ଜାତୀୟ

ବିହାରରେ ପରିବର୍ତ୍ତନର ଗଙ୍ଗା ପ୍ରଭାବିତ ହେଉଛି

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନ ୨୦୨୦ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୧୭ଟି ଜିଲାର ୯୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଭୋଟ ଦେବା ପାଇଁ ଆରଜେଡି ନେତା ତେଜସ୍ବୀ ଯାଦବ ପାଟନାରେ…

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ

ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ ପାଇଁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ସମସ୍ତେ ଭୋଟ ଦେବାକୁ ଯାଆନ୍ତୁ। ସବୁ…

ସମାଜବାଦୀ ପାର୍ଟିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ଏମ୍‌ପି ଅନୁ ଟଣ୍ଡନ

ଲକ୍ଷ୍ନୌ,୨।୧୧-କଂଗ୍ରେସର ପୂର୍ବତନ ସାଂସଦ ଅନୁ ଟଣ୍ଡନ ସୋମବାର ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି। ଦଳୀୟ ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେ ଯୋଗଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୨୯ ତାରିଖରେ ଅନୁ କଂଗ୍ରେସରୁ…

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ମୃତ, ୧୦ ଆହାତ

ଉତ୍ତରପ୍ରଦେଶ,୨।୧୧-ଉତ୍ତରପ୍ରଦେଶର ବହରାଇଚ ଜିଲାର ପୟାଗପୁର ନିକଟରେ ସୋମବାର ସକାଳେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏଥିରେ ୬ ଜଣ ପ୍ରାଣ ହରାଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଲୋକେ, ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ପୋଲିସ…

ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଗୁରୁତ୍ୱାରୋପ କଲେ ଆଟର୍ନି ଜେନେରାଲ: ପୀଡ଼ିତାଙ୍କ ଦ୍ୱାରା ଅଭିଯୁକ୍ତଙ୍କ ହାତରେ ରାଖି ବନ୍ଧାଇବା ଏକ ଡ୍ରାମା

ନୂଆଦିଲ୍ଲୀ,୨।୧୧: ଯୌନ ହିଂସାର ଶିକାର ହୋଇଥିବା ପୀଡ଼ିତାଙ୍କ ଦ୍ୱାରା ଅଭିଯୁକ୍ତଙ୍କ ହାତରେ ରାଖି ବନ୍ଧାଇବା ଆଦେଶ ଦେବା ଏକ ଡ୍ରାମା ଭଳି। ତେଣୁ ଏଭଳି ମାମଲାର ବିଚାର ସମୟରେ ଜାମିନ ରାଶି ନିର୍ଦ୍ଧାରଣ କରିବା ନେଇ ତଥ୍ୟ ଉପରେ ଗୁରୁତ୍ୱ ଦେବାର…

ଫ୍ରାନ୍ସ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇ ଫସିଲେ ମୁନବ୍ୱର

ଲକ୍ଷ୍ନୌ,୨ ।୧୧: ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇଥିବା ଜଣାଶୁଣା ଶାୟର ମୁନବ୍ୱର ରାଣାଙ୍କ ବିରୋଧରେ ଲକ୍ଷ୍ନୌର ହଜରତଗଞ୍ଜ କୋତୱାଲିରେ ଏଫ୍‌ଆଇଆର୍ ଦିଆଯାଇଛି । ତାଙ୍କ ବିରୋଧରେ ଗମ୍ଭୀର ଧାରାରେ ମାମଲା ଦାୟର କରାଯାଇଛି । ସୂଚନାଯୋଗ୍ୟ, ଆତଙ୍କବାଦୀ…

ହାଥରସ ମାମଲା: ୟୁପି ସରକାରଙ୍କୁ ଯାଞ୍ଚ ରିପୋର୍ଟ ଦେଲା ଏସ୍‌ଆଇଟି

ହାଥରସ,୨ ।୧୧: ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ଯାଞ୍ଚ କରୁଥିବା ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଆଇଟି) ସୋମବାର ଏହାର ଯାଞ୍ଚ ରିପୋର୍ଟ ଉତ୍ତର ପଦେଶ ସରକାରଙ୍କୁ ଦେଇଛନ୍ତି । ଏବେ ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ସମୟରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇପାରେ ।…

କମଲନାଥଙ୍କୁ ଆଶ୍ୱସ୍ତି: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଉପରେ ରାୟ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ ।୧୧: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ଷ୍ଟାର ପ୍ରଚାରକ ମାନ୍ୟତା ରଦ୍ଦ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଉପରେ ସୋମବାର ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି ।…

ମନ୍ଦିରରେ ନମାଜ ପାଠ: ୪ ଜଣଙ୍କ ବିରୋଧରେ ମାମଲା ଦାଏର

ମଥୁରା,୨।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଥିବା ଖବର ପ୍ରଚାରିତ ହେବାପରେ ଏନେଇ ବିବାଦ ଆରମ୍ଭ ହୋଇଛି। ଦିଲ୍ଲୀର ଫୈଜଲ ଖାଁ ଏବଂ ମହମ୍ମଦ୍‌ ଚାନ୍ଦ୍‌…

ଏନ୍‌ଡିଏ-ମହାମେଣ୍ଟ ପାଇଁ କିଙ୍ଗ୍‌ ମେକର ହେବ କି କୁଶବାହାଙ୍କ ତୃତୀୟ ସାମୁଖ୍ୟ: ଚର୍ଚ୍ଚା ଆରମ୍ଭ !

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ନଭେମ୍ବର ୧୦ରେ ପ୍ରକାଶ ପାଇବ। ଚଳିତ ଥର ରାଜ୍ୟରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏନ୍‌ଡିଏ ଏବଂ ତେଜସ୍ବୀ ଯାଦବଙ୍କ ମହାମେଣ୍ଟ ମଧ୍ୟରେ ଲଢ଼େଇ ଜାରି ରହିଛି। ଚଳିତ ଥର ଆର୍‌ଏଲ୍‌ଏସ୍‌ପି ମୁଖ୍ୟ ଉପେନ୍ଦ୍ର କୁଶବାହାଙ୍କ…

ଉତ୍ତରପ୍ରଦେଶ ଉପନିର୍ବାଚନ: ଯୋଗୀଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ୭ଟି ବିଧାନସଭା ଆସନ ପାଇଁ ହେଉଥିବା ଉପନିର୍ବାଚନରେ ମଙ୍ଗଳବାର ଭୋଟଗ୍ରହଣ କରାଯିବ। ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଏହି ୭ଟି ଆସନର ଫଳାଫଳ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପାଇଁ ସମ୍ମାନର ପ୍ରଶ୍ନ ସୃଷ୍ଟି କରିବ ବୋଲି ରାଜ୍ୟ ରାଜନୀତିରେ…

ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜିତନ ରାମ

ପାଟନା,୨ ।୧୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ମୁଖ୍ୟ ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝି ପାଶୱାନଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?