ଜାତୀୟ

ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ

ମୁମ୍ବାଇ, ୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ। ବିହାର ପାଟନାରୁ ଶୁଶାନ୍ତଙ୍କ ବାପା ମୁମ୍ବାଇ ପହଞ୍ଚିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ…

ସର୍ବଦୀଳୟ ବୈଠକରେ କଂଗ୍ରେସର ଦାବି: ସମସ୍ତଙ୍କର ହେଉ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା, କଂଗ୍ରେସ ଓ ଆମ୍‌ ଆଦମୀ ପାର୍ଟି (ଏଏପି)ର ନେତାମାନେ ସାମିଲ ହୋଇଥିଲେ। ଏହି ବୈଠକରେ କରୋନା…

ସାତ ଦିନ ପାଇଁ ବନ୍ଦ ହେଲା ସିଲିଗୁଡି ନିୟନ୍ତ୍ରିତ ବଜାର

ସିଲିଗୁଡି,୧୫।୬: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲାର ସିଲିଗୁଡି ନିୟନ୍ତ୍ରିତ ବଜାରକୁ ଆସନ୍ତା ଏକ ସପ୍ତାହ ପାଇଁ ବନ୍ଦ କରି ଦିଆଯାଇଛି। ନିକଟରେ ଚିହ୍ନଟ କେତେଜଣ କରୋନା ରୋଗୀଙ୍କର ଏହି ବଜାର ସହ ସମ୍ପର୍କ ଥିବାରୁ ଉକ୍ତ ବଜାରକୁ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ,…

କରୋନା ସଙ୍କଟରେ ଭାରତ ପାଖରେ ରହିଛି ଶ୍ରେଷ୍ଠ ମାନବ ସମ୍ବଳ: ଜୟଶଙ୍କର

ନୂଆଦିଲ୍ଲୀ,୧୫।୬: କରୋନା ସଙ୍କଟ ସମୟରେ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ତେବେ ଭାରତ ପାଖରେ ଶ୍ରେଷ୍ଠ ମାନବ ସମ୍ବଳ ରହିଛି। ଯାହାକିି ଆଗାମୀ ସମୟରେ ପୃଥିବୀ ଲାଗି ବେଶ୍‌ ବିଶ୍ୱାସନୀୟ ହୋଇପାରିବ। ପ୍ରୋଟେକ୍ଟରର୍ସ ଅଫ୍‌ ଇମିଗ୍ରାଣ୍ଟସ୍‌ର ୩ ବାର୍ଷିକ…

ଆଇଟିବିପିର ‘ପେଟ ମୁକ୍ତ-୨୦୨୦’ ଅଭିଯାନ: ଫିଟ୍‌ ରହିବା ପାଇଁ ଅଧିକାରୀ ସ୍ବାମୀଙ୍କ ସହିତ ସ୍ତ୍ରୀ ମଧ୍ୟ କରିବେ ବ୍ୟାୟାମ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌-୫ ସହିତ ଅନ୍‌ଲକ୍‌ ଦେଶରେ ଜାରି ରହିଛି। ଏପରିସ୍ଥଳେ ଆଇଟିବିପିର ଅଧିକାରୀଙ୍କୁ ଫିଟ୍‌ ରଖିବା ଲାଗି ‘ପେଟ ମୁକ୍ତ-୨୦୨୦’(ବେଲି ଫ୍ରି-୨୦୨୦) ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ ଫିଟ୍‌…

ଇସ୍‌ଲାମାବାଦରେ ଭାରତୀୟ ଉଚ୍ଚାୟୁକ୍ତର ଦୁଇ ଅଧିକାରୀ ନିଖୋଜ

ନୂଆଦିଲ୍ଲୀ,୧୫।୬: ପାକିସ୍ତାନର ରାଜଧାନୀ ଇସ୍‌ଲାମାବାଦରେ ୨ ଭାରତୀୟ ଅଧିକାରୀ ନିଖୋଜ ହୋଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ, ପାକିସ୍ତାନରେ ଭାରତୀୟ ଉଚ୍ଚାୟୁକ୍ତର ୨ ଅଧିକାରୀ ସୋମବାର ନିଖୋଜ ହୋଇଯିବା ପରେ ଏବେ ତାଙ୍କୁ ଖୋଜିବା କାମ…

ଦିଲ୍ଲୀରେ ବଢୁଛି କରୋନା ମୃତକଙ୍କ ସଂଖ୍ୟା: ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ଜଦିଦ୍‌ କବରସ୍ତାନରେ ଗତ ଅଢ଼େଇମାସ ମଧ୍ୟରେ ସର୍ବାଧିକ ମୃତକଙ୍କ ଅନ୍ତିମ ସଂସ୍କାର କରାଯାଇଛି।…

ମୁମ୍ବାଇରେ ସମ୍ପନ୍ନ ହେବ ସୁଶାନ୍ତଙ୍କ ଶେଷକୃତ୍ୟ

ମୁମ୍ବାଇ,୧୫।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗ ତାଙ୍କ ପ୍ରଶଂସକ ତଥା ସିନେ ପ୍ରେମୀଙ୍କ ମନରେ ଗଭୀର ଆଘାତ ସୃଷ୍ଟି କରିଛି। ମୁମ୍ବାଇର ବାନ୍ଦ୍ରାରେ ଥିବା ନିଜ ଘରେ ସେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ…

ଅଗଷ୍ଟ ପ୍ରଥମ ସପ୍ତାହରେ ୨୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଲଗାତାର ୫ମ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲା

ନୂଆଦିଲ୍ଲୀ, ୧୫।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୪୨୪ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୫୨୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୬୯ ହଜାର…

ପିଏମ୍‌ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୬ ମାସ ବଢ଼ାଯାଉ

ଚଣ୍ଡିଗଡ଼,୧୫ା୬(ଆଇଏଏନ୍‌ଏସ୍‌): କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍‌ଜିକେଏଓ୍ବାଇ) ସୁବିଧା ଆଉ ୬ମାସ ବଢ଼ାଇବା ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି। ଏହି ଯୋଜନାରେ ହିତାଧିକାରୀମାନଙ୍କୁ…

‘ଭାରତରେ ମିଶିବା ପାଇଁ ପିଓକେ ଦାବି କରିବ’

ନୂଆଦିଲ୍ଲୀ,୧୫ା୬: ମୋଦି ସରକାର ଏପରି ବିକାଶମୂଳକ କାର୍ଯ୍ୟ କରିବେ ଯେ ଜମ୍ମୁ-କଶ୍ମୀରର ଚେହେରା ବଦଳିଯିବ। କଶ୍ମୀର ଉପତ୍ୟକାର ବିକାଶକୁ ଦେଖି ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ) ଅଧିବାସୀ ଭାରତରେ ମିଶିବାକୁ ଚାହିଁବେ ବୋଲି ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜମ୍ମୁ-କଶ୍ମୀର ପାଇଁ…

ପ୍ରକୃତ ତଥ୍ୟ ଦେଉନାହାନ୍ତି ରାଜ୍ୟ

ନୂଆଦିଲ୍ଲୀ, ୧୫।୬: ସାରା ଦେଶରେ ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଭାରତ ଏବେ ସର୍ବାଧିକ ସଂକ୍ରମଣ ତାଲିକାର ୪ର୍ଥ ସ୍ଥାନରେ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ହେଲେ କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri