ଜାତୀୟ

୨୦୨୧ରେ ୫ ରାଜ୍ୟରେ ନିର୍ବାଚନ: ୪ ରାଜ୍ୟ ଉପରେ ଭାଜପାର ଲକ୍ଷ୍ୟ

ନୂଆଦିଲ୍ଲୀ,୧୨।୧୧: ଦେଶର ୫ ରାଜ୍ୟରେ ଆସନ୍ତା ବର୍ଷ ୨୦୨୧ରେ ବିଧାନସଭା ନିର୍ବାଚନ ହେବ। ଏନେଇ ଭାଜପା ପକ୍ଷରୁ ୪ ରାଜ୍ୟରେ କ୍ଷମତା ହାସଲ ପାଇଁ ରଣନୀତି ପ୍ରସ୍ତୁତ କରାଯାଉଛି। ବିହାରରେ ଭାଜପାର ସ୍ଥିତି ସୁଦୃଢ଼ ହେବା ପରେ ଅନ୍ୟ ରାଜ୍ୟ ବିଜୟ…

ବାଣ ଫୁଟାନ୍ତୁ ନାହିଁ ବରଂ ବାଣ ଖାଆନ୍ତୁ!

ବେଙ୍ଗାଲୁରୁ,୧୨ ।୧୧: ଗୋଟିଏ ପଟେ କରୋନା ମହାମାରୀ ସାରା ବିଶ୍ୱକୁ କବଳିତ କରି ରଖିଥିବା ବେଳେ ଅନ୍ୟପଟେ ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳୀ । ଭାରତରେ ଏହାର ଖୁବ୍ ଚାହିଦା ଥିବା ବେଳେ ଏଥର କିନ୍ତୁ ଏହା ଫିକା ପଡିଯିବ…

ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନାହାନ୍ତି ନୀତୀଶ!

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏକୁ ବହୁମତ ମିଳିଥିବା ବେଳେ ଏବେ ସେ ସରକାର ଗଠନ କରିବାକୁ ଯାଉଛି । ହେଲେ ନୀତୀଶ କୁମାର ଏଥର ମୁଖ୍ୟମନ୍ତ୍ରୀ ହେବାରୁ ଅରାଜି ଅଛନ୍ତି । ତାଙ୍କ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)…

ତୃଣମୂଳରେ ଫାଟ ଆଶଙ୍କା: କ୍ୟାବିନେଟ୍‌ ବୈଠକରେ ଯୋଗ ଦେଲେନି ମନ୍ତ୍ରୀ ଶୁଭେନ୍ଦୁ

କୋଲକାତା,୧୨।୧୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରରେ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ପରେ ମମତାଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିବା ଶୁଭେନ୍ଦୁ ଅଧିକାରୀଙ୍କ ହାବଭାବରେ ବହୁ ପରିବର୍ତ୍ତନ ହୋଇଛି। ୩…

ବଢୁଛି ପ୍ରଦୂଷଣ କମୁଛି ତାପମାତ୍ରା: ରାଜଧାନୀରେ ବେକାକୁ ହେଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୨ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଏବେ ସବୁ ରେକର୍ଡକୁ ଭାଙ୍ଗି ଦେଇଛି । ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସରକାରଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ବୁଧବାର ଏଠାରେ…

ରାଜୌରୀ-ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଗୁରୁବାର ପୂର୍ବାହ୍ନ ୯ଟାରେ ପୁଞ୍ଚ୍‌ ଏବଂ ରାଜୌରୀ ଜିଲାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ପୁଞ୍ଚ୍‌ ଜିଲାର ଶାହପୁର, କେର୍ନି…

କରୋନା ସଂକ୍ରମଣରେ ଭାଜପା ନେତାଙ୍କ ପରଲୋକ

ଡେରାଡୁନ,୧୨ ।୧୧: ଉତ୍ତରାଖଣ୍ଡର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ଜିନାଙ୍କର ପରଲୋକ ହୋଇଛି । କରୋନା ସଂକ୍ରମିତ ହେବା ପରେ ସେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଛି…

ଶିବସେନାର କଟାକ୍ଷ: ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ କରାଇବା, ପରାଜିତ ପହିଲମାନଙ୍କୁ ପଦକ ଦେବା ଭଳି

ମୁମ୍ବାଇ,୧୨।୧୧: ବିହାର ନିର୍ବାଚନ ଫଳାଫଳ ନେଇ ଶିବସେନା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ କଟାକ୍ଷ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ କରାଇବା ଜଣେ ପରାଜିତ ପହିଲମାନଙ୍କୁ ପଦକ ଦେବା ଭଳି। ତେବେ ନୀତିଶଙ୍କ ଦଳ ଜେଡ଼ିୟୁ…

କଂଗ୍ରେସରେ ବିଦ୍ରୋହର ସ୍ବର

ନୂଆଦିଲ୍ଲୀ,୧୨।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ କଂଗ୍ରେସରେ ବିଦ୍ରୋହ ସ୍ବର ଉଠିଛି। ମହାମେଣ୍ଟର ପରାଜୟ ପାଇଁ କଂଗ୍ରେସ ଦାୟୀ ବୋଲି ଦଳରେ ଚର୍ଚ୍ଚା ହେଉଛି। ଏନେଇ ଗୁରୁବାର କଂଗ୍ରେସ ମହାସଚିବ ତାରିକ୍‌ ଅନଓ୍ବାର ଦଳ ପରାଜୟର କାରଣ…

ଏନ୍‌ଡିଏ ସରକାର ଗଢିପାରେ ହେଲେ ପ୍ରକୃତ ବିଜୟୀ ହେଉଛନ୍ତି ତେଜସ୍ୱୀ: ଶିବସେନା

ମୁମ୍ବାଇ,୧୨ ।୧୧: ବିହାର ବିଧାନସଭା ନିର୍ବାଚନରେ ଏକ ଷ୍ଟାଟିିସକାଲ ଗେମ୍‌ରେ ନ୍ୟାଶନାଲ ଡେମେକ୍ରାଟିକ ଆଲାଏନ୍ସ(ଏନ୍‌ଡିଏ) ବିଜୟ ଲାଭ କରିଛି ସତ । ହେଲେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ତେଜସ୍ୱୀ ଯାଦବ ପ୍ରମାଣ କରି ଦେଇଛନ୍ତି ରାଜ୍ୟରେ ତାଙ୍କ ଦଳ ହିଁ…

ସାତ ନମ୍ବର ସହ କ’ଣ ରହିଛି ନୀତୀଶଙ୍କର ସମ୍ପର୍କ

ପାଟନା,୧୨ ।୧୧: ବିହାରରେ ପୁଣିଥରେ ଏନ୍‌ଡିଏ ସରକାର ଗଢିବାକୁ ଯାଉଛି । ଆଉ ସୁଶାସନ ବାବୁ ଭାବେ ପରିଚିତ ନୀତିଶ କୁମାର ଏଥର ବି ଶାସନ ଡୋରି ହାତରେ ରଖିବେ ବୋଲି ଜଣାପଡିଛି । ମହାମେଣ୍ଟକୁ ହରାଇବା ପରେ ଭାରତୀୟ ଜନତା…

୬୮% ବିଜେତା ଦାଗୀ, ୮୧% କୋଟିପତି

ନୂଆଦିଲ୍ଲୀ,୧୨ା୧୧: ବିହାର ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ୨୪୩ ଜଣଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୧% ବିଜେତା କୋଟିପତି ବୋଲି ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?