ଜାତୀୟ

ଦିଲ୍ଲୀରେ ପହଞ୍ଚିଲେ ମାଇକ୍‌ ପୋମ୍ପିଓ-ମାର୍କ ଏସ୍ପର

ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି। ଗସ୍ତ ସମୟରେ ସେମାନେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଏବଂ…

ରାଜନୀତି ମୈଦାନକୁ ଓହ୍ଲାଇବେ ପାୟଲ ଘୋଷ

ମୁମ୍ବାଇ,୨୬।୧୦: ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ଫିଲ୍ମ ଅଭିନେତ୍ରୀ ପାୟଲ ଘୋଷ ତାଙ୍କ ଓକିଲଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଆରପିଆଇ)ରେ ଯୋଗଦେବେ। ଦୀର୍ଘ…

ପଞ୍ଜାବରେ ମୋଦିଙ୍କ କୁଶ ପୁତ୍ତଳିକା ଦାହ: କଂଗ୍ରେସର ଡ୍ରାମା ବୋଲି କହିଲେ ନଡ୍ଡା

ନୂଆଦିଲ୍ଲୀ, ୨୬।୧୦: ପଞ୍ଜାବରେ ଦଶହରା ଅବସରରେ କୃଷି ଆଇନକୁ ବିରୋଧ କରୁଥିବା ପ୍ରଦର୍ଶନକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ଏହାକୁ ନେଇ ପଞ୍ଜାବ ସମେତ ଦେଶର ରାଜନୈତିକସ୍ତରରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏଭଳି ଘଟଣା ନେଇ ଭାଜପାର…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ…

ମଧ୍ୟପ୍ରଦେଶ ଉପନିର୍ବାଚନ: ହାଇକୋର୍ଟଙ୍କ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୬।୧୦: ମଧ୍ୟପ୍ରଦେଶରେ ହେବାକୁ ଥିବା ଉପନିର୍ବାଚନ ନେଇ ରାଜ୍ୟ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଆଦେଶ ଉପରେ ସୁପ୍ରିମ୍‌କୋର୍ଟ ରୋକ ଲଗାଇଛନ୍ତି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ନିର୍ବାଚନ ରାଲି କରିବାକୁ ବାରଣ କରିଥିଲେ। ଭର୍ଚୁଆଲ୍‌ ମିଟିଂ ଉପରେ…

ଅଜିତ୍‌ ପଓ୍ବାରଙ୍କୁ କରୋନା

ମୁମ୍ବାଇ, ୨୬।୧୦: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ୍‌ ପଓ୍ବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ୍‌ର ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ପାଇଁ ମୁମ୍ବାଇର ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ସପ୍ତାହରେ ଅଜିତ୍‌ ରାଜ୍ୟର ବନ୍ୟା…

ଭେଣ୍ଟିଲେଟରରେ ଥିବା କଂଗ୍ରେସର ଅହଙ୍କାର ଏକ୍ସିଲେଟରରେ:ନକ୍‌ଭୀଙ୍କ କଟାକ୍ଷ

ନୂଆଦିଲ୍ଲୀ, ୨୬।୧୦: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅହଙ୍କାରରେ ବୁଡ଼ି ରହିଥିବା ନେଇ କହିଥିଲେ। ଏହାର ଉତ୍ତରରେ ଭାଜପା ପକ୍ଷରୁ ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ମୁକ୍ତାର ଅବାସ ନକ୍‌ଭୀ କଂଗ୍ରେସକୁ କଟାକ୍ଷ କରିଛନ୍ତି। ନକ୍‌ଭୀ କହିଛନ୍ତି…

ଦୁର୍ଗା ପେଣ୍ଡାଲରେ ଡ୍ୟାନ୍ସ କରି ଚର୍ଚ୍ଚାରେ ମହିଳା ଏମ୍‌ପି

କୋଲକତା,୨୬।୧୦: କରୋନା ସମୟରେ ସାରା ଦେଶରେ ସତର୍କତାର ସହିତ ଦୁର୍ଗା ପୂଜା ପାଳନ କରାଯାଉଛି। ଏଥି ସହ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ନୁସରତ…

ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ

ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ପ୍ରଚାରରେ ପିଆଜ ମାଳ ପିନ୍ଧିଥିବାର ଦେଖିବାକୁ ମିଳିଛି। ପିଆଜ ଦାମ ବୃଦ୍ଧି…

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି ମାମଲାରେ…

ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବାକୁ ଯାଉଥିବା ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ଶ୍ରୀନଗର, ୨୬।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ନେଇ ରାଜ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସୋମବାର କେତେକ ଭାଜପା କର୍ମୀ ଶ୍ରୀନଗରର ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବା ଲାଗି ଯାଉଥିବାବେଳେ…

କାହାର ଇଛାରେ ନୁହେଁ ବିପଦକୁ ଦେଖି ଭାରତ ଲଢ଼ିବ ଯୁଦ୍ଧ: ଡୋଭାଲ୍‌

ହରିଦ୍ୱାର, ୨୬।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଲଗାତାର ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?