ଜାତୀୟ

କରୋନା ଯୋଦ୍ଧା ଏବେ ସଙ୍କଟରେ

ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ ଥିବା ସୂଚନା ମିଳିଛି। ଏହି କରୋନା ଯୋଦ୍ଧାମାନେ ଏବେ ଏଭଳି ମହାମାରୀ କବଳରୁ...

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ...

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭

ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା...

ସତସଙ୍ଗ ପକ୍ଷରୁ କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୦ କୋଟି ଦାନ

ଦେଓଘର,୯।୪: କରୋନା(କୋଭିଡ୍‌-୧୯) ସଂକ୍ରମିତଙ୍କ ସଂଖ୍ୟା ପୃଥିବୀରେ ବଢ଼ିବାରେ ଲାଗିଛି। ଭାରତରେ କରୋନା ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି।  ସ୍ଥିତିକୁ ସ୍ବାଭାବିକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶବାସୀ ଏକଜୁଟ ହୋଇଛନ୍ତି। ଏହି ମର୍ମରେ ସତସଙ୍ଗର ପୂଜ୍ୟପାଦ ଆଚାର୍ଯ୍ୟ...

କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଘରୁ ଅଳିଆ ଉଠାଇବାକୁ ଗଲା ସ୍ବତନ୍ତ୍ର ଟିମ୍‌

ନୂଆଦିଲ୍ଲୀ,୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା କେଜରିଓ୍ବାଲ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏବେ ଦିଲ୍ଲୀରେ ଯେଉଁ ପରିବାର କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଘରର ଅଳିଆ ଉଠାଇବାକୁ...

ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି

ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି। ଦିନକରେ ୫୬୫ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ...

କରୋନାରେ ୧୪ ମାସ ଶିଶୁର ମୃତ୍ୟୁ

ଗାନ୍ଧୀନଗର,୯ା୪(ଆଇଏଏନ୍‌ଏସ୍‌): ଗୁଜରାଟରେ କରୋନା ସଂକ୍ରମଣରେ ୧୪ ମାସର ଶିଶୁର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। କୋଭିଡ୍‌-୧୯ରେ ସଂକ୍ରମିତ ଶିଶୁଟି ଜାମନଗରର ଜିଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସମସ୍ତ...

ଉଦ୍ଧବଙ୍କ ଚୌକିରେ କରୋନା ଗ୍ରହଣ

ମୁମ୍ବାଇ,୯ା୪: ମହାରାଷ୍ଟ୍ରରେ ଗୋଟିଏ ପଟେ ଲକ୍‌ଡାଉନ୍‌ ଅବଧି ବଢ଼ାଇବାର ସଙ୍କେତ ମିଳୁଥିବାବେଳେ ଅନ୍ୟପଟେ ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଚୌକି ଉପରେ ସଙ୍କଟର କଳାବାଦଲ ଘନେଇବାରେ ଲାଗିଛି। ଉଦ୍ଧବ ମହାରାଷ୍ଟ୍ରର କୌଣସି ସଦନର ସଦସ୍ୟ ହୋଇ ନ ଥିବାବେଳେ ତାଙ୍କ...

ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷିତ ରଖିବାକୁ ହେବ

ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ଅନ୍ୟାନ୍ୟ ସୁବିଧା...

‘୧୪ରେ ଲକ୍‌ଡାଉନ୍‌ ହଟାଇବା ଅସମ୍ଭବ’

ନୂଆଦିଲ୍ଲୀ,୯ା୪: ସମ୍ପ୍ରତି ଭାରତରେ ସୋସିଆଲ ଏମର୍ଜେନ୍ସି ବା ‘ସାମାଜିକ ଜରୁରୀ ପରିସ୍ଥିତି’ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଏକପ୍ରକାର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଏହି ଘାତକ ଭୂତାଣୁରେ ୫,୯୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୭୯ ଜଣଙ୍କ ଜୀବନ ଚାଲିଗଲାଣି। ଏହାର...

ବଢ଼ିପାରେ ଲକ୍‌ଡାଉନ୍‌ ଅବଧି: ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ...

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri