ଜାତୀୟ

ଲକ୍‌ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ

ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍‌ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ...

ସନ୍ଦେହ ଘେରରେ ଚାଇନାର ର଼୍ୟାପିଡ୍‌ ଟେଷ୍ଟ୍‌ କିଟ୍‌: କରୋନା ପଜିଟିଭ୍‌ ପାଲଟୁଛନ୍ତି ନେଗେଟିଭ୍‌; ୯୫ ପ୍ରତିଶତ ଘଟଣାରେ ଭୁଲ୍‌ ସୂଚନା

ଜୟପୁର,୨୧।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତ ଚାଇନାରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଇଥିଲା। ଏହାଦ୍ୱାରା ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି କୁହାଯାଇଥିଲା। ପ୍ରଥମେ ଏହାକୁ ରାଜସ୍ଥାନର ହଟ୍‌ସ୍ପଟ୍‌ ଅଞ୍ଚଳରେ ବ୍ୟବହାର କରାଯାଇଥିଲା। ତେବେ...

ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା ଥେରାପି ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୪୯ ବର୍ଷୀୟ...

କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ସେତେବେଳେ ମଣିଷ ପାଖରେ ମରିଯାଉଛି ମାନବିକତା। ଏହାର...

ସରକାର ଗଠନର ୨୯ ଦିନ ପରେ ହେଲା ଶିବରାଜଙ୍କ କ୍ୟାବିନେଟର ସମ୍ପ୍ରସାରଣ

ଭୋପାଳ,୨୧।୪: ମଧ୍ୟପ୍ରଦେଶରେ ପୁଣିଥରେ ଶାସନ କ୍ଷମତା ହାତକୁ ନେଇଥିବା ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ମଙ୍ଗଳବାର ହୋଇଛି। ଶାସନ କ୍ଷମତା ହାତକୁ ନେବାର ୨୯ ଦିନ ପରେ ଶିବରାଜଙ୍କ ମନ୍ତ୍ରୀମଣ୍ଡଳର ୫ ମନ୍ତ୍ରୀ ମଙ୍ଗଳବାର ଶପଥ ନେଇଛନ୍ତି।...

ଲକ୍‌ ଡାଉନ୍‌: ୧୦୦ କିଲୋମିଟର ଚାଲିବା ପରେ ବି ଘରେ ପହଞ୍ଚି ପାରିଲେନି ବାଳିକା; ବାଟରେ ଘଟିଲା ମୃତ୍ୟୁ

ବିଜାପୁର,୨୧।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ରାଜ୍ୟ ବାହାରକୁ କାମଧନ୍ଦା ଉଦ୍ଦେଶ୍ୟରେ ଯାଇଥିବା ବହୁ ଶ୍ରମିକ ଅଟକି ରହିଛନ୍ତି।...

ଦିଲ୍ଲୀରେ ଗରିବ ଓଡ଼ିଆଙ୍କ ଦୁର୍ଦ୍ଦଶା ବଢ଼ୁଛି

ନୂଆଦିଲ୍ଲୀ,୨୧।୪: ଲକ୍‌ଡାଉନ ଯୋଗୁ ଦିଲ୍ଲୀରେ ଥିବା ଗରିବ, ଖଟିଖିଆ ଓଡ଼ିଆଙ୍କ ଦୁର୍ଦ୍ଦଶା ଅସମ୍ଭାଳ ହୋଇପଡ଼ିଛି। ହାତରେ କାମ ନାହିଁ କି ପେଟରେ ଦାନା ନାହିଁ। ଠିକାରେ କାମ କରୁଥିବା ଶ୍ରମିକମାନେ ଏଠାରେ ସବୁଠାରୁ ଅଧିକ ଦୁର୍ଦ୍ଦଶା ଭୋଗୁଛନ୍ତି। ଘରୁ ବାହାରିବା...

୨ ସାଧୁଙ୍କ ସମେତ ୩ ଜଣଙ୍କୁ ପିଟି ହତ୍ୟା

ମୁମ୍ବାଇ,୨୧ା୪: ମହାରାଷ୍ଟ୍ରର ପାଲ୍‌ଘର ଅଞ୍ଚଳରେ ଦୁଇଜଣ ସାଧୁ ଓ ସେମାନଙ୍କ ଡ୍ରାଇଭରକୁ କେତେକ ଲୋକ ପିଟି ମାରିଦେବା ଘଟଣାକୁ ନେଇ ସାରା ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ୫ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଶତାଧିକଙ୍କୁ ଗିରଫ କରାଯାଇଥିବାବେଳେ...

ମୁମ୍ବାଇରେ ୫୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରୋନା

ମୁମ୍ବାଇ,୨୧ା୪(ପି.ଟି.): ମୁମ୍ବାଇରେ ୫୩ ଜଣ ଗଣମାଧ୍ୟମ ପ୍ରତିନିଧି କରୋନା ସଂକ୍ରମିତ ଥ୍‌ତ୍ବା ପରୀକ୍ଷାରୁ ଜଣାପଡିଛି। ଖବରଦାତାମାନଙ୍କର କୋଭିଡ୍‌-୧୯ ପରୀକ୍ଷା ଲାଗି ଗତ ୧୬ ଓ ୧୭ ତାରିଖରେ ଆଜାଦ ମଇଦାନରେ ସ୍ବତନ୍ତ୍ର କ୍ୟାମ୍ପ୍‌ର ଆୟୋଜନ କରାଯାଇଥିଲା। ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ...

ସଂକ୍ରମଣ ବାଣ୍ଟୁଛି ମୁମ୍ବାଇ ହସ୍ପିଟାଲ: ପିପିଇ ସୁବିଧା ସତ୍ତ୍ୱେ ୨୦୦ରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪(ପିଟି): ଦେଶର ଅର୍ଥନୈତିକ ରାଜଧାନୀ କୁହାଯାଉଥିବା ମୁମ୍ବାଇ ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମହାରାଷ୍ଟ୍ରରେ ସର୍ବାଧିକ ୪୪୮୩ଜଣ ସଂକ୍ରମିତ ହୋଇଥିବାବେଳେ ୨୨୩ଜଣଙ୍କ ମୃତ୍ୟୁ ଘଟିଲାଣି। ସେଥିରୁ ମୁମ୍ବାଇ ସହରରେ କେବଳ ୨୨୬୮ଜଣ ସଂକ୍ରମିତ ହୋଇଛନ୍ତି। ବିଶେଷକରି ମୁମ୍ବାଇର ବିଭିନ୍ନ ହସ୍ପିଟାଲରେ...

ଭାରତକୁ ଚାଇନାର ସମାଲୋଚନା

ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) କ୍ଷେତ୍ରରେ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଉପରେ ଭାରତ ଅଙ୍କୁଶ ଲଗାଇବାର ୨ ଦିନ ପରେ ଏହାକୁ ନେଇ ସୋମବାର ଚାଇନା ପ୍ରତିକ୍ରୟା ପ୍ରକାଶ କରିଛି। ଚାଇନା ସମେତ ଅନ୍ୟ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପ୍ରତ୍ୟକ୍ଷ ରୁଟ୍‌ରେ...

ଚ୍ୟାଲେଞ୍ଜ ହୋଇପାରେ କୋଭିଡ୍‌ ପରବର୍ତ୍ତୀ କାର୍ଯ୍ୟସ୍ଥଳ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସରକାର ଲକ୍‌ଡାଉନ ସମୟସୀମାକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଅଧିକାଂଶ କର୍ମଚାରୀ ଘରେ ରହି ଅଫିସ କାର୍ଯ୍ୟ କରିବାକୁ ନିୟମିତ କାର୍ଯ୍ୟକ୍ରମ ଭାବେ ଧରିନେଇଛନ୍ତି। କରୋନା ସର୍ମ୍ପୂ୍‌ଣ୍ଣ ନିୟନ୍ତ୍ରଣକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri