ଜାତୀୟ

ଆଉନାହାନ୍ତି ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଚେନ୍ନାଇ,୩୦।୯:: ପ୍ରସିଦ୍ଧ ଚିତ୍ରକର ତଥା କାର୍ଟୁନିଷ୍ଟ କେ.ସି ଶିବଶଙ୍କର ଆଉନାହାନ୍ତି। ୯୭ ବର୍ଷ ବୟସରେ ଚେନ୍ନାଇରେ ତାଙ୍କର ପରଲୋକ ଘଟିଛି। ସେ ଲୋକପ୍ରିୟ ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ ଭାବେ କାର୍ଯ୍ୟ କରିଥିଲେ। ୧୯୨୪ରେ ଜନ୍ମିତ ଶିବଶଙ୍କର ଅଶି ଓ ନବେ ଦଶକରେ…

୪୦ ଫୁଟ ଗଭୀର ଶୁଖିଲା କୂଅରୁ ଶୁଭିଲା ଶବ୍ଦ, ଲୋକେ ଯାହା ଦେଖିଲେ ଉଡିଗଲା ହୋଶ୍‌

ପାଟଣା,୩୦।୯: ବିହାରର ମୁଙ୍ଗେର ଅଞ୍ଚଳରେ ଥିବା ‘ଆର୍‌ଡି ଆଣ୍ଡ ଡିଜି’ କଲେଜ କ୍ୟାମ୍ପସ ନିକଟରେ ୪୦ ଫୁଟ ଗଭୀରର ଏକ ଶୁଖିଲା କୂଅରୁ ଶବ୍ଦ ଶୁଭୁଥିଲା। ଲୋକ ପାଖକୁ ଯାଇ ଯାହା ଦେଖିଲେ ସେମାନଙ୍କ ହୋଶ୍‌ ଉଡିଗଲା। ଶାଦିପୁର ବଡିଦୁର୍ଗା ନିବାସୀ…

ସ୍ବାମୀ ମାର୍‌ପିଟ କରିବାରୁ ବାପ ଘରକୁ ଚାଲିଗଲେ ସ୍ତ୍ରୀ:ସେଠାରେ କଲେ ଏମିତି କାମ

ଉତ୍ତରପ୍ରଦେଶର କାନପୁରରୁ ଏକ ଅଜବ ପ୍ରେମକାହାଣୀ ଶୁଣିବାକୁ ମିଳିଛି, ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାନପୁରର ବାରାର ଗୁଞ୍ଜନ ଅଞ୍ଚଳର ଘଟଣା। ଗୋଟିଏ ଆପାର୍ଟମେଣ୍ଟରେ ରହୁଥିବା ୨ ପଡୋଶୀ ଯୁବତୀ ରତି ତିଓ୍ବାରୀ ଏବଂ ନନ୍ଦିନୀ ଗୌତମଙ୍କ ମଧ୍ୟରେ ପ୍ରେମ…

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି, ‘ଭାରତର ଉପରାଷ୍ଟ୍ରପତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଛି। ସେ ଆଜି ସକାଳେ ଟେଷ୍ଟ…

ଲକ୍‌ ଡାଉନରେ ପ୍ରତି ଘଣ୍ଟାରେ ୯୦ କୋଟି ଟଙ୍କା ରୋଜଗାର କରିଥିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ, ୨୯।୯: ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପ୍ରତି ଘଣ୍ଟାର ରୋଜଗାର ବିଷୟରେ ଜାଣିଲେ ଆପଣଙ୍କ ହୋସ୍‌ ଉଡ଼ିଯିବ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଗତ ୬ ମାସ ଧରି ପ୍ରତି ଘଣ୍ଟାରେ ୯୦ କୋଟି ଟଙ୍କା…

ସୁଶାନ୍ତଙ୍କ ପରେ ମୁମ୍ବାଇରେ ଆଉ ଜଣେ ବିହାର ଅଭିନେତାଙ୍କ ପରଲୋକ

ମୁମ୍ବାଇ, ୨୯।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରେ ବିହାରର ଆଉ ଜଣେ ଉଦୀୟମାନ କଳାକାରଙ୍କ ବିୟୋଗ ସାମ୍ନାକୁ ଆସିଛି। ଯୁବ ଅଭିନେତା ତଥା ଆଲବମ୍‌ କଳାକାର ଅକ୍ଷତ ଉତ୍କର୍ଷ ଚୌଧୁରୀଙ୍କ ମୃତ ଦେହ ମୁମ୍ବାଇର ଅନ୍ଧେରୀରୁ ଉଦ୍ଧାର…

କରୋନାକୁ ପରାସ୍ତ କଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କରୋନା ଭାଇରସ୍‌କୁ ପରାସ୍ତ କରିଛନ୍ତି। କରୋନା ଭାଇରସ୍‌ ଓ ଡେଙ୍ଗୁରେ ଆକ୍ରାନ୍ତ ସିସୋଦିଆ ମଙ୍ଗଳବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସିସୋଦିଆଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ମେକ୍ସ ହସ୍ପିଟାଲରୁ ତାଙ୍କୁ…

ଚିରାଗ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଏଲ୍‌ଜେପି

ପାଟନା,୨୯ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏନ୍‌ଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାର ଓ ମହାମେଣ୍ଟ ପକ୍ଷରୁ ତଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯିବ ବୋଲି ଆଲୋଚନା ହେଉଛି । ହେଲେ…

୫୭ ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୨୯ ।୯: ନିବାଚନ କମିଶନ ମଧ୍ୟପ୍ରଦେଶ, ଗୁଜରାଟ, ଓଡ଼ିଶା, ନାଗାଲାଣ୍ଡ, ମଣିପୁର ସମେତ ୫୬ ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଛନ୍ତି । ଏହି ଆସନରେ ନଭେମ୍ବର…

କମ୍ପାନୀରୁ ଡକରା: ବିମାନରେ ସୁରଟ ଫେରୁଛନ୍ତି ପ୍ରବାସୀ ଶ୍ରମିକ !

ସୁରଟ, ୨୯।୯: କରୋନା ମହାମାରୀ ସଙ୍କଟ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ସେତେବେଳେ ସୁରାଟରେ ବାସ କରୁଥିବା ପ୍ରବାସୀ ଶ୍ରମିକ ଘରକୁ ଫେରି ଆସିଥିଲେ। ତେବେ ଇତିମଧ୍ୟରେ ପରିସ୍ଥିିତିର ସୁଧାର ଆସିଛି। ସୁରଟରେ ଶିଳ୍ପସଂସ୍ଥାଗୁଡ଼ିକ ଖୋଲିଛି। ଶିଳ୍ପସଂସ୍ଥାରେ ଶ୍ରମିକଙ୍କ ଅଭାବ…

ଡ୍ରଗ୍ସ ମାମଲା: ଅଭିନେତ୍ରୀଙ୍କ ପରେ ଏନ୍‌ସିବି ରାଡାରରେ ଆସିପାରନ୍ତି ବଲିଉଡ୍‌ର ଆଗଧାଡିର ଅଭିନେତା

ମୁମ୍ବାଇ,୨୯ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଏହି ମାଲଲାରେ ଦୀପିକା ପାଦୁକୋନ, ସାରା ଅଲ୍ଲି ଖାଁ, ଶ୍ରଦ୍ଧା କପୁର ଓ…

ଦେବୀ ଦୁର୍ଗା ସାଜି ଫଟୋଶୁଟ୍‌ କଲେ ଏହି ସୁନ୍ଦରୀ ରାଜନେତ୍ରୀ

ଲୋକସଭା ସଦସ୍ୟା ତଥା ଅଭିନେତ୍ରୀ ନୁସରତ ଜାହାନ କୌଣସି ନା କୌଣସି କଥାକୁ ନେଇ ସବୁ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ କ୍ରମାଗତ ଭାବେ ନିଜର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ତାକୁ ପ୍ରଶଂସକମାନେ ପସନ୍ଦ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri