ଜାତୀୟ

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି...

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ...

କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ

ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ସାହାରନପୁର ଅଞ୍ଚଳରେ। ନକୁର ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ସରକାରୀ...

ହଟ୍‌ସ୍ପଟ୍‌ ଅଞ୍ଚଳରେ ହେବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌: ୩୦ ମିନିଟ୍‌ରେ ଚିହ୍ନଟ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। କରୋନା ହଟ୍‌ସ୍ପଟ୍‌ ପାଲଟିଥିବା ଅଞ୍ଚଳରେ କମ୍‌ ସମୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଏହି...

ସ୍ମାର୍ଟ ସିଟିର ଶୀର୍ଷରେ ଥିବା ଇନ୍ଦୋର ବି କରୋନା କବଳରେ

ଇନ୍ଦୋର,୨।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଥରାଇ ଦେଇଛି। ଭାରତରେ ଏହାର ଉପସ୍ଥିତି ଧୀରେ ଧୀରେ ବ୍ୟାପକ ହେବାରେ ଲାଗିଛି। ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହା ଉଭୟ ରାଜ୍ୟ ଓ...

କରୋନାକୁ ହରାଇବାକୁ ପଡିବ: ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ଭାଇରସ ସଂକ୍ରମଣ ବଢି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ପୁଣିଥରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। କରୋନା ସହ ଲଢିବାକୁ ମୋଦି ନୂଆ ରଣନୀତି ବିଷୟରେ...

ଭାରତରୁ କରୋନାକୁ ମୂଳପୋଛ କରିବା ଲାଗି ସେନା ଭିଡ଼ିଲା ଅଣ୍ଟା: ୧୩୩ ହସ୍ପିଟାଲରେ ୮ ହଜାର ଡାକ୍ତର ପ୍ରସ୍ତୁତ

ନୂଆଦିଲ୍ଲୀ,୨।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ସେନା ଅଣ୍ଟା ଭିଡ଼ିଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଏଥିରେ ଯୋଗଦେଇଥିବା ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତ ସେନା ପକ୍ଷରୁ କରୋନା...

କୋଭିଡ-୧୯ ସହ ଲଢିବାକୁ ପିଏମ୍‌ କେୟାର୍ସ ଫଣ୍ଡ ‘ଅନାବଶ୍ୟକ’: ସିପିଆଇ(ଏମ୍‌)

ନୂଆଦିଲ୍ଲୀ,୨।୪: କୋଭିଡ-୧୯ ସହ ଲଢିବାକୁ ପୃଥକ ଭାବେ ‘ପିଏମ୍‌ କେୟାର୍ସ’ ପଣ୍ଡ ଗଠନ କରିବା ଅନାବଶ୍ୟକ ବୋଲି କହିଛି କମ୍ୟୁନିଷ୍ଟି ପାର୍ଟି ଅଫ୍‌ ଇଣ୍ଡିଆ(ମାର୍କସିଷ୍ଟ)। ସେ କହିଛି ପ୍ରାଇ ମିନିଷ୍ଟର୍ସ ନ୍ୟାଶନାଲ ରିଲିଫ୍‌ ଫଣ୍ଡ(ପିଏମ୍‌ଏନ୍‌ଆର୍‌ଏଫ୍‌) କୋଭିଡ-୧୯ ପାଇଁ ସଂଗୃହିତ ଦାନ...

କନଷ୍ଟେବଳଙ୍କ ବଦାନ୍ୟତା

ମୁମ୍ବାଇ,୨।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖା ବଢି ଚାଲିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ବି ସହାୟତାର ସୁଅ ଛୁଟିଛି। ଏହି କ୍ରମରେ ମହାରାଷ୍ଟ୍ରର ହେଡ କନଷ୍ଟେବଳ ବାପୁ ସାହେବ ଡାଙ୍ଗରେ ୧୦ ହଜାର ଟଙ୍କା...

ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାମଙ୍କ ସଦ୍‌ଗୁଣ ଓ ବନ୍ଧୁତ୍ୱର କଥା କହିଥିବା ବେଳେ ଦେଶବାସୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି।...

ମାତ୍ର ୩ ସେକେଣ୍ଡ୍‌ରେ ଲୋକଙ୍କୁ ସାନିଟାଇଜ୍‌ କରୁଛି ସୁଡ଼ଙ୍ଗ

ଚେନ୍ନାଇ,୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାନିଟାଇଜରର ବ୍ୟବହାର ଏବଂ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ସମଗ୍ର ଶରୀର ସାନିଟାଇଜ୍‌ କରିବା ପାଇଁ ତାମିଲନାଡୁର ତିରୁପୁର ଜିଲାରେ...

ନିଃଶ୍ୱାସରେ ୮ ମିଟର ଯାଇପାରେ ଭୂତାଣୁ

ନୂଆଦିଲ୍ଲୀ,୨ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ଆମେରିକା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ (ସିଡିସି) ପକ୍ଷରୁ ଯେତିକି ସାମାଜିକ ଦୂରତ୍ୱ ରଖିବା ଲାଗି ପରାମର୍ଶ ଦିଆଯାଇଛି, ତାହା ଯଥେଷ୍ଟ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri