ଆଇସିୟୁରେ ଗାୟକ ବାଲସୁବ୍ରମଣ୍ୟମ
ଚେନ୍ନାଇ,୧୪।୮: ଗାୟକ ତଥା ଅଭିନେତା ଏସ୍ ପି ବାଲାସୁବ୍ରମଣ୍ୟମଙ୍କ ସ୍ବାସ୍ଥାବସ୍ଥା ଧୀରେ ଧୀରେ ବିଗିଡିବାରେ ଲାଗିଛି। ଚଳିତମାସ ଆରମ୍ଭରେ ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ତାଙ୍କୁ ଚେନ୍ନାଇର ଏମ୍ଜିଏମ୍ ହେଲ୍ଥ କେୟାର ସେଣ୍ଟରେ ଭର୍ତ୍ତି କରାଯାଇଥିଲା। ବେଳକୁ…
କରୋନା ସଂକ୍ରମଣରେ ୩୨ ବର୍ଷ ପୁଅର ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ମା’
ହାଇଦ୍ରାବାଦ,୧୪।୮: କରୋନା ଭାଇରସ ସଂକ୍ରମଣ ଏବେ ଅନେକ ଘରର ଆଲୋକକୁ ଅନ୍ଧାରରେ ପରିବର୍ତ୍ତନ କରିଛି କହିଲେ ଚଳେ। ଶୁକ୍ରବାର ତେଲେଙ୍ଗାନାର ନାରାୟଣଖେଡ ଅଞ୍ଚଳରେ ରହୁଥିବା ଏକ ପରିବାରରେ ୩୨ ବର୍ଷୀୟ ଜଣେ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀ କରୋନାରେ ପୀଡ଼ିତ ଥିବା…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କ୍ୱାରାଣ୍ଟାଇନ୍ରେ ପଠାଇବାକୁ ଦାବି: ଉଠୁଛି ଏଭଳି ପ୍ରଶ୍ନ…
ନୂଆଦିଲ୍ଲୀ,୧୪।୮: ଅଯୋଧ୍ୟାର ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ମୁଖ୍ୟ ମହନ୍ତ ନୃତ୍ୟଗୋପାଳ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଅଗଷ୍ଟ ୫ରେ ହୋଇଥିବା ରାମମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗଦେଇଥିବା ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଇସୋଲେଶନରେ ରୁହନ୍ତୁ ବୋଲି କିଛି ଲୋକ…
ଶାହାଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ
ନୂଆଦିଲ୍ଲୀ,୧୪।୮: କିଛିଦିନ ହେବ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ରିପୋର୍ଟ ଶୁକ୍ରବାର ନେଗେଟିଭ ଆସିଛି। ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଏଥିପାଇଁ ସେ ଈଶ୍ୱରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହ ଯେଉଁ ଶୁଭେଚ୍ଛୁମାନେ…
ଏଥର ସ୍ବାଧିନତା ଦିବସରେ ପତାକା ଉତ୍ତୋଳନ କରିବେନି ମୁଖ୍ୟମନ୍ତ୍ରୀ ବିଜୟନ
ଥିରୁଭାନନ୍ତପୁରମ,୧୪।୮: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏଥର ସ୍ବାଧିନତା ଦିବସରେ ପତାକା ଉତ୍ତୋଳନ କରିବେ ନାହିଁ ବୋଲି ଜଣାପଡିଛି। ତାଙ୍କ ସ୍ଥାନରେ ମନ୍ତ୍ରୀ କଡାକମପାଲ୍ଲୀ ସୁରେନ୍ଦ୍ରନ ଥିରୁଭାନନ୍ତପୁରମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପତାକା ଉତ୍ତୋଳନ କରିବେ। ବିଜୟନ କେରଳର କୋଝିକୋଡେ ବିମାନ ଦୁର୍ଘଟଣା…
ବିହାର ନିର୍ବାଚନର ଦାୟିତ୍ୱ ନେଲେ ଫଡନବିଶ: ସୁଶାନ୍ତଙ୍କ ମୃତ୍ୟୁ ହେବ ମୁଖ୍ୟ ପ୍ରସଙ୍ଗ!
ପାଟନା,୧୪।୮: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରି ସାରିଲାଣି। ଭାଜପା ଏଥର ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରିବାକୁ…
କୋଭାକ୍ସିନ୍ ପ୍ରଥମ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ସଫଳ: ସ୍ବେଚ୍ଛାସେବୀଙ୍କୁ ଦିଆଗଲା ଦ୍ୱିତୀୟ ଡୋଜ୍
ନୂଆଦିଲ୍ଲୀ,୧୪।୮: ଭାରତ ବାୟୋଟେକ-ଆଇସିଏମ୍ଆର ପକ୍ଷରୁ ପ୍ରସ୍ତୁତ କରାଯାଉଥିବା କୋଭିଡ-୧୯ ଭାକ୍ସିନର ପ୍ରଥମ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ସଫଳ ହୋଇଛି। ପରୀକ୍ଷଣ ପ୍ରାରମ୍ଭିକ ଫଳାଫଳ ପରେ କୁହାଯାଉଛି ଯେ, ଏହି ଭାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ। ସେହିପରି ୬ଟି ସହରରେ ଭାରତ ବାୟୋଟେକ ଓ…
ଜିତିଲେ ଗେହଲଟ
ଜୟପୁର,୧୪।୮: ରାଜସ୍ଥାନ ରାଜନୀତିରେ ଲାଗିରହିଥିବା ସଙ୍କଟ ଶେଷ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାର ଆସ୍ଥା ଭୋଟରେ ବିଧାନସଭାରେ ବିଜୟଲାଭ କରିଛନ୍ତି। ବହୁମତ ସାବ୍ୟସ୍ତ କରିବା ପୂର୍ବରୁ ଗେହଲଟ କହିଥିଲେ ନିର୍ବାଚିତ ସରକାରଙ୍କୁ ଭାଙ୍ଗିବାକୁ ଚେଷ୍ଟା କରାଯାଉଛି। ହେଲେ ଏହା…
ସ୍ବାଧିନତା ଦିବସରେ ଦେଶବାସୀଙ୍କୁ ବଡ ଉପହାର ଦେଇ ପାରନ୍ତି ମୋଦି
ନୂଆଦିଲ୍ଲୀ,୧୪।୮: ଆଉ ମାତ୍ର କେଇ ଘଣ୍ଟା ପରେ ଦେଶ ପାଳିବ ସ୍ବାଧିନତା ଦିବସ। ଏହି ଦିବସରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନକୁ ନେଇ ଏବେ ବିଭିନ୍ନ ପ୍ରକାର ଆଲୋଚନା ହେଉଛି। କୁହାଯାଉଛି କି ‘ଓ୍ବାନ ନେଶନ ଓ୍ବାନ ରାଶନ କାର୍ଡ’ ପରେ ଏବେ ସରକାର…
ସବୁଠାରୁ ଶକ୍ତିଶାଳୀ ଯୋଦ୍ଧାକୁ ସୀମାକୁ ପଠାଯାଏ: କାହିଁକି ଏଭଳି କହିଲେ ପାଇଲଟ
ଜୟପୁର,୧୪।୮: ବହୁ ବାଦ ବିବାଦ ପରେ ଶୁକ୍ରବାର ରାଜସ୍ଥାନରେ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ବର୍ଷା ଯୋଗୁ ଅଧିବେଶନ ବିଳମ୍ବରେ ଆରମ୍ଭ ହୋଇଥିଲା। ଗେହଲଟଙ୍କ ସରକାରରେ ଆଇନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଥିବା ଶାନ୍ତି କୁମାର ଧାରିଓ୍ବାଲ ଗୃହରେ ବିଶ୍ୱାସ…
କେରଳ ବିମାନ ଦୁର୍ଘଟଣା: ଉଦ୍ଧାର କାର୍ଯ୍ୟରେ ନିୟୋଜିତ ୨୨ ଅଧିକାରୀ କରୋନା ପଜିଟିଭ
ତିରୁଭାନନ୍ତପୁରମ,୧୪।୮: କେରଳ ବିମାନ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ୨୨ ଅଧିକାରୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ଜଣେ ଜିଲାପାଳ ଓ ସ୍ଥାନୀୟ ପୋଲିସ ଅଧିକାରୀ ଥିବା ସୂଚନା ରହିଛି। ମଲ୍ଲାପୁରମର ମେଡିକାଲ ଅଫିସର ଏହି ସୂଚନା…
ଚାଇନାକୁ ମୁହଁତୋଡ଼ ଜବାବ ଦେବାକୁ ଭାରତୀୟ ବାୟୁସେନା ନେଲା ଏହି ପଦକ୍ଷେପ
ନୂଆଦିଲ୍ଲୀ,୧୪ା୮: ଲଦାଖର ଲାଇନ ଅଫ୍ ଆକ୍ଟୁଆଲ କଣ୍ଟ୍ରୋଲ (LAC) ଉପରେ ଭାରତ ଏବଂ ଚାଇନା ସେନା ମଧ୍ୟରେ ତିକ୍ତତା ଲାଗିରହିଛି। ଚାଇନା ଯେକୌଣସି ଚାଲବାଜି କରିପାରେ ବୋଲି ଆଶଙ୍କା କରି ଏହାର ମୁକାବିଲା ପାଇଁ ଭାରତୀୟ ବାୟୁସେନା ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛି।…
Archives


