ଜାତୀୟ

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି ୩୦ ପ୍ରତିଶତ ହ୍ରାସ ପାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୭୪.୯୧ ଲକ୍ଷ ଲୋକ…

‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବ ହରିୟାଣା

ଚଣ୍ଡିଗଡ଼,୨ା୧୧(ପି.ଟି.): ‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିବାର ଦିନକ ପରେ ହରିୟାଣା ମଧ୍ୟ ଅନୁରୂପ ଆଇନ ଆଣିବା ଲାଗି ବିଚାର କରୁଛି। ଅପରାଧୀ ଯେପରି ଖସି ନ ପାରିବେ, ସେଥିପାଇଁ ଆଇନରେ…

ହାତ ଚିହ୍ନରେ ଭୋଟ ଦେବାକୁ କହିଲେ ଜ୍ୟୋତିରାଦିତ୍ୟ

ଭୋପାଳ,୨ା୧୧(ପି.ଟି.): ମଧ୍ୟପ୍ରଦେଶରେ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାଜପା ରାଜ୍ୟ ସଭା ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଚାର କରୁଥିବାବେଳେ ଭୁଲ୍‌ବଶତଃ ତାଙ୍କର ପୂର୍ବ ଦଳ କଂଗ୍ରେସକୁ ଭୋଟ ଦେବା ପାଇଁ କହି ଚର୍ଚ୍ଚାକୁ ଆସିଛନ୍ତି। ଗ୍ବାଲିୟରର ଡାବ୍ରା ସହରରେ…

ଗଣତନ୍ତ୍ର ଦୁର୍ବଳ ହେଉଛି

ନୂଆଦିଲ୍ଲୀ,୨ା୧୧: ବର୍ତ୍ତମାନ ଯାଏ ଗଣତନ୍ତ୍ର ସୂଚକାଙ୍କରେ ଭାରତର ସ୍ଥାନ ତଳକୁ ଖସୁଥବା ନେଇ ରିପୋର୍ଟ ଆସୁଥିଲା। କିନ୍ତୁ ଏବେ ଭାରତ ଏକ ଗଣତନ୍ତ୍ର ଭାବେ ନିଜ ସ୍ଥିତି ହରାଇବା ଅବସ୍ଥାକୁ ଖସିଥିବା ନେଇ ଏକ ସଦ୍ୟ ସର୍ବେକ୍ଷଣରେ ଦର୍ଶାଯାଇଛି। ଭାରତରେ ଗଣମାଧ୍ୟମ,…

ଏ ଦୁନିଆରେ ଦୁଇଟି ବ୍ୟକ୍ତିଙ୍କୁ ଖୋଜିବା କଷ୍ଟକର

ନୂଆଦିଲ୍ଲୀ,୧।୧୧: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ଦୁଇଟି କ୍ଲିପ ଶେୟାର କରି ସେ କହିଛନ୍ତି, ଏ ଦୁନିଆରେ ଦୁଇଜଣ ବ୍ୟକ୍ତିଙ୍କୁ ଖୋଜିବା ଅସମ୍ଭବ। ଜଣେ ହେଲେ ମୋଦିଙ୍କ କ୍ଲାସମେଟ୍‌ ଏବଂ…

ସୁରତରେ ତିଆରି ହେଲା ଗୋଲ୍ଡ ଘାରି ମିଠା: କିଲୋ ପ୍ରତି ଦାମ ରହିଛି ୯୦୦୦ ଟଙ୍କା

ସୁରତ,୧।୧୧- ସୁରତର ଲୋକ ପର୍ବ ଚାନ୍ଦି ପାଦଭୋକୁ ନଜରରେ ରଖି ସୁରତ ସହରର ଏକ ମିଠା ଦୋକାନରେ ନିଆରା ମିଠା ପ୍ରସ୍ତୁତ କରାଯାଇଛି। ଏହି ମିଠାର ନାମ ରହିଛି ଗୋଲ୍ଡ ଘାରି। ଆଗକୁ ଏହି ପର୍ବ ଆସୁଥିବାରୁ ଦୃଷ୍ଟିରେ ରଖି ଏହି…

୧୬ ହଜାର ଫୁଟ ଉଚ୍ଚତାରେ ଯବାନଙ୍କ ସଫଳ ଅସ୍ତ୍ରୋପଚାର କଲେ ଡାକ୍ତର

ଲେହ,୧।୧୧: କରୋନା ସମୟରେ ଡାକ୍ତରମାନଙ୍କ ଭୂମିକା ବେଶ୍‌ ପ୍ରଶଂସନୀୟ ରହିଛି। ସେମାନଙ୍କୁ କରୋନା ଯୋଦ୍ଧା ଆଖ୍ୟା ଦିଆଯାଇଛି। ଏହି ସମୟରେ ୩ ଜଣ ଡାକ୍ତର ୧୬ ହଜାର ଫୁଟ ଉଚ୍ଚତାରେ ଜଣେ ଯବାନଙ୍କ ଚିକିତ୍ସା କରି ଇତିହାସ ସୃଷ୍ଟି କରିଛନ୍ତି। ପୂର୍ବ…

କରୋନାରେ ଚାଲିଗଲା ତାମିଲନାଡୁ କୃଷିମନ୍ତ୍ରୀଙ୍କ ଜୀବନ

ଚେନ୍ନାଇ,୧।୧୧-ତାମିଲନାଡୁର କୃଷିମନ୍ତ୍ରୀ ଆର.ଦୋରାଇକାନୁଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୋରାଇକାନୁ ଗତ ୧୩ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଚେନ୍ନାଇର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଗତ…

୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ନିପାତ

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀରରେ ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତ ଅପରେସନରେ ହିଜବୁଲ ମୁଜାହିଦ୍ଦିନ ମୁଖ୍ୟ କମାଣ୍ଡର ସୈଫୁଲ୍ଲା ନିହତ ହୋଇଛନ୍ତି। ଜମ୍ମୁକଶ୍ମୀରର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦିଲବାଗ ସିଂଙ୍କ ଅନୁଯାୟୀ କିଛି ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ୩ଜଣ କମକର୍ତ୍ତାଙ୍କ…

ମୁସଲମାନ୍‌ ଶ୍ରଦ୍ଧାଳୁ ମନ୍ଦିର ପରିସରରେ ପଢ଼ିଲେ ନମାଜ: ଶୁଣାଇଲେ ରାମଚରିତ ମାନସ

ମଥୁରା,୧।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଛନ୍ତି। ଏହା ସହିତ ଉପସ୍ଥିତ ଶ୍ରଦ୍ଧାଳୁଙ୍କୁ ରାମଚରିତ ମାନସର ଚୌପାଇ ପାଠ କରି ଶୁଣାଇଛନ୍ତି। ଏହା ସହିତ ଉପସ୍ଥିତ…

ଭାଜପା ଟଙ୍କା ଦେଲେ ନେଇଯାଅ ହେଲେ ଭୋଟ ଦିଅନି: କମଲନାଥ

ଭୋପାଳ,୧ ।୧୧: ମଧ୍ୟପ୍ରଦେଶ ବିଧାନସଭା ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ । ରବିବାର ହେଉଛି ପ୍ରଚାରର ଶେଷ ଦିନ । ଏହାପରେ ଶାସକ ବିରୋଧିଙ୍କ ମଧ୍ୟରେ କଥା କଟାକଟି ମଧ୍ୟ ବନ୍ଦ ହୋଇଯିବ । ହେଲେ ଏହା ପୂର୍ବରୁ…

ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ ପସନ୍ଦ କରୁଛନ୍ତି । ୟୁଟ୍ୟୁବରେ ଭିଡିଓଟି ଆସିବା ପରେ ଏହା ଏତେ ସୁନ୍ଦର ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?