ଜାତୀୟ

ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା କମ୍ପାନୀର ସାଇନର ଲାଇଫ୍‌ ସାଇନ୍‌ସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ରେ ସୋମବାର ରାତ ୧୧.୩୦ରେ ଘଟିଥିଲା। ମଙ୍ଗଳବାର…

ଚିନ୍ତାବ୍ୟକ୍ତ କଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍‌ ଟିକ୍‌ଟକ୍‌ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍‌ଟକ୍‌କୁ ଗୁଗଲ ପ୍ଲେ ଷ୍ଟୋର ଓ ଆପ୍‌ ଷ୍ଟୋରରୁ ହଟାଇ ଦିଆଯାଇଛି। ଫଳରେ ଏହା କାମ କରିବା ବନ୍ଦ…

ଭାରତରେ ୪.୫୮ କୋଟି ମହିଳା ନିଖୋଜ

ଜାତିସଂଘ,୧।୭: ବିଗତ ୫୦ ବର୍ଷ ମଧ୍ୟରେ ବିଶ୍ୱରେ ୧୪ କୋଟି ୨୬ ଲକ୍ଷ ମହିଳା ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏକତୃତୀୟାଂଶ ଅର୍ଥାତ୍‌ ୪ କୋଟି ୫୮ ଲକ୍ଷ ମହିଳା ଭାରତର ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ସଦ୍ୟ ରିପୋର୍ଟରେ…

ପୁଣି ସଫା ହେଲେ ୩ ଆତଙ୍କବାଦୀ

ଶ୍ରୀନଗର,୧।୭: ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି। ଟ୍ରାଲ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ବିଳମ୍ବିତ ରାତିରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା।…

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି ଆପ୍‌ଗୁଡ଼ିକୁ ହଟାଯାଇଛି। ଏଣୁ ଟିକ୍‌ଟକ୍‌ ମଧ୍ୟ କାମ କରୁ ନ ଥିବା ଦେଖିବାକୁ ମିଳିଛି।…

ମୋଦିଙ୍କ ଦୂରଦର୍ଶୀ ନିଷ୍ପତ୍ତିକୁ ସ୍ବାଗତ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୩୦।୬: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ପରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ସେ ଗୋଟିଏ ପରେ ଗୋଟିଏ ୪ଟି ଟୁଇଟ…

ମୋଦିଙ୍କୁ ଟକ୍କର ଦେଲେ ଦିଦି: ୨୦୨୧ ଜୁନ୍‌ ପର୍ଯ୍ୟନ୍ତ ମାଗଣାରେ ଦେବେ ରାଶନ

କୋଲକାତା,୩୦।୬: ଅନ୍‌ଲକ୍‌ ୨.୦ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୪ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। ଏଥିରେ ସେ ଦେଶର ଗରିବ ଭଉଣୀ ଭାଇଙ୍କ ପାଇଁ ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ ମାଗଣାରେ ରାଶନ ଯୋଗାଇ ଦେବାକୁ…

ଭୋକରେ ରହିବେ ନାହିଁ ଦେଶର କୌଣସି ଗରିବ ଭଉଣୀ-ଭାଇ: ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାସହ ଗୋଟିଏ ଦେଶ ଗୋଟିଏ ରାଶନ କାର୍ଡ କଥା ମଧ୍ୟ କହିଛନ୍ତି ମୋଦି। ଆଜି ଯଦି…

ଏହି ପତ୍ରକୁ ମେଥି ଶାଗ ଭାବି ଖାଇବା ପରେ ବେହୋସ୍‌ ପରିବାର ଲୋକେ

କନୌଜ,୩୦।୬: ପରିବାର ଲୋକ ହୁଅନ୍ତୁ କି ସାଙ୍ଗ କିମ୍ବା ସର୍ମ୍ପକୀୟଙ୍କ ସହ ବେଳେବେଳେ ଆମେ ମଜାକରେ କିଛି ଏଭଳି କରିଥାଉ, ଯାହା ପରବର୍ତ୍ତୀ ସମୟରେ ସେମାନଙ୍କୁ ଦୁଃଖ ଦେବା ସହିତ ତାଙ୍କୁ କ୍ଷତି ପହଞ୍ଚାଇଥାଏ। ଆଉ ଯେତେବେଳେ ଏହି କାର୍ଯ୍ୟକୁ ନେଇ…

କରୋନା ଟୀକା ଧାର୍ଯ୍ୟ ସମୟ ମଧ୍ୟରେ ଦିଆଯିବା ଅପରିହାର୍ଯ୍ୟ: ମୋଦି

ନୂଆଦିଲ୍ଲୀ, ୩୦।୬: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଏବଂ ଦିଆଯିବା ଯୋଜନାର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କରିଛନ୍ତି। ସେ କହିଛନ୍ତି ଯେ, ଧାର୍ଯ୍ୟ ସମୟ ମଧ୍ୟରେ କରୋନା ଟୀକା…

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କିସ୍ତିରେ ପଇଠ କରିହେବ ବିଲ୍‌

ମୁମ୍ବାଇ,୩୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ସେଠାରେ ଅନେକ ଲୋକ ରୋଜଗାର ହରାଇ ବସିଛନ୍ତି। ଏମିତିକି କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟରେ ଜୁଲାଇ ଶେଷ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏହା ସାଧାରଣ…

୫ଜି ରେସ୍‌ରୁ ବାଦ୍‌ ପଡ଼ିପାରେ ଚାଇନାର ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୬: ଗତ କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଦେଖାଦେଇଛି। ଲଦାଖ ଘାଟିରେ ଜାରି ରହିଥିବା ଉତ୍ତେଜନା ପରେ ଦୁଇ ଦେଶର ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ବ୍ୟବସାୟିକ କୁଟନୀତି ଜରିଆରେ ଭାରତ ସରକାର ଚାଇନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri