ଏଲ୍ଏସି ସ୍ଥିତିର ଉଲ୍ଲଂଘନ କରୁଛି ଚାଇନା: ଯେ କୌଣସି ସ୍ଥିତି ପାଇଁ ଭାରତୀୟ ସେନା ପ୍ରସ୍ତୁତ
ନୂଆଦିଲ୍ଲୀ, ୧୭।୯: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ସ୍ଥିତି ଧୀରେଧୀରେ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଚାଇନା ଏଲ୍ଏସି ବାସ୍ତବିକ ସ୍ଥିତିର ଉଲ୍ଲଂଘନ କରୁଛି। ତେବେ ଭାରତୀୟ ଯବାନ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ଗୁରୁବାର ରାଜ୍ୟ…
ବାବ୍ରି ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ: ଇକବାଲ୍ ଅନସାରୀ
ନୂଆଦିଲ୍ଲୀ, ୧୭।୯: ବାବ୍ରି ମସଜିଦ୍ ଭଙ୍ଗା ମାମଲାରେ ସିବିଆଇର ସ୍ବତନ୍ତ୍ର କୋର୍ଟ ପକ୍ଷରୁ ଅଭିଯୁକ୍ତ ଲାଲ୍କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨…
କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ
ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍ପି ସଞ୍ଜୟ…
‘କରୋନା ଯୋଦ୍ଧା’ ଥିମ୍କୁ ନେଇ ମୋଦିଙ୍କ ୭୦ ତମ ଜନ୍ମଦିନରେ ୭୧ ଫୁଟର କେକ୍ ତିଆରି କଲା ସୁରଟ ବେକରି
ସୁରଟ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମଦିନରେ ଗୁଜରାଟ ସୁରଟର ବ୍ରେଡଲାଇନର ବେକରି ୭୧ ଫୁଟର ଏକ କେକ୍ ତିଆରି କରିଛି । ଏହା କୋରାନା ଯୋଦ୍ଧାଙ୍କ ଥିମ୍କୁ ନେଇ ପ୍ରସ୍ତୁତ କରାଯାଇଛି । ଏହାର ଓଜନ ରହିଛି…
ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଥିବା ବେଳେ ଏବେ ଚର୍ଚ୍ଚାରେ ଥିବା ବଲିଉଡ୍ ନାୟିକା…
ଏଲ୍ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ
ଲେହ, ୧୭।୯: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା ଏବେ କରୋନା ସହିତ ମଧ୍ୟ ଲଢ଼େଇ ଜାରି ରଖିଛି। ସୀମାରେ ଦେଶ ସୁରକ୍ଷା ଦାୟିତ୍ୱ…
ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ୭୮୧୯ ଓ୍ବେବସାଇଟ୍ ବନ୍ଦ
ନୂଆଦିଲ୍ଲୀ, ୧୭।୯: ଦେଶରେ ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ଏବଂ ମିଥ୍ୟ ଖବର ପ୍ରସାରିତ କରୁଥିବା ୭୮୧୯ ଓ୍ବେବସାଇଟ୍ ପେଜ୍ ତଥା ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି। ଏହାଦ୍ୱାରା ହିଂସାକାଣ୍ଡ ଘଟୁଥିବାରୁ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…
କରୋନା ଭାଇରସ ସଂକ୍ରମଣ: ଖୁବ୍ଶୀଘ୍ର ଆମେରିକାକୁ ପଛରେ ପକାଇବ ଭାରତ
ନୂଆଦିଲ୍ଲୀ,୧୭ ।୯: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । କିଛିଦିନ ହେବ ଲଗାତାର ଭାବେ ୨୪ ଘଣ୍ଟାରେ ୯୦ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ସ୍ଥିତିରେ ଭାରତ ଏବେ ଦ୍ୱିତୀୟ…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ସିଆର୍ପିଏଫ୍ର ଜଣେ ଅଫିସରଙ୍କ ସମେତ ୨ ଜଣ ଆହତ…
ଚାଇନାର ନୂଆ ଯୋଜନା: ସୀମାରେ ଲାଉଡ ସ୍ପିକର ଜରିଆରେ ବଜାଉଛି ପଞ୍ଜାବି ଗୀତ
ନୂଆଦିଲ୍ଲୀ,୧୭ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ନୂଆ ରୂପ ନେଉଥିବା ବେଳେ ଚାଇନା ପ୍ରତି ମୁହୂର୍ତ୍ତରେ କିଛି ନା କିଛି ଚାଲ ଚଲାଉଥିବା ଦେଖାଯାଇଛି । ଏବେ ଚାଇନା ଏଲ୍ଏସିର ଫିଙ୍ଗର-୪ ଅଞ୍ଚଳରେ ଲାଉଡ ସ୍ପିକର ଜରିଆରେ ପଞ୍ଜାବି…
ମୋଦିଙ୍କ ୭୦ତମ ଜନ୍ମଦିବସରେ ଦେଶ ବିଦେଶରୁ ଛୁଟିଲା ଶୁଭେଚ୍ଛାର ସୁଅ
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଆଜି ହେଉଛି ୭୦ତମ ଜନ୍ମଦିବସ । ଏହି ଦିବସକ୍ୁ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସପ୍ତାହେ ପୂର୍ବରୁ ସେବା ଦିବସ ଭାବେ ପାଳନ କରାଯାଉଛି । ଜନ୍ମଦିନ ଅବସରରେ ମୋଦିଙ୍କୁ ଦେଶ ବିଦେଶରୁ ବହୁ…
କରୋନା ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ
ନୂଆଦିଲ୍ଲୀ, ୧୬।୯: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଟୁଇଟ୍ ଯୋଗେ ଗଡ଼କରୀ ନିଜେ ଏହି ସୂଚନା ଦେଇଛନ୍ତି। ଗଡ଼କରୀ କହିଛନ୍ତି, ‘କାଲି ମୁଁ ଦୁର୍ବଳ ଅନୁଭବ କରିଥିଲି। ଏହାପରେ ଡାକ୍ତରଙ୍କ ପରାମର୍ଶ ନେଇଥିଲି। ଚେକ୍ ଅପ୍…
Archives


