ଜାତୀୟ

ଫାଇଜର କୋଭିଡ୍‌ ଟିକା ୯୦% ପ୍ରଭାବୀ

ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍‌ଟେକ୍‌ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍‌-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ପ୍ରଭାବ ପକାଉଥିବା ସାବ୍ୟସ୍ତ ହୋଇଛି। ସୋମବାର ଫାଇଜର ପକ୍ଷରୁ ଏହା…

ମୋଦିଙ୍କ ବିରୋଧରେ କିଛି ବି ଓଲଟା ସିଧା କୁହନ୍ତୁ ନାହିଁ: ତେଜସ୍ୱୀ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି । ଏକ୍‌ଜିଟ୍ ପୋଲ୍ ଅନୁଯାୟୀ ଏଥର ମହାମେଣ୍ଟର ନେତା ତଥା ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କୁ ଲୋକେ ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଚାହୁଁଛନ୍ତି । ସେପଟେ ଏନ୍‌ଡିଏ ଦାବି…

ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ନିର୍ବାଚନ…

ବିହାର ନିର୍ବାଚନ ଫଳାଫଳ: ଏନ୍‌ଡିଏକୁ ପଛରେ ପକାଇଲା ମହାମେଣ୍ଟ

ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ ଆଗୁଆ…

ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ

ଲକ୍ଷ୍ନୌ,୯ ।୧୧: ଶ୍ରୀରାମ ଜନ୍ମଭୂମି ତିର୍ଥ ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ଲକ୍ଷ୍ନୌ ନିଆଯାଇଛି । ଛାତିରେ ଯନ୍ତ୍ରଣା ସହ ନିଶ୍ୱାସ ଦେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ…

ଏଠାରେ କାର୍‌, ଜିପ, ହାତୀ ପ୍ରତିମୂର୍ତ୍ତିିର ତିଆରି ହୁଏ ସମାଧି, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥାଏ, ସମାଧି ଦିଆଯିବା ସ୍ଥାନରେ ତାଙ୍କ ପସନ୍ଦର ପ୍ରତିମୂର୍ତ୍ତି ତିଆରି କରାଯାଇଥାଏ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଭାରତରେ ଏପରି ଏକ ଆଦିବାସୀ ସମାଜ ଅଛି, ଯେଉଁଠାରେ ଭିନ୍ନ ଏକ ଅନନ୍ୟ ପରମ୍ପରା…

ଅନୁଚ୍ଛେଦ ୩୭୦ ନେଇ ପୁଣି ବିବାଦୀୟ ମନ୍ତବ୍ୟ ଦେଲେ ମେହବୁବା

ଶ୍ରୀନଗର,୯।୧୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତି ଅନୁଚ୍ଛେଦ ୩୭୦ ନେଇ ପୁଣି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରାଜ୍ୟର ପରିଚିତି ଲାଗି ଅନୁଚ୍ଛେଦ ୩୭୦ ଆବଶ୍ୟକ ବୋଲି ସେ କହିଛନ୍ତି। ଏବେ ରାଜ୍ୟରେ ବାହାର ଲୋକେ ଜମି…

ପିତାଙ୍କ ଆଶୀର୍ବାଦ ପାଇବାକୁ ତିନିଥର ଫୋନ୍ କଲେ ତେଜସ୍ୱୀ

ରାଞ୍ଚି,୯ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ଏବେ ଆରମ୍ଭ ହୋଉଛି କାଉଣ୍ଟଡାଉନ୍ । ଅନ୍ୟପଟେ ମହାମେଣ୍ଟର ନେତା ତଥା ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବଙ୍କର ସୋମବାର ଜନ୍ମଦିନ ପାଳନ କରାଯାଇଛି । ଏହି…

ଚାଇନାର ନୂଆ ଷଡ଼ଯନ୍ତ୍ର: ବ୍ରହ୍ମପୁତ୍ରରେ ନିର୍ମାଣ କରିବ ନଦୀବନ୍ଧ

ନୂଆଦିଲ୍ଲୀ,୯।୧୧: ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ ଚାଇନା ଅରୁଣାଚଳ ପ୍ରଦେଶ ନିକଟରେ ବ୍ରହ୍ମପୁତ୍ର ନଦୀର ନିମ୍ନ ଅବବାହିକାରେ ନଦୀବନ୍ଧ କରିବାକୁ ଷଡ଼ଯନ୍ତ୍ର ରଚିଛି। ଏନେଇ ଚାଇନାର କମ୍ୟୁନିଷ୍ଟ ସରକାର ଘୋଷଣା କରିଛନ୍ତି। ଏହି ପରିଯୋଜନା ନେଇ…

ଅର୍ଜୁନ ରାମପାଲଙ୍କ ଘରେ ଏନ୍‌ସିବି ଟିମ୍‌

ମୁମ୍ବାଇ,୯ ।୧୧: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ମୃତ୍ୟୁର ଯାଞ୍ଚ ସମୟରେ ସାମ୍ନାକୁ ଆସିଥିବା ଡ୍ରଗ୍ସ ମାମଲାରେ କେତେଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାମ ଆସି ସାରିଛି । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଏହି ମାମଲାରେ କେତେଜଣ ପେଡଲର୍ସଙ୍କୁ ଗିରଫ…

ସ୍ବଦେଶୀ ଉତ୍ପାଦ କିଣିବାକୁ ଅନୁରୋଧ କଲେ ମୋଦି

ନୂଆଦିଲ୍ଲୀ,୯।୧୧: ଦୀପାବଳିରେ ସ୍ବଦେଶ ଉତ୍ପାଦ କିଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଘରୋଇ ଉଦ୍ୟୋଗର ବିକାଶ ସମ୍ଭବ ହୋଇପାରିବ ବୋଲି ମୋଦି କହିଛନ୍ତି। ଦୀପଠାରୁ ଆରମ୍ଭ କରି ବିଦ୍ୟୁତ୍‌ ଲାଇଟ୍‌ ସମସ୍ତ ଉତ୍ପାଦ କିଣୁଥିବା ସମୟରେ ଘରୋଇ…

ପ୍ରଦୂଷିତ ସହରରେ ବାଣ ଫୁଟାଇବା ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୯ ।୧୧: ଶୀତ ଋତୁ ଆରମ୍ଭରେ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସାଂଘାତିକ ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆଗକୁ ଆସୁଥିବା ଦୀପାବଳୀରେ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ଫୁଟାଇବା ଉପରେ ପ୍ରତିପବନ୍ଧକ ଲଗାଯାଇଛି । କାରଣ ଦିଲ୍ଲୀ ଏନ୍‌ସିଆର୍‌୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?