ଜାତୀୟ

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ ତାଙ୍କୁ ଜୋରଦାର ସ୍ବାଗତ ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ପାଲାମ…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ଉପରେ ସହମତି ସ୍ଥାପନ କରିବା ବ୍ରିକ୍ସର ୧୧ଟି ସଦସ୍ୟ ଦେଶର…

AIକୁ ନେଇ ନନ୍ଦନ ନିଲେକାନିଙ୍କ ବଡ଼ ପୂର୍ବାନୁମାନ: କହିଲେ ବଡ଼ କମ୍ପାନୀଗୁଡ଼ିକରେ AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ଚାଲିଯିବ, ଛୋଟ କମ୍ପାନୀଗୁଡ଼ିକ…

ନୂଆଦିଲ୍ଲୀ,୧୦।୯: AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ହରାଇବାର ଆଶଙ୍କା ମଧ୍ୟରେ, ବିଶିଷ୍ଟ ବୈଷୟିକ ବୈଜ୍ଞାନିକ ତଥା ଇନଫୋସିସର ଅଧ୍ୟକ୍ଷ ନନ୍ଦନ ନିଲେକାନି ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ AI ମୁଖ୍ୟତଃ ବଡ଼ କମ୍ପାନୀଗୁଡ଼ିକୁ କମ କର୍ମଚାରୀଙ୍କ…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦ ସେପ୍ଟେମ୍ବର ୨୦୨୬) , ରାଉସ ଆଭେନ୍ୟୁ କୋର୍ଟ RJD ମୁଖ୍ୟ ଲାଲୁ ପ୍ରସାଦ…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି। ବାଂଲାଦେଶର ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ହୁମାୟୁନ କବୀର ଗୁରୁବାର (୧୦ ସେପ୍ଟେମ୍ବର, ୨୦୨୬)…

କଂଗ୍ରେସକୁ ଲାଗିଲା ବଡ଼ ଝଟକା, ପ୍ରଥମ ଥର ଜିତିଲା ଭାଜପା

ଶିମଲା,୧୦।୯: ହିମାଚଳ ପ୍ରଦେଶର ଶିମଲା ଜିଲା ପରିଷଦ ନିର୍ବାଚନରେ କ୍ଷମତାସୀନ କଂଗ୍ରେସ ସରକାର ଏକ ବଡ଼ ଧରଣର ଝଟକା ପାଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ଥର ପାଇଁ ଅଧ୍ୟକ୍ଷ ଏବଂ ଉପ-ଅଧ୍ୟକ୍ଷ ପଦ ହାସଲ କରି ଇତିହାସ ସୃଷ୍ଟି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ ଧରି କେବଳ ଅନୁମାନ ଲଗାଯାଉଥିବା ବେଳେ, ବର୍ତ୍ତମାନ ଚାଇନାର ବୈଦେଶିକ ମନ୍ତ୍ରୀ ଏହାକୁ…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା ତଥା ଭାଜପାର ଜାତୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ OBC ମୋର୍ଚ୍ଚାର ପ୍ରଭାରୀ ଦାୟିତ୍ୱ…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ରାଜ୍ୟର ଭାଜପା ସରକାର ମଧ୍ୟ ଜନସାଧାରଣଙ୍କ ପାଇଁ ଏକାଧିକ ବଡ଼…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ ଭାବରେ ପରୀକ୍ଷାନିରୀକ୍ଷା ଚଳାଇବ। କମ୍ପାନୀ ଏହାକୁ ପ୍ରାୟ ୨୦ ବର୍ଷ ପର୍ଯ୍ୟନ୍ତ ଚଳାଇବାକୁ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି TMCର ବିଦ୍ରୋହୀ ଗୋଷ୍ଠୀ ଆହୱାନ ଦେଇଛି। ଏପରିକି ମମତା ନନ୍ଦୀଗ୍ରାମରୁ ଲଢ଼ିଲେ ତାଙ୍କ…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର ଏକ କାର୍ଯ୍ୟକ୍ରମ ଅବସରରେ ସେ କହିଛନ୍ତି ଯେ, ଏହି ହାଇୱେର ଉଦ୍ଘାଟନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?