ସ୍କୁଲ ଫି ୮୦୦ ଟଙ୍କା ପାଇଁ କିଶୋରୀଙ୍କୁ ପରୀକ୍ଷାରୁ କଲେ ବଞ୍ଚିତ, ଦୁଃଖରେ କରିଦେଲେ ଆତ୍ମହତ୍ୟା
ନୂଆଦିଲ୍ଲୀ,୩୦ା୩: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ଜଣେ ୧୭ ବର୍ଷୀୟା ନାବାଳିକା ସ୍କୁଲ ଫି ୮୦୦ ଟଙ୍କା ପୈଠ କରି ନଥିବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ପରୀକ୍ଷା ଦେବାରୁ ବାରଣ କରିବା ପରେ ସେ ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ୯ମ…
ହିମାଚଳରେ ଭୂସ୍ଖଳନ: ୬ ମୃତ
ଶିମ୍ଲା,୩୦ା୩: ହିମାଚଳପ୍ରଦେଶର କୁଲ୍ଲୁରେ ରବିବାର ଅପରାହ୍ନ ୫ଟାରେ ଭୂସ୍ଖଳନ ଘଟି ୩ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ଭୂସ୍ଖଳନରେ କେତେଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଜିଲାର ଶୀର୍ଷ ଅଧିକାରୀ ଏବଂ ଉଦ୍ଧାରକାରୀ ଟିମ୍ ପହଞ୍ଚତ୍ଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି…
ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷରୁ ଅଛି କମ୍ ଟଙ୍କା, ଚେତାବନୀ ଦେଇ ଅର୍ଥ ବିଶେଷଜ୍ଞ କହିଲେ…
ନୂଆଦିଲ୍ଲୀ,୩୦ା୩: ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷ ଟଙ୍କାରୁ କମ୍ ରହିଛି। ଏନେଇ ଅର୍ଥ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ, ଭାରତର ପରବର୍ତ୍ତୀ ସଙ୍କଟ ବ୍ୟକ୍ତିଗତ ବ୍ୟକ୍ତିଗତ ହେବ। ଅର୍ଥାତ୍ ଭୟଙ୍କର ଆର୍ଥିକ ସଙ୍କଟର ସମ୍ମୁଖୀନ ହେବେ ଭାରତୀୟ। ବିଶ୍ୱ…
ପ୍ରେମାନନ୍ଦ ମହାରାଜ କଲେ ଭୟଙ୍କର ଭବିଷ୍ୟବାଣୀ, କଳିଯୁଗରେ ହେବ ଏମିତି, ଜାଣିଲେ ଥରି ଉଠିବେ
ନୂଆଦିଲ୍ଲୀ,୩୦।୩: ପ୍ରେମାନନ୍ଦ ମହାରାଜଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ବୃନ୍ଦାବନର ପ୍ରସିଦ୍ଧ ସନ୍ଥଙ୍କୁ ଭେଟିବା ପାଇଁ ଦେଶ ଏବଂ ବିଦେଶରୁ ଲୋକମାନେ ଆସନ୍ତି। ସେହି ସମୟରେ, ସେ ଆଜିକାଲି ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। ତାଙ୍କ ସତସଙ୍ଗ ମାଧ୍ୟମରେ ସେ ଲୋକମାନଙ୍କୁ…
RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ…
ମାଗଣାରେ କେମିତି କରିବେ Ghibli style AI portraits, ଚୁଟକିରେ କରିଦେବ Grok
ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କ ଚାଟଜିପର ଅବସ୍ଥା ଆହୁରି ଖରାପ କରିବାକୁ ଅଣ୍ଟା ଭିଡିଲେଣି। ସମ୍ପ୍ରତି, ମସ୍କ ପ୍ଲାଟଫର୍ମରେ ଲୋକପ୍ରିୟ ଆନିମେସନ ଷ୍ଟୁଡିଓ ଷ୍ଟୁଡିଓ ଘିବଲି ଦ୍ୱାରା ଅନୁପ୍ରାଣିତ ହୋଇ ଫଟୋ ସୃଷ୍ଟି କରିବା ପାଇଁ ଏକ ମାଗଣା…
Ghibli ଚୋରାଉଛି କି ଆପଣଙ୍କ ଚେହେରା? ଅରବ ଡଲାରରେ ବିକ୍ରି ହେଉଛି…
ନୂଆଦିଲ୍ଲୀ,୩୦।୩: ଆଜିକାଲି, ସୋସିଆଲ ମିଡିଆ OpenAIର ChatGPT 4.o ବ୍ୟବହାର କରି ସୃଷ୍ଟି ହୋଇଥିବା ଘିବଲି ଫୋଟ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଫେସବୁକ, ଇନଷ୍ଟାଗ୍ରାମ କିମ୍ବା X, ଲୋକମାନେ ସବୁଠି ସେମାନଙ୍କର ଘିବଲି ଫଟୋ ଶେୟାର କରୁଛନ୍ତି। ଲୋକମାନେ…
Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା
ବ୍ୟାଙ୍କକ୍/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ ମୃତଦେହ ମିଳିବାରେ ଲାଗିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ମ୍ୟାନ୍ମାରର ସାମରିକ ସରକାରଙ୍କ…
ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…
ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ ନାମକ ଜଣେ ବୟଫ୍ରେଣ୍ଡଙ୍କ ସହ ସେ ଲିଭ୍-ଇନ୍ରେ ରହୁଥିବା ଅମିତ ଥାନାରେ ଅଭିଯୋଗ କରିଥିଲେ।…
ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର
ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ ୩୧ ମାର୍ଚ୍ଚରେ ହେବ। ଚନ୍ଦ୍ର ଦେଖିବା ପରେ, ସୌଦି ଆରବ ଆନୁଷ୍ଠାନିକ ଭାବରେ ଘୋଷଣା…
Chhattisgarh: ସୁକମାରେ ୧୭ ନକ୍ସଲ ସଫା, ୧୧ ମହିଳା ବି ସାମିଲ
ରାୟପୁର,୨୯।୩: ଛତିଶଗଡ଼ର ସୁକମା ଏବଂ ଦାନ୍ତେୱାଡା ଜିଲାର ସୀମାରେ ଶନିବାର ସକାଳେ ନକ୍ସଲ ଏବଂ ପୋଲିସ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ୫୦୦-୬୦୦ ଯବାନ ୧୭ ଜଣ ନକ୍ସଲଙ୍କୁ ନିପାତ କରିଥିଲେ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା…
ଅପରେସନ ବ୍ରହ୍ମା ଆରମ୍ଭ, ଆଗ୍ରାରୁ ମ୍ୟାନମାର ଯିବ ଫିଲ୍ଡ ହସ୍ପିଟାଲ
ନୂଆଦିଲ୍ଲୀ,୨୯।୩: ମ୍ୟାନମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଭାରତ ‘ଅପରେସନ ବ୍ରହ୍ମା’ ଅଧୀନରେ ଦୁଇଟି ନୌସେନା ଜାହାଜ ପଠାଇଛି। ଏହା ବ୍ୟତୀତ, ଶନିବାର ଏକ ଫିଲ୍ଡ ହସ୍ପିଟାଲକୁ ମଧ୍ୟ ବିମାନ ଯୋଗେ ଅଣାଯିବ।…
Archives


