ଜାତୀୟ

ହିରୋଶିମା: ଯୁଦ୍ଧ, ଯନ୍ତ୍ରଣାର ଦସ୍ତାବିଜ

ନୂଆଦିଲ୍ଲୀ: ବିଶ୍ୱ ଇତିହାସରେ ପରମାଣୁ ଯୁଦ୍ଧର ଏକମାତ୍ର ମୂଖସାକ୍ଷୀ ହେଉଛି ଜାପାନ। ୧୯୪୫ରେ ଆମେରିକା କେବଳ ଯୁଦ୍ଧକୁ ଅବଦମିତ କରିବାକୁ ଜାପାନ ଉପରେ ପରମାଣୁ ଆକ୍ରମଣ କରି ନ ଥିଲା, ବରଂ ନିଜକୁ ଶକ୍ତିଶାଳୀ ବୋଲି ପ୍ରମାଣିତ କରିବାକୁ ମାନବ ସଭ୍ୟତା…

କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଏହି ଧାରା ଜାରି…

ମୋଦିଙ୍କୁ ପ୍ରଶଂସା କରିବା ବିଧାୟକଙ୍କୁ ପଡିଲା ମହଙ୍ଗା

ଚେନ୍ନାଇ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା ଜଣେ ବିଧାୟକଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତାମିଲନାଡୁର ଡିଏମକେ ବିଧାୟକ କୁକା ସେଲଭମ। ମୋଦି ଏବଂ ଭାଜପା ସଭାପତି ଜେପି ନଡ୍ଡାଙ୍କୁ ପ୍ରଶଂସା…

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିଲେ। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ତାଙ୍କ ସ୍ଥାନରେ…

ଜମ୍ମୁ-କଶ୍ମୀର ଏଲ୍‌ଜି ଗିରୀଶ ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ,୬ା୮ : ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ତେବେ ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି…

ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ

ଅଯୋଧ୍ୟା,୬ା୮:ଦୀର୍ଘ ୫୦୦ ବର୍ଷର ସ୍ବପ୍ନ ପୂରଣ ହୋଇଛି। ରାମମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ ସହ ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିହୋଇଛି। ଏବେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏହାକୁ ନେଇ ବୁଧବାର ଅଯୋଧ୍ୟା ନଗରୀର ସମସ୍ତ ସ୍ଥାନରେ…

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ କରୋନା ଆକ୍ରାନ୍ତ ମୃତ

ଅହମଦାବାଦ, ୬।୮: ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଚିକିତ୍ସିତ ହେଉଥିବା ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ସ୍ଥାନୀୟ ନବରଙ୍ଗପୁରା ଶ୍ରେୟ ହସ୍ପିଟାଲରେ ଅଭଳି ଅଭାବନୀୟ ଘଟଣା…

ରାମମନ୍ଦିର ପାଇଁ ଆଧାରଶିଳା

ଅଯୋଧ୍ୟା,୬ା୮: ଅଯୋଧ୍ୟା ଅଧ୍ୟାୟରେ ଭାରତ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିଛି। ଲୋକଙ୍କ ଶତାବ୍ଦୀ ପୁରୁଣା ପ୍ରତୀକ୍ଷାର ଅନ୍ତ ଘଟିଛି। ବର୍ଷ ବର୍ଷ ଧରି ଅସ୍ଥାୟୀ ତମ୍ବୁ ତଳେ ରହିଥିବା ରାମଲାଲାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ମନ୍ଦିର ଲାଗି…

ମହିଳାଙ୍କ ପେଟରୁ ୨୪କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତର

ଶିଲଙ୍ଗ,୫।୮: ମେଘାଳୟର ଓ୍ବେଷ୍ଟ ଗାରୋ ହିଲ୍ସ ଜିଲାରେ ଏକ ହସ୍ପିଟାଲରେ ଜଣେ ମହିଳାଙ୍କ ପେଟରୁ ୨୪ କିଲୋଗ୍ରାମ ଓଜନର ଟ୍ୟୁମର ବାହାର କରିଥିବା ଜଣାପଡ଼ିଛି। ଏନେଇ ହସ୍ପିଟାଲର ଜଣେ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ଉକ୍ତ ଜିଲାର ଜାମଗେ ଗାଁରେ ରହୁଥିବା…

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜନ ସହ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ନିର୍ଦ୍ଧାରିତ ମୁହୂର୍ତ୍ତରେ…

ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟାଙ୍କୁ ଇଡିର ସମନ

ମୁମ୍ବାଇ,୫।୮: ବଲିଉଡ୍‌ର ପ୍ରତିଭାଶାଳୀ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଦିନକୁ ଦିନ ବିବାଦ ଘେରରେ ଛନ୍ଦି ହୋଇଯାଉଛନ୍ତି। ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ରିୟାଙ୍କୁ ସମନ ପଠାଯାଇଇଛି। ଶୁକ୍ରବାର…

ଶେଷରେ କଳିଯୁଗ ଶବରୀଙ୍କର ପୂରା ହେଲା ତପସ୍ୟା

ଭୋପାଳ,୫।୮: ବହୁ ପ୍ରତୀକ୍ଷିତ ଐତିହାସିକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ସରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରି ମନ୍ଦିରର ମୂଳଦୁଆ ପକାଇବା ସହ ଶିଳାନ୍ୟାସ କରିଛନ୍ତି। ଭଗବାନ ରାମଙ୍କ ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri