ଜାତୀୟ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୫ ନୂଆ ରୋଗୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪

ନୂଆଦିଲ୍ଲୀ,୨୭।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି। ଶୁକ୍ରବାର ୭୫ ଜଣ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪ରେ ପହଞ୍ଚିଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ପ୍ରାୟ ୬୦...

କୋଭିଡ ୧୯ର ମାଇକ୍ରୋସ୍କୋପି ପ୍ରତିଛବି ପ୍ରକାଶ କଲେ ଭାରତୀୟ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭।୩: ଭାରତୀୟ ବିଶେଷଜ୍ଞଙ୍କୁ ମିଳିଛି ଏକ ସଫଳତା। SARS-CoV-2 virus ବା କୋଭିଡ ୧୯ର ଏକ ମାଇକ୍ରୋସ୍କୋପି ପ୍ରତିଛବି ଭାରତୀୟ ବିଶେଷଜ୍ଞଙ୍କ ଦ୍ୱାରା ଜାରି କରାଯାଇଛି। କେରଳରେ ଜାନୁୟାରୀ ୩୦ରେ ଚିହ୍ନଟ ହୋଇଥିବା ପ୍ରଥମ କରୋନା ସଂକ୍ରମିତଙ୍କ ଗଳାର ସ୍ବାବ୍‌...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦଙ୍କ ପରଲୋକ

ଲକ୍ଷ୍ନୌ,୨୭।୩: ପୁର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦ ବର୍ମାଙ୍କର ଶୁକ୍ରବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସମାଜବାଦୀ ପାର୍ଟିର ଜଣେ ଆଗଧାଡିର ନେତା ଭାବେ ସେ ବେଶ୍‌ ପରିଚିତ ଥିଲେ। ସମାଜବାଦୀ ପାର୍ଟିରୁ...

ତୃତୀୟ ଥର ପାଇଁ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୨୭।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ପଜିଟିଭ୍‌ ଥିବା ତୃତୀୟ ଥର ରିପୋର୍ଟରେ ବି ଆସିଛି। ସେ କରୋନାରେ ପୀଡ଼ିତ ହେବା ପରେ ତାଙ୍କ ପରିବାର ଲୋକେ କରୋନା ଟେଷ୍ଟ ରିପୋର୍ଟକୁ ନେଇ ଅଭିଯୋଗ ଆଣିଥିଲେ। ଏହାପରେ ତାଙ୍କର...

ବୋରିସଙ୍କୁ ଯୋଦ୍ଧା ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୨୭।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜଣେ ଯୋଦ୍ଧା ବୋଲି କହିଛନ୍ତି। ଟୁଇଟ୍‌ କରି ମୋଦି ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।...

ଲକ୍‌ଡାଉନ୍‌: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା

ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ ରଖିଛନ୍ତି ରଣବୀଜୟ ଖାଁ। ତେବେ ଏହା ପଛର କାହାଣୀ ସମସ୍ତଙ୍କ ପାଇଁ ଏକ...

କେରଳ କ୍ୱାରାଣ୍ଟାଇନ୍‌ରୁ ଫେରାର ଆଇଏଏସ୍‌ ଅଧିକାରୀ ଉତ୍ତରପ୍ରଦେଶରୁ ଠାବ

ତିରୁଭାନନ୍ତମପୁରମ,୨୭।୩: କରୋନା ଭାଇରସ୍‌ ବ୍ୟାପିବାକୁ ଥିବା ଶୃଙ୍ଖଳକୁ ଭାଙ୍ଗିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରିଛନ୍ତି। କିନ୍ତୁ ଏହାରି ଭିତରେ ଜଣେ ଜୁନିୟର ଆଇଏଏସ୍‌ ଅଧିକାରୀ ଏହି ନିୟମର ମଜାକ ଉଡାଇବା ସହ କ୍ୱାରାଣ୍ଟାଇନ୍‌ରୁ...

ଲକ୍‌ଡାଉନ୍‌ ସମୟରେ ବରଯାତ୍ରୀ ନେଇ ଯିବାରୁ ପୋଲିସ ଷ୍ଟେଶନରେ ରାତି କାଟିଲେ ବର

ଉଦ୍ଧମ ସିଂ ନଗର,୨୭।୩: କରୋନା ଭାଇରସ ସଂକ୍ରମଣକୁ ଦେଖି ଏବେ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ ଏହି ସମୟରେ ବିନା ଅନୁମତିରେ ଉତ୍ତରାଖଣ୍ଡ ଉଦ୍ଧମ ସିଂ ନଗରର ଜଣେ ବର ବରଯାତ୍ରୀ ସହ ବାହା ହେବାକୁ ଯାଉଥିବା...

କରୋନା ସହ ଲଢିବାକୁ ଭାରତୀୟ ସେନାର ‘ଅପରେଶନ ନମସ୍ତେ’

ନୂଆଦିଲ୍ଲୀ,୨୭।୩: ଦେଶ ଏବେ ପ୍ରସ୍ତୁତ କରୋନା ଭାଇରସ ସହ ଲଢିବାକୁ। ସାରା ଦେଶରେ ଏବେ ୨୧ ଦିନ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସାଧାରଣ ଜନତା ମଧ୍ୟ ଏହାକୁ ନେଇ ବେଶ୍‌ ସଚେତନ ହୋଇ ଯାଇଥିବା ଦେଖାଯାଇଛି। ମାହାମାରୀ...

କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ

ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର ହାର ମାରିଛନ୍ତି କହିଲେ ଚଳେ। ଭାରତରେ ଏକେ କରୋନା ତା’ର କାୟା ବିସ୍ତାର...

କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା

ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି...

୧୧୨ ଡାଏଲ କଲେ ପୋଲିସ ପହଞ୍ଚାଉଛି ଖାଦ୍ୟ

ନୋଏଡ଼ା,୨୭।୩- ଯଦି କାହା ଘରେ ଖାଦ୍ୟପେୟର କୌଣସି ଅସୁବିଧା ଅଛି ତେବେ ୧୧୨ ଡାଏଲ କଲେ କିଛି ସମୟ ପରେ ଖାଦ୍ୟ ପହଞ୍ଚାଇବ ପୋଲିସ। ଲକ୍‌ଡାଉନ ସମୟରେ ବଜାର ସହର ସବୁ ବନ୍ଦ ରହିଥିବାରୁ ଅନେକ ଗରିବ ଶ୍ରେଣୀର ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri