ଜାତୀୟ

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା ପାଇଁ ଆବଶ୍ୟକ ଔଷଧ ଏବଂ ସାନିଟାଇଜର ପ୍ରସ୍ତୁତିରେ ଦରକାର ହେଉଥିବା କଞ୍ଚାମାଲକୁ ଚାଇନା...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ...

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି ସମୟରେ ନୂଆ ନୂଆ ଚ୍ୟାଲେଞ୍ଚ ନେଇ ଏହାର ଫଟୋ ଓ ଭିଡିଓ ସୋସିଆଲ...

ଲକ୍‌ଡାଉନରେ କୌଣସି କୋହଳ କରାଯିବନି: କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସ୍ଥିତି ବର୍ତ୍ତମାନ ଯାହା ରହିଛି ତାକୁ ନଜରରେ ରଖି ଆସନ୍ତା ସପ୍ତାହ ମଧ୍ୟରେ ଲକ୍‌ଡାଉନରେ କୌଣସି କୋହଳ କରାଯିବ ନାହିଁ ବୋଲି ରବିବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏକ ଖବରଦାତା...

କରୋନା ସଚେତନତା ପାଇଁ ପ୍ରତିମୂର୍ତ୍ତି ଲଗାଇଲା ପୋଲିସ

ନାଗପୁର,୧୯।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ପୋଲିସ ଲୋକଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବାକୁ ପ୍ରୟାସ ଜାରି ରଖିଛି। ଏବେ ନାଗପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ହୋଇଥିବା ବେଳେ ସେଠାକାର ଲୋକଙ୍କୁ ସତର୍କ କରାଇବାକୁ...

ମହଙ୍ଗା ପଡିଲା ହାତରେ ମଦ ବୋତଲ ଧରି ଫଟୋ ଉଠାଇବା

ଭୋପାଳ,୧୯।୪: ମଧ୍ୟପ୍ରଦେଶ ରାଇସେନ ଜିଲାର ୩ ରାଜସ୍ବ ଅଧିକାରୀଙ୍କୁ ମହଙ୍ଗା ପଡିଛି ହାତରେ ମଦ ବୋତଲ ଧରି ଫଟୋ ଉଠାଇବା। ଏମାନଙ୍କର ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବରେଲି ସବ ଡିଭିଜନାଲ ମାଜିଷ୍ଟ୍ରେଟ ୩ ଅଧିକାରୀଙ୍କୁ...

ସୁସ୍ଥ ହେଲେ ଅହମଦାବାଦର ପ୍ରଥମ କରୋନା ସଂକ୍ରମିତ

ଅହମଦାବାଦ,୧୯।୪: ଗୁଜରାଟ ଅହମଦାବାଦର ନିଓମି ଶାହା ହେଉଛନ୍ତି ସେଠାକାର ପ୍ରଥମ କରୋନା ସଂକ୍ରମିତ। ହେଲେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ରବିବାର ଡିସଚାର୍ଜ ହୋଇଛନ୍ତି। ମାର୍ଚ୍ଚ ୧୭ରେ ନିଓମି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।...

ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୪: ଗୋଟିଏ ପଟେ କରୋନା ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନର ଅବଧି ସରି ସରି ଆସୁଥିବା ବେଳେ ଅନ୍ୟପଟେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। ରବିବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

ଆଶା ଦେଖାଇଛି ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ,୧୯।୪: କରୋନା ଭାଇରସ୍‌ରେ ସାରା ବିଶ୍ୱରେ ସାଢ଼େ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବାବେଳେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହି ମହାମାରୀଠାରୁ କିଭଳି ଜୀବନ ରକ୍ଷା କରାଯିବ ତାହାର ଉପଚାର ଖୋଜିବାରେ ବିଶ୍ୱର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି।...

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ କରିଛନ୍ତି। ଏଥିସହିତ କୋଭିଡ୍‌-୧୯ ଚିକିତ୍ସା ଲାଗି ସ୍ବତନ୍ତ୍ର ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଲକ୍‌ଡାଉନ...

ଭାରତକୁ ସାଲ୍ୟୁଟ୍‌ କଲା ଜାତିସଂଘ

କୋଭିଡ୍‌-୧୯ ମହାମାରୀ ବିରୋଧୀ ଲଢ଼େଇରେ ଅନ୍ୟ ଦେଶକୁ ସହାୟତା କରିଥିବା ଭାରତ ଓ ଅନ୍ୟ ରାଷ୍ଟ୍ରଙ୍କୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସାଲ୍ୟୁଟ୍‌ ଜଣାଇଛନ୍ତି। କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ଭାରତ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଆମେରିକା ସମେତ...

ଜମାତ ସହ ସମ୍ପୃକ୍ତ ୪ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ୧୪,୩୭୮ରେ ପହଞ୍ଚତ୍ଥିବାବେଳେ ସେଥିରୁ ୪୨୯୧ମାମଲା ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଗତ ମାସରେ ଅନୁଷ୍ଠିତ ତବଲିଘି ଜମାତ ଧର୍ମସଭା ସହ ସମ୍ପୃକ୍ତ ବୋଲି ସରକାର ଘୋଷଣା କରିଛନ୍ତି। ଅର୍ଥାତ୍‌ ପ୍ରତି ୧୦ ମାମଲାରୁ ୩ଟିର ଜମାତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri