ଜାତୀୟ

ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି। ଉଦ୍ୟୋଗ ଜଗତଠାରୁ ଆରମ୍ଭ କରି ଖେଳାଳି ଓ ସେଲିବ୍ରିଟି କରୋନାକୁ ହରାଇବା ପାଇଁ...

କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି।...

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ ନିପାହ ଭାଇରସ୍‌ ବାହାରିଥିଲା। ଏଥିରେ ବହୁ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଅନେକଙ୍କର...

ପରଲୋକରେ ବିଶିଷ୍ଟ ଚିତ୍ରକାର: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୭।୩: ବିଶିଷ୍ଟ ଚିତ୍ରକାର, ଲେଖକ ତଥା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିବା ସତୀଶ ଗୁଜରାଲଙ୍କର ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲ। ଦୀର୍ଘ ଦିନରୁ...

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ...

ଭାରତର ସମସ୍ତ ରାଜ୍ୟପାଳଙ୍କୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୭।୩: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଇଛି। କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭିଡିଓ କନ୍‌ଫରେନ୍ସିଂ ଜରିଆରେ...

ଲକ୍‌ଡାଉନ୍‌ରେ ଦର୍ଶକଙ୍କ ପାଇଁ ଖୁସିଖବର: ଶନିବାରଠାରୁ ପୁନଃ ପ୍ରସାରଣ ହେବ ରାମାୟଣ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ରସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ଘରେ ରହି ଲୋକଙ୍କୁ ସମୟ କାଟିବା କଷ୍ଟକର ହୋଇପଡ଼ିଛି। କରୋନା ଯୋଗୁ...

୧୮ ମୁଖ୍ୟମନ୍ତ୍ରୀଙ୍କୁ ମମତାଙ୍କ ଚିଠି

ନୂଆଦିଲ୍ଲୀ, ୨୭ା୩: ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଥିବାବେଳେ ପଶ୍ଚିମବଙ୍ଗର ଲୋକେ ଦେଶର ବିଭିନ୍ନ ରାଜ୍ୟରେ ଫସିରହିଛନ୍ତି। ସେମାନଙ୍କୁ ମୌଳିକ ସୁବିଧା ଯୋଗାଇଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୧୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି।

ଆର୍ଥିକ ପ୍ୟାକେଜ୍‌କୁ ରାହୁଲଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୭ା୩: କେନ୍ଦ୍ର ସରକାରଙ୍କ ଆର୍ଥିକ ପ୍ୟାକେଜ ଘୋଷଣାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଶଂସା କରିଛନ୍ତି। କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ସମୟର ବୋଝ ସହୁଥିବା କୃଷକ, ଦିନ ମଜୁରିଆ, ମହିଳା ଓ ବରିଷ୍ଠ ନାଗରିକମାନଙ୍କ ନିକଟରେ...

୧୪ ଯାଏ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ନୂଆଦିଲ୍ଲୀ, ୨୭ା୩: କରୋନା ଭାଇରସ୍‌ର ପ୍ରକୋପ କମାଇବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏବେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ଲଗାଯାଇଥିବା କଟକଣାକୁ ଏପ୍ରିଲ ୧୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭାରତରେ ପୂର୍ବରୁ ସପ୍ତାହକ ଲାଗି ଏହି...

ଘରେ ପହଞ୍ଚିବ ଔଷଧ

ନୂଆଦିଲ୍ଲୀ,୨୭ା୩: ଦେଶରେ କରୋନା ଭାଇରସ୍‌ ସଂକ୍ରମ ବଢ଼ିବାରେ ଲାଗିଥିବାରୁ ଔଷଧଗୁଡ଼ିକର ହୋମ୍‌ ଡେଲିଭରିକୁ କେନ୍ଦ୍ର ସରକାର ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ଲକ୍‌ଡାଉନ୍‌ ସମୟରେ ଲୋକଙ୍କୁ ମେଡିସିନ କିଣିବା ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କରୋନା ଭାଇରସ୍‌...

ସେନା ମୁତୟନ ପାଇଁ ବାଧ୍ୟ କରନି: ଅଜିତ୍‌

ମୁମ୍ବାଇ,୨୭ା୩: ମହାରାଷ୍ଟ୍ରରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକଣା ଜାରି ହେବା ସତ୍ତ୍ୱେ ଲୋକେ ରାସ୍ତାଘାଟରେ ବୁଲୁଥିବାରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଭିଡ଼କୁ ନିୟନ୍ତ୍ରଣ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri