୨୪ ଘଣ୍ଟାରେ ୯୦୯ ନୂଆ ରୋଗୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା
ନୂଆଦିଲ୍ଲୀ,୧୨।୪: ସରି ସରି ଆସୁଛି ଲକ୍ଡାଉନ ଅବଧି। ହେଲେ ଦେଶରେ ଥମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦୯ ଜଣ ନୂଆ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଉଛି। ଏହାସହ...
ଇନ୍ଦୋର କରୋନା ସଂକ୍ରମଣର ହଟ୍ସ୍ପଟ
ଇନ୍ଦୋର,୧୨।୪: ବାଣିଜି୍ୟକ, ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସର୍ବଦା ଜଡ଼ିତ ରହିଆସିଥିବା ଇନ୍ଦୋର ସହର ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ହଟ୍ସ୍ପଟ ପାଲଟିଛି। ରାଜ୍ୟରେ ମୋଟ ୩୬ କରୋନା ମୃତକଙ୍କ ମଧ୍ୟରୁ ଇନ୍ଦୋରରୁ ୨୭ ଜଣ ରହିଛନ୍ତି। ଏହି ସହରରେ କରୋନା ଜନିତ...
ପଶ୍ଚିମବଙ୍ଗରେ ଲକ୍ଡାଉନ ଉଲ୍ଲଂଘନ
ନୂଆଦିଲ୍ଲୀ,୧୨।୪(ପି.ଟି.): ପଶ୍ଚିମବଙ୍ଗରେ ଲକ୍ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପ୍ରତିବାଦ ଜଣାଇଛି। ଅଣଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ଲାଗି ସେଠାରେ ଅନୁମତି ମିଳିଥିବାବେଳେ ଧର୍ମୀୟ ସମାବେଶକୁ ପୋଲିସ ଅନୁମତି ଦେଉଥିବା ଖବର ମିଳିଛି। ଏହାର...
ଲକ୍ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ
ନୂଆଦିଲ୍ଲୀ,୧୨।୪(ଆଇଏଏନ୍ଏସ୍): ଲକ୍ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ ୧୫ ସୁଦ୍ଧା ଦେଶରେ ସଂକ୍ରମଣ ସଂଖ୍ୟା ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ବୋଲି କେନ୍ଦ୍ର...
ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍ଡାଉନ
ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍ଡାଉନ୍ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍ରେ ସରକାର ଲକ୍ଡାଉନ ସମୟସୀମା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଲୋକମାନେ ସହଯୋଗ ନ କଲେ ଏହାକୁ ଆହୁରି ବଢ଼ାଯାଇପାରେ...
ଆଖି ବୁଜିଲେଣି ୨୬୩ ଆକ୍ରାନ୍ତ
ନୂଆଦିଲ୍ଲୀ,୧୨।୪: ଭାରତରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଲକ୍ଡାଉନ୍ ସତ୍ତ୍ୱେ କରୋନା ଭୂତାଣୁକୁ ରୋକାଯାଇପାରୁନି। ସଂକ୍ରମଣର ମାତ୍ରା ବଢ଼ି ବଢ଼ି ଚାଲିଛି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୨୩ରେ ପହଞ୍ଚି ଥିବାବେଳେ ମୋଟ ୨୬୩ ଜୀବନ ଗଲାଣି। କେବଳ...
ସୋମବାରରୁ କାର୍ଯ୍ୟରେ ଯୋଗଦେବେ ମନ୍ତ୍ରୀ
ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମସ୍ତ ମନ୍ତ୍ରୀ ସୋମବାରଠାରୁ ସେମାନଙ୍କ ମନ୍ତ୍ରଣାଳୟରେ କାର୍ଯ୍ୟରେ ଯୋଗଦେବେ। ସେହିପରି ଯୁଗ୍ମ ସଚିବଙ୍କଠାରୁ ଉପର ପାହ୍ୟାର ବରିଷ୍ଠ ଅଧିକାରୀମାନଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ସମସ୍ତ ଜରୁରୀ କର୍ମଚାରୀଙ୍କ ଏକତୃତୀୟାଂଶ ସୋମବାରଠାରୁ କାମରେ ଯୋଗଦେବାକୁ...
୨ ସପ୍ତାହ ବଢିପାରେ ଲକ୍ଡାଉନ ଅବଧି
ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍ଡାଉନ ଅବଧି ଆଉ ୩ ଦିନ ପରେ ଶେଷ ହେବାକୁ ଯାଉଛି। ହେଲେ ଏହି ଅବଧିକୁ ଆଉ ୨ ସପ୍ତାହ ବା ୧୫ ଦିନ ବୃଦ୍ଧି କରିବାକୁ ବିଭିନ୍ନ...
କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍ଡାଉନ: ଲଭ ଅଗ୍ରଓ୍ବାଲ
ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏକ ସାମ୍ବାଦିକ ସମ୍ମିଳନୀରେ କୋଭିଡ-୧୯କୁ ହରାଇବାକୁ ଲକ୍ଡାଉନ...
୧୫ ଦିନ ଲକ୍ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍ ଆଣିବେ ମୋଦି: ୟେଦୁରପ୍ପା
ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି।...
ପ୍ରଧାନମନ୍ତ୍ରୀଙ୍କ ଲକ୍ଡାଉନ୍ ନିଷ୍ପତ୍ତିକୁ ପ୍ରଶଂସା କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍ଡାଉନ୍ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। କେଜରିଓ୍ବାଲ ଟୁଇଟ୍ କରି କହିଛନ୍ତି ଯେ, କରୋନା ସଂକ୍ରମଣ ଭାରତରେ କମ୍ ରହିଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଧାନମନ୍ତ୍ରୀଙ୍କ ୨୧ ଦିନିଆ...
ଭାଙ୍ଗିଲା ଆସ୍ ଡ୍ୟାମ୍: ୨ ମୃତ; ୪ ନିଖୋଜ
ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍ର ଆସ୍ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର...
Archives


