ଜାତୀୟ

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍‌...

୧୫ ପାକ୍‌ ସୈନ୍ୟ, ୮ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୧୩ା୪: ନିୟନ୍ତ୍ରଣ ରେଖା ଆରପଟେ ଥିବା କେରନ ସେକ୍ଟରରେ ଭାରତୀୟ ସେନା ପକ୍ଷରୁ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ୮ ଆତଙ୍କବାଦୀ ଏବଂ ୧୫ ପାକ୍‌ ସୈନ୍ୟ ନିହତ ହୋଇଥିବା ସାମରିକ ବାହିନୀ ସୂତ୍ରରୁ ଜଣାପଡ଼ିଛି। ଏହା...

ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ

ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ କାର୍ଯ୍ୟ ଥିଲେ ଅନୁମତି ପତ୍ର କିମ୍ବା ପାସ୍‌ ଦେଖାଇ ଛଡ଼ାଯାଉଛି। ଏଭଳି...

ଦୁର୍ବଳ ହେବ ଅଭିବୃଦ୍ଧି ହାର

ନୂଆଦିଲ୍ଲୀ,୧୩।୪ : ସାରା ବିଶ୍ୱରେ ମହାମାରୀ କରୋନା ଆତଙ୍କ ଖେଳାଇଛି। ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଏହାର ପ୍ରଭାବ ସବୁ ରାଷ୍ଟ୍ରର ଅର୍ଥନୀତିକୁ ଦୋହଲାଇ ଦେଇଛି। ବିଶେଷକରି ଭାରତ ସମେତ ଦକ୍ଷିଣ ଏସିଆର...

ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ଉପଲବ୍ଧ ରହିଛି:ପାଶ୍ୱାନ

ନୂଆଦିଲ୍ଲୀ,୧୩।୪: ସାଧାରଣ ବଣ୍ଟନ ବ୍ୟବସ୍ଥା ଦ୍ୱାରା ସରକାର ୮୧ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ପ୍ରଦାନ କରୁଥିବା ଖାଦ୍ୟଶସ୍ୟର ଅଭାବ ଏବେ ନାହିଁ। ପିଡିଏସ୍‌ରେ ପ୍ରଦାନ କରାଯାଉଥିବା ହିତାଧିକାରୀଙ୍କ ଲାଗି ଖାଦ୍ୟଶସ୍ୟ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣରେ ରହିଛି ବୋଲି କେନ୍ଦ୍ର ଖାଉଟି...

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଦାବି ରଖିଛନ୍ତି। ଓଡ଼ିଶା ସମେତ ତେଲଙ୍ଗାନା ଏବଂ ପଞ୍ଜାବ...

ଥରିଲା ଦିଲ୍ଲୀ: ଆତଙ୍କିତ ହୋଇ ଘରୁ ବାହାରିଲେ ଲୋକେ

ନୂଆଦିଲ୍ଲୀ,୧୨।୪: ଦିଲ୍ଲୀରେ ରବିବାର ଅପରାହ୍ନ ୫ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର...

ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ

ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟ ରହିଛି। ମାତ୍ର ୨୦ ପ୍ରତିଶତ ସଂକ୍ରମିତଙ୍କ କ୍ଷେତ୍ରରେ ଗୁରୁତର...

ତାଜ୍‌ ହୋଟେଲର ୬ କର୍ମଚାରୀ କରୋନା ପଜିଟିଭ୍‌

ମୁମ୍ବାଇ,୧୨।୪: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୁମ୍ବାଇର ତାଜ୍‌ ହୋଟେଲରେ ୬ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ହୋଟେଲରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ରହିବାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା...

ହାଇଡ୍ରୋକ୍ସିକ୍ଲୋରୋକୁଇନରେ ସବୁର ଚିକିତ୍ସା ସମ୍ଭବ ନୁହେଁ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ ସମୟରେ ସାରା ବିଶ୍ୱ କରୋନାକୁ ହରାଇବାରେ ଲାଗି ପଡିଥିବା ବେଳେ ଏପର୍ଯ୍ୟନ୍ତ ଏହାପାଇଁ କୌଣସି ସଠିକ ଔଷଧ ମିଳିପାରି ନାହିଁ। ତେବେ ଏହାର ଚିକିତ୍ସା ପାଇଁ ମେଲେରିଆରେ ବ୍ୟବହାର କରାଯାଉଥିବା ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନର ବ୍ୟବହାର କରାଯାଇପାରିବ ବୋଲି...

କରୋନା ସଙ୍କଟ: କାମରେ ଯୋଗ ଦେଉନାହାନ୍ତି ୨୩୪ ଡାକ୍ତର!

ପାଟନା,୧୨।୪: କରୋନା ଭାଇରସକୁ ମୁକାବିଲା କରିବାକୁ ଡାକ୍ତର, ନର୍ସଙ୍କର ବିଶେଷ ଭୂମିକା ଥିବା ବେଳେ ବିହାରରେ କିନ୍ତୁ ଏଥିରେ କିଛି ମାତ୍ରାରେ ବ୍ୟତିକ୍ରମ ଦେଖାଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏବେ ବିହାରର ପାଖାପାଖି ୯ଟି ମେଡିକାଲ କଲେଜ...

ପୋଲିସ ଉପରେ ଆକ୍ରମଣ: କଟିଲା ଏଏସ୍‌ଆଇଙ୍କ ହାତ

ଚଣ୍ଡିଗଡ଼,୧୨।୪: କରୋନା ଭାଇରସକୁ ନେଇ ପଞ୍ଜାବ ସରକାର ରାଜ୍ୟରେ ଲକ୍‌ଡାଉନ ସହ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି ସମୟରେ ବାହାରକୁ ବାହାରିବାରେ କଟକଣା ରହିଛି। ହେଲେ ରବିବାର ସକାଳୁ ଜଣେ ବ୍ୟକ୍ତି ପରିବା କିଣିବା ପାଇଁ ଆସିଥିବା ବେଳେ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri