯୋଶୀଙ୍କ ୬ ବର୍ଷର ଝିଅ କିୟାଙ୍କ ବାଣରେ ଶରୀର ଗୁରୁତର ଭାବେ…

ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ: ଧରାପଡିଲେ ଦୁଇ ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀମାନେ କରୁଥିବା ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ । ଜମ୍ମୁ-କଶ୍ମୀରରେ ରହୁଥିବା ଓ ଜୈଡ-ଇ-ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିବା ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ସ୍ପେଶାଲ ସେଲ୍ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?