ପିଏମ୍-କେୟାର୍ସକୁ ଦାନ କରିଛନ୍ତି ଚାଇନା କମ୍ପାନୀ: କଂଗ୍ରେସ ଆଣିଲା ଅଭିଯୋଗ
ନୂଆଦିଲ୍ଲୀ,୨୮ା୬(ଆଇଏଏନ୍ଏସ୍)-ଭାରତରେ କରୋନା ମହାମାରୀ ସଂକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମାର୍ଚ୍ଚ ୨୮ରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ପରିସ୍ଥିତିରେ ସହାୟତା ପାଣ୍ଠି (ପିଏମ୍-କେୟାର୍ସ) ଗଠନ କରିଥିଲେ। କରୋନା ମହାମାରୀ ଏବଂ ଭବିଷ୍ୟତରେ ଅନୁରୂପ ମହାମାରୀ ଭଳି ସ୍ଥିତିର…
ସୀମାରେ କୋକୁଆ ଭୟ: ଦୁଇମାସ ପାଇଁ ରୋଷେଇ ଗ୍ୟାସ୍ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ
ଶ୍ରୀନଗର,୨୮।୬: ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା ଅଞ୍ଚଳରେ ଭାରତ-ଚାଇନା ଉତ୍ତେଜନା ଏବେ ଚରମ ସୀମାରେ ପହଞ୍ଚିଛି। ଫଳରେ ଏବେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜୁନ ୨୩ରେ ଜମ୍ମୁ କଶ୍ମୀରର ଉପରାଜ୍ୟପାଳ ଜି.ସି…
ଚିନ୍ତା କରନ୍ତୁ ନାହିଁ, ଖୁବ୍ଶୀଘ୍ର ଆସିବ କରୋନା ଔଷଧ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୮।୬:ଦେଶରେ କରୋନା ରୋଗୀଙ୍କ ବୃଦ୍ଧି ପାଉଛି। ପ୍ରତିଦିନ ୧୫ ହଜାରରୁ ଅଧିକ ମାମଲା ଆସୁଛି ଏବଂ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି ଯେ, କରୋନା ଟିକା ଖୋଜିବା ପାଇଁ ସମଗ୍ର…
ଜୁନ୍ ୩୦ ପରେ ବି ଜାରି ରହିବ ଲକ୍ଡାଉନ: ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୮।୬: କରୋନା ସଂକ୍ରମଣକୁ ଦେଖି ସାରା ଦେଶରେ ମାର୍ଚ୍ଚ ମାସରୁ ଲକ୍ଡାଉନ ଜାରି କରାଯାଇଥିବା ବେଳେ ଜୁନ୍ ମାସ ଆରମ୍ଭରେ ଅଧିକାଂଶ ରାଜ୍ୟରେ ଏହାକୁ ହଟାଇ ଦିଆଯାଇଛି। ହେଲେ ଏବେବି ମହାରାଷ୍ଟ୍ରର ସ୍ଥିତି ଉଦ୍ବେଗଜନକ ଥିବାରୁ ସେଠାରେ ଏବେବି ଲକ୍ଡାଉନ ଜାରି…
ଆୟୁଷ ମନ୍ତ୍ରଣାଳୟ ବିନା ଅନୁମତିରେ ପ୍ରସ୍ତୁତ ହୋଇଛି ‘କରୋନିଲ୍’: ରାମଦେବ-ପତଞ୍ଜଳି ଏମ୍ଡିଙ୍କ ବିରୋଧରେ ମାମଲା ଦାଏର
ଜୟପୁର, ୨୮।୬: ଆୟୁଷ ମନ୍ତ୍ରଣାଳୟର ବିନା ଅନୁମତିରେ ପତଞ୍ଜଳି ପକ୍ଷରୁ କୋଭିଡ୍-୧୯ ଔଷଧ ‘କରୋନିଲ୍’ ପ୍ରସ୍ତୁତ କରାଯାଇଛି। ଏନେଇ ରାଜସ୍ଥାନର ଜ୍ୟୋତି ନଗର ପୋଲିସ୍ ଷ୍ଟେଶନରେ ରାମଦେବଙ୍କ ସମେତ ପତଞ୍ଜଳି ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ଆଚାର୍ଯ୍ୟ ବାଲକ୍ରିଷ୍ଣଙ୍କ ନାମରେ ଶନିବାର ଏକ ମାମଲା…
ପିତାଙ୍କ ଆଫେୟାର୍ସକୁ ନେଇ ଇନ୍ଦିରାଙ୍କୁ ଅଭିଯୋଗ କରୁଥିଲେ ଏହି ରାଜନେତାଙ୍କ ପୁଅ !
ନୂଆଦିଲ୍ଲୀ,୨୮।୬: ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ପନେ ପକାଇଛନ୍ତି। ଦେଶରେ ଆର୍ଥିକ ସୁଧାର କଥା ଆସିଲେ ପ୍ରଥମେ ଆସେ ନରସିଂହ ରାଓଙ୍କ ନାମ। ଦେଶର ଆର୍ଥିକ ସ୍ଥିତି ସୁଧାରି ଥିଲେ ବି…
ଦିଲ୍ଲୀ ସାମ୍ପ୍ରଦାୟିକ ହିଂସା: ୧୩ ଧର୍ମସ୍ଥଳକୁ କରାଯାଇଥିଲା ଟାର୍ଗେଟ୍
ନୂଆଦିଲ୍ଲୀ, ୨୮।୬: ଦିଲ୍ଲୀରେ ହୋଇଥିବା ସାମ୍ପ୍ରଦାୟିକ ହିଂସାରେ ୧୩ ଧର୍ମସ୍ଥଳକୁ ଟାର୍ଗେଟ୍ କରାଯାଇଥିଲା। ସେଥିମଧ୍ୟରୁ ୧୧ଟି ଧର୍ମସ୍ଥଳ କ୍ଷତିଗ୍ରସ୍ତ ହୋଇଥିବା ଦିଲ୍ଲୀ ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅଧିକାର ଅଧିନିୟମ(ଆର୍ଟିଆଇ) ଅନ୍ତର୍ଗତ ଆଇନଜୀବୀ ୟୁସୁଫ ନକୀଙ୍କ ଦ୍ୱାରା କରାଯାଇଥିତ୍ବା ପୃଥକ…
ରାହୁଲ କରୁଛନ୍ତି ଛୋଟ ରାଜନୀତି: ଶାହା
ନୂଆଦିଲ୍ଲୀ,୨୮।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ନ୍ୟୁଜ ଏଜେନ୍ସି ଏଏନ୍ଆଇକୁ ଦେଇଥିବା ଏକ ସାକ୍ଷାତ୍କାରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଶାହା କହିଛନ୍ତି ଚାଇନା ବିବାଦକୁ ନେଇ ରାହୁଲ ହୀନ ରାଜନୀତି କରୁଛନ୍ତି। ଏହାକୁ ନେଇ…
ଦିଲ୍ଲୀରେ ହୋଇନି ଗୋଷ୍ଠୀ ସଂକ୍ରମଣ: ଶାହା
ନୂଆଦିଲ୍ଲୀ, ୨୮।୬: ଦିଲ୍ଲୀରେ କରୋନାର ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ମନ୍ତବ୍ୟ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ସିସୋଦିଆ କହିଥିଲେ ଯେ ଦିଲ୍ଲୀରେ ଜୁଲାଇ ୩୧ ବେଳକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାଢ଼େ ପାଞ୍ଚ ଲକ୍ଷ…
ୟୁନିଲିଭର ପରେ ଲରିୟଲ ତା’ର ପ୍ରଶାଧନ ସାମଗ୍ରୀ ଉପରୁ ‘ହ୍ବାଇଟନିଂ’, ‘ଫେୟାର’ଶବ୍ଦ ଉଠାଇବାକୁ ନେଇଛି ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୬: ସୋସିଆଲ ମିଡିଆରେ ଭେଦଭାବକୁ ନେଇ ଏକ ଯୁକ୍ତି କିଛିଦିନ ତଳେ ଦେଖିବାକୁ ମିଳିଥିଲା। ଏଥିରେ ବିୟୁଟି ପ୍ରଡକ୍ଟ ପ୍ରସ୍ତୁତକାରୀ କମ୍ପାନୀ କଳା-ଗୋରା ମଧ୍ୟରେ ଭେଦଭାବ କରୁଛନ୍ତି ବୋଲି ଆଲୋଚନା ହୋଇଥିଲା। ଏହାକୁ ନେଇ କେତେଜଣ ୟୁଜର୍ସ ଫେୟାରନେସ୍ କ୍ରିମ ବ୍ୟବହାର…
ରାଷ୍ଟ୍ରରକ୍ଷା-ସୁରକ୍ଷା ନେଇ କେବେ ଆଶ୍ୱାସନା ଦେବେ ମୋଦି: ରାହୁଲ
ନୂଆଦିଲ୍ଲୀ, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଘେରିବା ଉଦ୍ୟମ କରାଯାଉଛି। ରବିବାର ମୋଦିଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ପରେ ରବିବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କଟାକ୍ଷ କରିଛନ୍ତି। ରାହୁଲ ଟୁଇଟ୍ କରି କହିଛନ୍ତି ଯେ,…
ଖୋଲିଲା ସେଲୁନ: ପିପିଇ କିଟ୍ ପିନ୍ଧି କାଟିଲେ କେଶ
ମୁମ୍ବାଇ,୨୮।୬: କରୋନା ସଂକ୍ରମଣକୁ ଦେଖି ଦେଶରେ ଲାଗୁ କରାଯାଇଥିବା ଲକ୍ଡାଉନ ପରେ ପ୍ରଥମଥର ଲାଗି ମହାରାଷ୍ଟ୍ରରେ ରବିବାର ସେଲୁନ ଖୋଲିଛି। ଏହାକୁ ନେଇ ସେଲୁନ ମାଲିକ ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ ସମ୍ପୂର୍ଣ୍ଣ ସୁରକ୍ଷାର ସହ କେଶ କାଟୁଥିବା କହିଛନ୍ତି। କେଶ…
Archives


