ରାଜରାସ୍ତାକୁ ଓହ୍ଲାଇଲେ କୃଷକ
ନୂଆଦିଲ୍ଲୀ,୨୫।୯: ଚାଷୀ ପାଇଁ ମୋଦି ସରକାର ଆଣିଥିବା ବିଲକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଛି। ଭାରତୀୟ କିଷାନ ୟୁନିଅନ ସମେତ ବିଭିନ୍ନ କୃଷକ ସଂଗଠନ ଆଜି ସାରା ଦେଶରେ ବନ୍ଦ ଡାକରା ଦେଇଛି। ୩୧ଟି ସଂସ୍ଥା ଏଥିରେ ଯୋଗ…
ରାଜ୍ୟ ସଭାର ୮୩ ଅଧିକାରୀ କରୋନା ପଜିଟିଭ୍
ନୂଆଦିଲ୍ଲୀ,୨୫।୯: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। କରୋନା ଭିତରେ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଗତ ବୁଧବାର ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଶେଷ କରାଯାଇଛି। ଏସବୁ ଭିତରେ ସଂସଦ ଚାଲିଥିବାବେଳେ ରାଜ୍ୟ ସଭାର ୮୩ ଅଧିକାରୀ…
ଥମୁନିି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୮୬ ହଜାରରୁ ଅଧିକ ଚିହ୍ନଟ, ୧୧୪୧ ମୃତ୍ୟୁ
ନୂଆଦିଲ୍ଲୀ,୨୫।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୮୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୮୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…
ଦଶମ, ଦ୍ୱାଦଶ ଶ୍ରେଣୀ ଟପ୍ପରଙ୍କୁ କାର୍ ଗିଫ୍ଟ କଲେ ଶିକ୍ଷାମନ୍ତ୍ରୀ
ରାଞ୍ଚି, ୨୪।୯: ଝାଡ଼ଖଣ୍ଡର ଶିକ୍ଷା ମନ୍ତ୍ରୀ ଜଗରନାଥ ମହତୋ ଶେଷରେ ନିଜ ପ୍ରତିଜ୍ଞା ପୂରଣ କରିଛନ୍ତି। ରାଜ୍ୟରେ ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ଟପ୍ପରଙ୍କୁ ଗିଫ୍ଟ ଆକାରରେ ଜଗରନାଥ କାର୍ ପ୍ରଦାନ କରିଛନ୍ତି। ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ…
କରୋନାରେ ଏହି କଂଗ୍ରେସ ବିଧାୟକଙ୍କ ପରଲୋକ
ବେଙ୍ଗାଲୁରୁ, ୨୪।୯: କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା କର୍ନାଟକର କଂଗ୍ରେସ ବିଧାୟକ ବି. ନାରାୟଣ ରାଓଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ମଣିପାଲ ହସ୍ପିଟାଲ ପକ୍ଷରୁ ଏକ ବିବୃତିରେ କୁହାଯାଇଛି, ‘କର୍ନାଟକ…
ଏଲ୍ଏସିରେ ରାଫାଲ ବିମାନ ଉଡ଼ାଣ କରିବେ ବାରାଣସୀର ଏହି ଝିଅ
ଲକ୍ଷ୍ନୌ,୨୪ା୯: ବାରାଣସୀର ଝିଅ ଶିବାଙ୍ଗୀ ସିଂ ପ୍ରଥମ ମହିଳା ପାଇଲଟ ଭାବେ ଲଢୁଆ ଯୁଦ୍ଧ ବିମାନ ରାଫାଲ ଉଡ଼ାଣ କରିବାର ଗୌରବ ଅର୍ଜନ କରିଛନ୍ତି। ସେ ଦେଶର ସବୁଠାରୁ ଶକ୍ତିଶାଳୀ ତଥା ବାହୁବଳୀ ରାଫାଲ ବିମାନ ଉଡ଼ାଇବାର ଦାୟିତ୍ୱ ପାଇଛନ୍ତି। ଶିବାଙ୍ଗୀଙ୍କୁ…
ଅଶ୍ଳୀଳ ଇଙ୍ଗିତ କଲେ ସହରରେ ଲାଗିବ ପୋଷ୍ଟର
ଲକ୍ଷ୍ନୌ, ୨୪।୯: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ରୋଡ ସାଇଡ୍ ରୋମିଓଙ୍କ ପାଇଁ ନୂଆ ଆଇନ ଜାରି କରିଛନ୍ତି। ଏଣିକି ଅଶ୍ଳୀଳ ଇଙ୍ଗିତ କରୁଥିବା ରୋମିଓଙ୍କ ପୋଷ୍ଟର ସହରର ଲଗାଯିବ। ରୋଡ୍ ସାଇଡ୍ ରୋମିଓଙ୍କୁ ସହାୟତା କରୁଥିବା ବ୍ୟକ୍ତିଙ୍କର ପୋଷ୍ଟର…
କରୋନାରେ ପରମାଣୁ ବୈଜ୍ଞାନିକ ଶେଖର ବାସୁଙ୍କ ପରଲୋକ
କୋଲକାତା, ୨୪।୯: କରୋନାରେ ଆକ୍ରାନ୍ତ ହୋଇ ପରମାଣୁ ବୈଜ୍ଞାନିକ ଡ.ଶେଖର ବାସୁଙ୍କ ଗୁରୁବାର ଭୋର ୪ଟା ୫୦ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା। ନମୁନା…
ମଣିପୁର ମନ୍ତ୍ରିମଣ୍ଡଳ ଅଦଳବଦଳ: ବାଦ ପଡ଼ିଲେ ୩ କ୍ୟାବିନେଟ୍ ମନ୍ତ୍ରୀ
ଇମ୍ଫାଲ୍, ୨୪।୯: ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ୍. ବିରେନ୍ ସିଂଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳରେ ୩ କ୍ୟାବିନେଟ୍ ମନ୍ତ୍ରୀ ବାଦ ପଡ଼ିଛନ୍ତି। ଗୁରୁବାର ନୂତନ ମନ୍ତ୍ରିମଣ୍ଡଳ ତାଲିକାକୁ ରାଜ୍ୟପାଳ ନଜ୍ମା ହେପତୁଲା ଅନୁମୋଦନ କରିଛନ୍ତି। ବାଦ ପଡ଼ିଥିବା କ୍ୟାବିନେଟ୍ ମନ୍ତ୍ରୀଙ୍କ ମଧ୍ୟରେ କୃଷି ଓ…
ମୋଦିଙ୍କ ଫିଟ୍ ଇଣ୍ଡିଆ ମନ୍ତ୍ର: କଷ୍ଟକର ମନେ ହେଉଥିଲେ ବି ଫିଟ୍ ରହିବା ସହଜ
ନୂଆଦିଲ୍ଲୀ, ୨୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍ ଇଣ୍ଡିଆ ଅଭିଯାନର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଫିଟ୍ ଇଣ୍ଡିଆ ଡାଏଲଗ୍ରେ ଗୁରୁବାର ଯୋଗ ଦେଇ କହିଛନ୍ତି ଯେ, ଫିଟ୍ ରହିବା କଷ୍ଟକର ମନେ ହେଉଥିଲେ ବି ଏହା ପ୍ରକୃତ ପକ୍ଷେ ସହଜ।…
୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଲେ ଦୁଇପୁଅ, ଭିଡିଓ ଭାଇରାଲ
ଗ୍ରେଟର ନୋଏଡା,୨୪।୯: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦୁଇ ପୁଅ ୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୋଲିସ ସୂଚନା ପାଇବା…
ଅଚାନକ ଆକ୍ରମଣ ଯୋଜନା କରୁଛି ଚାଇନା !
ନୂଆଦିଲ୍ଲୀ, ୨୪।୯: ଏଲ୍ଏସିରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ତେବେ ଚାଇନା ୧୯୬୨ ଭଳି ଭାରତ ଉପରେ ଅଚାନକ ଆକ୍ରମଣ ଯୋଜନା କରୁଛି। ଚାଇନା ପକ୍ଷରୁ ଏଭଳି ଆଶଙ୍କା ଥିବାରୁ ଭାରତୀୟ ବାୟୁସେନା ଏବଂ ସ୍ଥଳସେନା ପକ୍ଷରୁ ପାହାଡ଼ ଉପରେ…
Archives


