ଜାତୀୟ

କରୋନା ଭାଇରସ୍‌: ପାରୋଲରେ ଆସିବେ ଲାଲୁ!

ରାଞ୍ଚି,୭।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଝାରଖଣ୍ଡ ସରକାର ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଜେଲ୍‌ରୁ ମୁକୁଳାଇବା ପାଇଁ ଝାରଖଣ୍ଡ ସରକାର ବିଚାର କରୁଥିବା ଜଣାପଡ଼ିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ...

ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ। ତେବେ ଯେଉଁ ଅଞ୍ଚଳଗୁଡିକୁ ସିଲ୍‌ କରାଯାଇଛି ସେଠାରେ ଗତ ୪୮ ଘଣ୍ଟା ମଧ୍ୟରେ...

ଭାରତ ପାଇଁ ଖୁସି ଖବର: ପ୍ରଥମଥର ପାଇଁ ୮ ଦିନ ମଧ୍ୟରେ ୨୦ ପ୍ରତିଶତ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ଇତିମଧ୍ୟରେ ଗତ ୮ ଦିନ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଛି। ଏପ୍ରିଲ୍‌ ନୂଆ କରୋନା ସଂକ୍ରମିତଙ୍କ...

୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ପ୍ରସ୍ତୁତ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦିଲ୍ଲୀରେ ୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରିବ ବୋଲି ମଙ୍ଗଳବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏଥିମଧ୍ୟରୁ ୮ ହଜାରଙ୍କ ପାଇଁ ହସ୍ପିଟାଲ...

ଇନ୍ଦୋରରେ ଭାଇଚାରାର ବାର୍ତ୍ତା: ହିନ୍ଦୁ ମହିଳାଙ୍କୁ ସଂସ୍କାର କଲେ ମୁସ୍‌ଲମାନ

ଇନ୍ଦୋର,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଯେଉଁଠାରେ ଲୋକମାନେ ବାହାରକୁ ବାହାରି ପାରୁ ନାହାନ୍ତି ସେଠାରେ ସାହାଯ୍ୟ ତ ଦୂରର କଥା। କିନ୍ତୁ ଏଭଳି ସ୍ଥିତିରେ...

ଲକ୍‌ଡାଉନ୍‌କୁ ଉଲ୍ଲଂଘନ: ଗୋଟିଏ ଦିନରେ ୩ଲକ୍ଷ ଜରିମାନା; ୪୬ଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହାକୁ କେତେକ ଉଲ୍ଲଂଘନ କରୁଛନ୍ତି। ମହାରାଷ୍ଟ୍ରରେ ରାଜ୍ୟ ସରକାର ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...

କରୋନା ଯୋଗୁ ୭ ବର୍ଷ ତଳେ ହଜିଥିବା ପୁଅକୁ ଫେରିପାଇଲେ ପରିବାର ଲୋକେ

ଛପରା,୭।୪: କରୋନା ଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବିହାରର ଛପରା ଜିଲାରେ ଥିବା ଏକ ପରିବାର ପାଇଁ କିନ୍ତୁ ଖୁସିର ଖବର ନେଇ ଆସିଛି। ଛପରା ଭିଲେ ଥାନା ଅନ୍ତର୍ଗତ ପୈଗା ମିତ୍ରସେନ ଗାଁର...

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ, ବିଦେଶ ଯାତ୍ରା କମାଇବା ସହିତ ବିଜ୍ଞାପନ ଲାଗି ହେଉଥିବା ଖର୍ଚ୍ଚରେ କାଟ୍‌...

କରୋନାରେ ସଂକ୍ରମିତ ହେଲେ ପୋଲିସ ଅଧିକାରୀ

ଭୋପାଳ,୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକଡାଉନ୍‌ ଘୋଷଣା କରାଯିବା ସମୟରେ କିନ୍ତୁ କାର୍ଯ୍ୟରେ ହେଳା କରୁ ନାହାନ୍ତି ପୋଲିସ। ଡାକ୍ତର, ନର୍ସଙ୍କ ପରି ଏମାନେ ମଧ୍ୟ ସେବା ଯୋଗାଇ ଦେଉଛନ୍ତି। ଜନତାଙ୍କୁ ଘରେ ସୁରକ୍ଷିତ ରଖି ଏମାନେ...

ଲକ୍‌ଡାଉନ୍‌ ବଢାଇବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ୨୧ ଦିନଆ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହି ଲକ୍‌ଡାଉନ ପୂରଣ ହେବାକୁ ଆଉ ମାତ୍ର ୭ ଦିନ ଥିବା ବେଳେ ପୁଣି ଥରେ ଏହାକୁ ବୃଦ୍ଧି କରିବାକୁ ବହୁ ରାଜ୍ୟ...

ମୁମ୍ବାଇରେ ଡାକ୍ତର, ନର୍ସ କରୋନା ସଂକ୍ରମିତ: ୨ ଘରୋଇ ହସ୍ପିଟାଲ ସିଲ୍‌

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଦେଖାଯିବାରୁ ଚିନ୍ତାର କାରଣ ପାଲଟିଯାଇଛି। ଏଠାରେ ଥିବା ଏକ ଘରୋଇ ହସ୍ପିଟାଲରେ ପାଖାପାଖି ୫୨ ଜଣ ଡାକ୍ତର ଓ ନର୍ସ...

ସବୁ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ: ଯୋଗୀ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଘୋଷଣା କରିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri