ଏପ୍ରିଲ ଫୁଲ୍କୁ ନେଇ ଗୁଜବ କଲେ ହେବ କଠୋର କର୍ଯ୍ୟାନୁଷ୍ଠାନ
ମୁମ୍ବାଇ,୩୧।୩: ରାତି ପାହିଲେ ଏପ୍ରିଲ ପହିଲା ବା ଏପ୍ରିଲ୍ ଫୁଲ୍। ଏହାକୁ ନେଇ କିଏ କେତେ ଥଟ୍ଟାମଜା କରିଥାଆନ୍ତି। ହେଲେ ଏବେ ଦେଶରେ ଲକ୍ଡାଉନ୍ ସାଙ୍ଗକୁ କରୋନା ଭାଇରସକୁ ନେଇ ପରିସ୍ଥିତି ଗମ୍ଭୀର ଥିବାରୁ ଏସବୁଥିରୁ ଦୂରେଇ ରହିବାକୁ କହିଛନ୍ତି...
ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ
ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ହରିୟାଣାରେ ଏବେ ଏମାନଙ୍କ ସଂଖ୍ୟା ପହଞ୍ଚିଛି ୨୨ରେ। ସେକ୍ଟର-୬ରେ ଥିବା ହସ୍ପିଟାଲର ଜଣେ...
ସାନିଟାଇଜର ସ୍ପ୍ରେ କରିବ ରୋବୋ
ନୂଆଦିଲ୍ଲୀ ,୩୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏଥିଲାଗି ସାମାଜିକ ଦୂରତା ସହିତ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ଏଥିରେ ପୋଲିସ, ଦମକଳବାହିନୀ ତଥା ସ୍ବାସ୍ଥ୍ୟକର୍ମୀଙ୍କୁ ନିୟୋଜିତ କରାଯାଉଛି। ତେବେ ଏଣିକି...
ରିଲିଫ୍ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ
ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ମଙ୍ଗଳବାର ଘୋଷଣା କରିଛନ୍ତି ସେ ତାଙ୍କର ୫ ମାସର ଦରମା...
ମୋହଲ୍ଲା କ୍ଲିନିକ ଡାକ୍ତର କରୋନା ପଜିଟିଭ
ନୂଆଦିଲ୍ଲୀ,୩୧।୩: ରାଜଧାନୀ ଦିଲ୍ଲୀର ବାବରପୁରରେଥିବା ମୋହଲ୍ଲା କ୍ଲିନିକର ଜଣେ ଡାକ୍ତର କରୋନା ଭାଇରସରେ ପୀଡ଼ିତ ହୋଇଥିବା ମଙ୍ଗଳବାର ଜଣାପଡିଛି। ଉକ୍ତ କ୍ଲିନିକକୁ ମାର୍ଚ୍ଚ ୧୨-୨୦ ଭିତରେ ଆସିଥିବା ସମସ୍ତ ରୋଗୀ ଓ ଅନ୍ୟ ବ୍ୟକ୍ତିଙ୍କୁ ନିଜ ଘରେ ସେଲ୍ଫ କ୍ୱାରାଣ୍ଟାଇନରେ...
କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ
ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ। ତେଣୁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏପରି...
ରେନିକୋଟ, ସନ୍ଗ୍ଲାସ୍ ପିନ୍ଧି କରୋନା ସହ ଯୁଦ୍ଧ କରୁଛନ୍ତି ଡାକ୍ତର
ସିଲିଗୁଡି,୩୧।୩: ସାରା ବିଶ୍ୱରେ ୩୭ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଥିବା କରୋନା ଭାଇରସ୍ ଏବେ ଭାରତରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୭ ହୋଇଥିବା ବେଳେ ସେଥିମଧ୍ୟରୁ ୩୯ଜଣଙ୍କର ମୃତ୍ୟୁ ଘଟିସାରିଛି। ଇତିମଧ୍ୟରେ କରୋନା...
ହୋମ୍ ଆଇସୋଲେଶନରେ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା
ଦମତାରି,୩୧।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଛତିଶଗଡ଼ ଦମତାରି ତାଗାପାଣି ଅଞ୍ଚଳର ଜରେ ୩୫ ବର୍ଷୀୟ ଯୁବକ ହୋମ୍ ଆଇସୋଲେଶନରେ ରହି ଆତ୍ମହତ୍ୟା କରିଥିବା ଜଣାପଡିଛି। ନିକଟରେ ସେ ତାମିଲନାଡୁରୁ ଫେରିଥିବା ବେଳେ...
୨ ମାସ ପର୍ଯ୍ୟନ୍ତ ମାଗଣାରେ ଜି-ସୋନୀ-ଷ୍ଟାର୍-କଲର୍ସ ଚ୍ୟାନେଲ ଦେଖିବେ ଲୋକେ: ଆଇବିଏଫ୍ କଲା ଘୋଷଣା
ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ଡାଉନ୍ ଜାରି କରାଯାଇଛି। ଲକ୍ଡାଉନ୍ ଯୋଗୁ ଶୁଟିଂ ହୋଇ ପାରୁନି। ତେଣୁ ଡିଡି-୧ ଏବଂ ଡିଡି-୨ରେ ଲୋକପ୍ରିୟ...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦାନ କଲେ ଲତା
ମୁମ୍ବାଇ,୩୧।୩: କରୋନା ଯୁଦ୍ଧରେ ଜିତିବାକୁ ସମସ୍ତଙ୍କର ଚେଷ୍ଟା ଜାରି ରହିଛି। କରୋନା ମୁକାବିଲା ପାଇଁ ବଳିଉଡ୍ର ବହୁ ସେଲିବ୍ରିଟି ସହଯୋଗର ହାତ ବଢାଇଥିବା ବେଳେ ମଙ୍ଗଳବାର ଏଥିରେ ସାମିଲ ହୋଇଛନ୍ତି ଭାରତରତ୍ନ ଲତା ମଙ୍ଗେସକର। ସୁର ସାମ୍ରାଜ୍ଞୀ ଲତା ମହାରାଷ୍ଟ୍ର...
ନଏଡାରେ ନୂଆ ଜିଲାପାଳ ଭାବେ ନିଯୁକ୍ତ ହେଲେ ପାରା ବ୍ୟାଡମିଣ୍ଟନ ଚାମ୍ପିୟନ
ନଏଡା,୩୧।୩: ନଏଡାରେ ଲଗାତର ଭାବେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଉତ୍ତରପ୍ରଦେଶ ସରକାର ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଏହାରି ଭିତରେ ନଏଡାକୁ କରୋନା କବଳରୁ ରକ୍ଷା କରିବା ପାଇଁ ଆଇଏଏସ୍ ଅଧିକାରୀ ତଥା...
ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଣ୍ଡକୁ ସହଯୋଗର ହାତ ବଢାଇ ନାନା ପାଟେକର ଦେଲେ ଭଲ ଉପଦେଶ
ମୁମ୍ବାଇ,୩୧।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ। ଭାରତରେ ବି ବେଳକୁ ବେଳ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏକେ କରୋନା ପାଇଁ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍ର ଭେଟେରାନ ଆକ୍ଟର ନାନା ପାଟେକର...
Archives


