ଜାତୀୟ

୯ରେ ଜାମିନରେ ଆସିିବେ ଲାଲୁ

ପାଟନା, ୨୪ା୧୦: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଫସିଥିବା ଆର୍‌ଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବ ନଭେମ୍ବର ୯ରେ ଜାମିନ ପାଇ ଜେଲରୁ ମୁକୁଳିବେ। ଏନେଇ ପୁଅ ତଥା ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ଯାଦବ ଶୁକ୍ରବାର ପ୍ରକାଶ କରିଛନ୍ତି। ଏବେ ଲାଲୁପ୍ରସାଦ…

ଚାଇନା ଦଖଲରୁ ଜାଗା କେବେ ଫେରିବ

ହିସୁଆ, ୨୪ା୧୦: ବିହାରରେ ପ୍ରଚାର ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧା ଟାର୍ଗେଟ କରିଛନ୍ତି। ଲଦାଖରେ ଚାଇନା ଜୋର୍‌ଜବରଦସ୍ତ ଭାରତର ଜାଗାକୁ ମାଡ଼ିବସିଛି। କିନ୍ତୁ ପ୍ରଧାନମନ୍ତ୍ରୀ କେହି ଆମ ଜାଗା ନେଇନାହାନ୍ତି ବୋଲି କହୁଛନ୍ତି।…

୩୭୦ ଲାଗୁ ପ୍ରତିଶ୍ରୁତି ଅପମାନଜନକ

ପାଟନା, ୨୪ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ୩ଟି ସ୍ଥାନରେ ନିର୍ବାଚନ ରାଲି କରି ଭୋଟରଙ୍କୁ ମନାଇବା ଲାଗି ପ୍ରୟାସ କରିଛନ୍ତି। ବିହାରର ସାସାରାମ, ଗୟା ଓ ଭାଗଲପୁରରେ ସେ ବିରୋଧୀ କଂଗ୍ରେସ ଓ ଆର୍‌ଜେଡି ଉପରେ ବର୍ଷିଛନ୍ତି। ସାସାରାମରେ…

ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ପକ୍ଷରୁ କୁହାଯାଇଛି। ବ୍ରିଟିଶ ମେଡିକାଲ ଜର୍ନାଲରେ ମଧ୍ୟ…

ଏଫ୍‌ଏଟିଏଫ୍‌ ଗ୍ରେ ଲିଷ୍ଟରେ ପାକିସ୍ତାନ

ନୂଆଦିଲ୍ଲୀ, ୨୪ା୧୦: ପାକିସ୍ତାନ ପୁଣି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଗ୍ରେ ତାଲିକାରେ ରହିଛି। ଆତଙ୍କବାଦ ରୋକିବା ଲାଗି ୨୭ଟିରୁ ୬ଟି ନିର୍ଦ୍ଦେଶ ପାଳନ କରି ନ ଥିବାରୁ ପୁଣି ତାକୁ ଗ୍ରେ ତାଲିକାରେ ରଖାଯାଇଛି। ଏଫ୍‌ଏଟିଏଫ୍‌ର ୨୧ଟି ନିର୍ଦ୍ଦେଶ ପାଳନ…

ପାଣି ନଷ୍ଟ କଲେ ଏଣିକି ୫ ବର୍ଷ ଜେଲ ସହ ଦେବାକୁ ପଡିବ ଏକ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୪ ।୧୦: ପାଣି ନଷ୍ଟ କରିବା ଲୋକେ ଏବେ ସାବଧାନ । କାରଣ କୌଣସି ବ୍ୟକ୍ତି ଅଥବା ସରକାରୀ ସଂସ୍ଥା ଯଦି ଭୂତଳରୁ ମିଳୁଥିବା ଜଳ ଯାହା ପାନୀୟ ଉପଯୋଗୀ ଜଳକୁ ନଷ୍ଟ କରୁଛନ୍ତି ଅବା ଅଯଥା ବ୍ୟବହାର କରୁଛନ୍ତି ତେବେ…

କଂଗ୍ରେସ ଉପରେ ବର୍ଷିଲେ ଇରାନି

ଭଦୋଦରା,୨୪ ।୧୦: କେନ୍ଦମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସ୍ୱୃତି ଇରାନି ଭଦୋଦରାରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଯାହାର ଜ୍ୱାଇଁ ଅନ୍ୟର ଜମି ଖାଇଯାଉଛନ୍ତି ସେ ଅନ୍ୟମାନଙ୍କ ଜମି କେମିତି ବଞ୍ଚାିଇବା କଥା କହୁଛନ୍ତି…

ମଦୁରାଇଠାରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମଦୁରାଇ,୨୩।୧୦-ତାମିଲନାଡୁ ମଦୁରାଇଠାରେ ଥିବା ଗୋଟିଏ ବାଣ କାରଖାନାରେ ଶୁକ୍ରବାର ଘଟିଛି ଭୟଙ୍କର ବିସ୍ଫୋରଣ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ଖବରପାଇ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ…

ରିପବ୍ଲିକ ଟିଭିର ୧୦୦୦ କର୍ମଚାରୀଙ୍କ ବିରୋଧରେ ଏତଲା

ମୁମ୍ବାଇ,୨୩।୧୦-ଟିଆରପି ସ୍କାମ ମାମଲାରେ ମୁମ୍ବାଇ ପୋଲିସ ଶୁକ୍ରବାର ରିପବ୍ଲିକ ଟିଭିର ସମସ୍ତ କର୍ମଚାରୀଙ୍କ ବିରୋଧରେ ଏତଲା ଦାଖଲ କରିଛି। ରିପବ୍ଲିକ ଟିଭି ଏବଂ ରିପବ୍ଲିକ ଭାରତରେ ପାଖାପାଖି ୧୦୦୦ରୁ ଅଧିକ କର୍ମଚାରୀ ରହିଛନ୍ତି। ସମସ୍ତ ଏଡିଟୋରିଆଲ ଷ୍ଟାଫଙ୍କ ସହ ସବୁ କର୍ମଚାରୀଙ୍କ…

ଅନୁଚ୍ଛେଦ ୩୭୦ର ସାହାରାରେ ଭୋଟ ମାଗୁଛି ଭାଜପା: ମେହେବୁବା

ଶ୍ରୀନଗର,୨୩ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ମେହେବୁବା କହିଛନ୍ତି ବିହାରରେ ଭୋଟ ମାଗିବାକୁ ମୋଦି ଅନୁଚ୍ଛେଦ ୩୭୦ର ସାହାରା ନେଉଛନ୍ତି । ଯେତେବେଳେ ମୋଦି ବିଫଳ ହେବାକୁ ଯାଉଛନ୍ତି…

ନିର୍ବାଚନ ମଞ୍ଚରୁ ମୋଦିଙ୍କ ଅପିଲ: ପର୍ବ ସମୟରେ ଯାହାବି କିଣୁଛନ୍ତି ଲୋକାଲ କିଣନ୍ତୁ

ପାଟନା,୨୩ ।୧୦: ବିହାର ପାଇଁ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କୁହାଯାଉଛି । ଶୁକ୍ରବାର ବିାର ବିଧାନସଭା ନିର୍ବାଚନ ପାଇଁ ଭାଜପା ଓ କଂଗ୍ରେସର ଷ୍ଟାର ପ୍ରଚାରକ ମଇଦାନରେ ଥିବା ବେଳେ ଏହା ସାଧାରଣ ଭୋଟରଙ୍କ ମନରେ ନିଶ୍ଚିତ ଭାବେ…

କରୋନା ମହାମାରୀକୁ ଖାତିର ନ କରି ୧୫ କିମି ସାଇକେଲ ଚଲାଇ ରୋଗୀଙ୍କ ସେବା କରିବାକୁ ଯାଉଛନ୍ତି ୮୭ ବର୍ଷିୟ ଡାକ୍ତର

ଚନ୍ଦ୍ରପୁର,୨୩ ।୧୦: କରୋନା ମହାମାରୀ ସମୟରେ ଗାଁ ଲୋକେ ସ୍ୱାସ୍ଥ୍ୟ ସେବା ପାଇବାରେ ନାନା ଅସୁବିଧା ଭୋଗ କରୁଥିବା ଦେଖାଯାଇଛି । ଆଉ ଏହି ମହାମାରୀ ସମୟରେ ବିଶେଷ ଭାବେ ଛୋଟ ପିଲା, ବୟସ୍କ ବ୍ୟକ୍ତି ଓ ଗର୍ଭବତୀଙ୍କୁ ଘରୁ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?