‘କରୋନାର ସ୍ଥାୟୀ ପ୍ରତିକାର ଦେଇପାରିବ ବୁଦ୍ଧଙ୍କ ବାଣୀ’
ନୂଆଦିଲ୍ଲୀ,୫ା୭(ପି.ଟି.): ଭଗବାନ ବୁଦ୍ଧଙ୍କ ବାର୍ତ୍ତାର ଏବେ ମଧ୍ୟ ପ୍ରାସଙ୍ଗିକତା ରହିଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରକାଶ କରିଛନ୍ତି। ସାରା ବିଶ୍ୱ କରୋନା ମହାମାରୀ ବିରୋଧରେ ଲଢ଼େଇ କରୁଥିବାବେଳେ ବୁଦ୍ଧଙ୍କ ବାଣୀ ଆଲୋକବର୍ତ୍ତିକା ଭଳି କାର୍ଯ୍ୟ…
ତଦନ୍ତ ଲାଗି ଚାଇନା ଯିବ ଡବ୍ଲ୍ୟୁଏଚ୍ଓ ଟିମ୍
ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଉତ୍ପତ୍ତି ସ୍ଥଳ ଚାଇନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ)ର ଏକ ଟିମ୍ ଆସନ୍ତା ସପ୍ତାହରେ ତଦନ୍ତ ଲାଗି ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଚାଇନାର ଏକ ବିଜ୍ଞାନାଗାରରୁ ଏହା ଲିକ୍ ହୋଇଥିବା ଆମେରିକା ଅଭିଯୋଗ…
‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’
ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍ଆର୍) କରୋନା ଭାଇରସ୍ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍ଦାର କରିଛି।…
ସତ ଓଗାଳିଲା ଡବ୍ଲ୍ୟୁଏଚ୍ଓ: ‘ଭୂତାଣୁ ସମ୍ପର୍କରେ ପ୍ରଥମେ ଚାଇନା ସତର୍କ କରି ନ ଥିଲା’
ଜେନିଭା,୪।୭: ମହାମାରୀ କରୋନା ପ୍ରକୋପ ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଶେଷରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ସତ ମାନିଛି। ଭୂତାଣୁ ନେଇ ଚାଇନା ଆମକୁ କୌଣସି ସତର୍କ କରି ନ ଥିଲା ବରଂ ଚାଇନାରେ ଥିବା ନିଜ କାର୍ଯ୍ୟାଳୟ ଉହାନ୍ରେ…
ମଞ୍ଚ ଉପରେ କନ୍ୟାଙ୍କୁ ଲ୍ୟାପ୍ଟପ୍ରେ କାମ କରୁଥିବା ଦେଖି ଏଭଳି କହିଲେ ଅତିଥି…
ମୁମ୍ବାଇ,୪।୭: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଏବେ ସରକାରୀ ହେଉ କି ବେସରକାରୀ ସମସ୍ତ କାର୍ଯ୍ୟାଳୟରେ କମ୍ କର୍ମଚାରୀଙ୍କୁ ନେଇ କାମ କରାଯାଉଛି। ବାକି ଅନ୍ୟମାନେ ଘରେ ରହି କାର୍ଯ୍ୟ କରୁଛନ୍ତି। କରୋନା ଲକ୍ଡାଉନ ସମୟରେ ଓ୍ବାର୍କ ଫ୍ରମ୍ ହୋମ୍ ଶବ୍ଦ…
ଏମ୍ପି ଦଶମ ବୋର୍ଡରେ ରେକର୍ଡ: ୧୦୦ ପ୍ରତିଶତ ନମ୍ବର ରଖିଲେ ୧୫ ଟପ୍ପର
ଭୋପାଳ, ୪।୭: ମଧ୍ୟପ୍ରଦେଶ ଦଶମ ବୋର୍ଡ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ପ୍ରଥମ ଥର ପାଇଁ ଏକ ରେକର୍ଡ ସୃଷ୍ଟି ହୋଇଛି। ୧୫ ଜଣ ଛାତ୍ରୀଛାତ୍ର ୧୦୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ଦଶମ ବୋର୍ଡର ୬୨.୮୪…
ଇମରଜେନ୍ସି ଲାଇଟ୍ ଭିତରେ ସୁନାଇଟା ଚୋରା ଚାଲାଣ
ଜୟପୁର, ୪।୭: ରାଜସ୍ଥାନର ଜୟପୁରରେ ଏକ ବଡ଼ ଧରଣର ସୁନାଇଟା କାରବାର ଧରା ପଡ଼ିଛି। ୩୧.୯୯ କିଲୋଗ୍ରାମ୍ର ସୁନାଇଟା ଚୋରା ଚାଲାଣ ହେଉଥିବାବେଳେ କଷ୍ଟମ ଅଫିସର ଏହାକୁ ଜବତ କରିଛନ୍ତି। କାରବାରରେ ଲିପ୍ତଥିବା ୧୪ଜଣଙ୍କୁ ଗତରଫ କରାଯାଇଛି। ସୁନାଇଟାଗୁଡ଼ିକ ୨ଟି ଚାର୍ଟର…
ଚାଇନାକୁ ପୁଣି ଝଟ୍କା: ହାତରୁ ଗଲା କାନପୁର-ଆଗ୍ରା ମେଟ୍ରୋ ପ୍ରୋଜେକ୍ଟ
ଲକ୍ଷ୍ନୌ, ୪।୭: ଗଲଓ୍ବାନ ଘାଟିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍ ହେବା ପରେ ଦେଶରେ ଚାଇନା ବିରୋଧୀ ଅଭିଯାନ ଜାରି ରହିଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଚାଇନାକୁ ପୁଣି ଏକ ଝଟ୍କା ଦିଆଯାଇଛି। କାନପୁର-ଆଗ୍ରା ମେଟ୍ରୋ…
ସୀମା ପାରରୁ ଡ୍ରୋନ୍ ଜରିଆରେ ସ୍ନାଇପର ଗନ୍ ପଠାଉଛି ଏହି ଦେଶ: ଏନ୍ଆଇଏ କରିବ ଯାଞ୍ଚ
ନୂଆଦିଲ୍ଲୀ,୪।୭: ନିଜ ମନ୍ଦ ବୁଦ୍ଧି ଯୋଗୁ ପାକିସ୍ତାନ କ୍ରମାଗତ ଭାବେ ଭାରତ ବିରୋଧରେ ନୂଆ ନୂଆ ଷଡ଼ଯନ୍ତ୍ର ରଚୁଛି। ପ୍ରାୟ ସମୟରେ ଏହାର ପ୍ରମାଣ ମଧ୍ୟ ଦେଖିବାକୁ ମଳୁଛି। ନିକଟରେ ସୀମା ସୁରକ୍ଷା ବଳ(ବିଏସ୍ଏଫ୍) ଓ ଜମ୍ମୁ-କଶ୍ମୀର ପୋଲିସ(ଜେକେପି) ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ…
ସିନ୍ଧୁ ଦର୍ଶନ ପୂଜା କରି ଚାଇନାକୁ କ’ଣ ବାର୍ତ୍ତା ଦେବାକୁ ଚାହୁଁଛନ୍ତି ମୋଦି
ଲେହ,୪।୭: ଚାଇନା ସୀମାରେ ମୁତୟନ ହୋଇଥିବା ଯବାନଙ୍କୁ ଉତ୍ସାହିତ କରିବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଚାନକ ଲଦାଖର ରାଜଧାନୀ ଲେହରୁ ପ୍ରାୟ ୨୫ କିଲୋମିଟରରେ ଥିବା ନିମୁକୁ ଗସ୍ତ କରିଥିଲେ। ଲଦାଖର ଫରଓ୍ବାର୍ଡ ବ୍ରିଗେଡର ନିମୁରେ ପହଞ୍ଚିବା ପରେ…
କରୋନାରୁ ବର୍ତ୍ତିବା ପାଇଁ ଏଭଳି ମାସ୍କ ପିନ୍ଧିଲେ ବ୍ୟକ୍ତି
ପୁଣେ,୪।୭: ଦେଶରେ କରୋନା ଭାଇରସ୍ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଏହାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ…
୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ…
Archives


